ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୨/୪ : ଗଜପତି ଜିଲ୍ଲାସ୍ତରୀୟ ଓଡ଼ିଶା ପକ୍ଷ ୨୦୨୬ ପାଳନ ଅବସରରେ ଆଜି ଦ୍ଵାଦଶ ଦିବସରେ ଓଡ଼ିଶା ସରକାରଙ୍କ ଭାଷା , ସାହିତ୍ୟ ଅ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ଜିଲ୍ଲା ପ୍ରଶାସନ ପକ୍ଷରୁ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ପରିଷଦ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ବନ୍ଦନୀୟ ବରପୁତ୍ର ଓ କବିତା ପାଠୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ପାରଳାଖେମୁଣ୍ଡି ସହରାଞ୍ଚଳର ବରପୁତ୍ର ମାନଙ୍କ ଜୀବନୀ ଉପରେ Continue Reading




