Home Articles posted by odadmin (Page 113)
Odisha News
ଭୁବନେଶ୍ୱର/ଓଡ଼ିଶା,୧୧/୪ : ରାଜଧାନୀ ଭୁବନେଶ୍ୱରରୁ ଆତଙ୍କବାଦୀ ଲିଙ୍କ୍ ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରିଛି ଦିଲ୍ଲୀ ପୋଲିସର ସ୍ପେସାଲ୍ ବ୍ରାଞ୍ଚ। ଗିରଫ ହୋଇଥିବା ଯୁବକ ହେଲେ ମହମ୍ମଦ ଇମ୍ରାନ। କମିଶନରେଟ ପୋଲିସର ସହଯୋଗରେ ୟୁନିଟ୍-୬ ଅଞ୍ଚଳରୁ ତାଙ୍କୁ ଧରାଯାଇଛି ବୋଲି ଭୁବନେଶ୍ୱର ଡିସିପି ଜଗମୋହନ ମୀନା ସୂଚନା ଦେଇଛନ୍ତି।ପ୍ରାରମ୍ଭିକ ତଦନ୍ତରୁ ଜଣାପଡ଼ିଛି ଯେ, ଇମ୍ରାନ ସୋସିଆଲ୍ ମିଡିଆରେ ଦେଶ ବିରୋଧୀ ପୋଷ୍ଟ କରୁଥିବା ସହ ମୌଳବାଦୀ ଚିନ୍ତାଧାରାରେ Continue Reading
Odisha News
କ୍ଷେତ୍ରବାସୀ ମହାକୁଡଙ୍କ ରିପୋର୍ଟକେନ୍ଦୁଝର ,୧୧/୪ : ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ନୁହେଁ, ସେମାନେ ଛାତ୍ରଛାତ୍ରୀଙ୍କ ଚରିତ୍ର ଗଢ଼ନ୍ତି ଓ ସଠିକ୍ ଜୀବନମାର୍ଗ ଦେଖାନ୍ତି, ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୋଦାପଳାସାସ୍ଥିତ ଚନ୍ଦ୍ରଶେଖର ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ଉତ୍ସବ ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଛନ୍ତି ।ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସରକାର ଗଠନ ପରେ ଶିକ୍ଷା କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ଆଣିବାକୁ ଅନେକ Continue Reading
Odisha News
ଭଦ୍ରକ, ୧୧/୪ : ଭଦ୍ରକରୁ ଆସିଛି ଏକ ହୃଦୟବିଦାରକ ଖବର। ଅଫିସ୍‌ରେ କାର୍ଯ୍ୟରତ ଥିବା ସମୟରେ ହଠାତ୍ ହୃଦଘାତରେ ପ୍ରାଣ ହରାଇଲେ ଡିଏଫଓ ସୌଭାଗ୍ୟ ରଞ୍ଜନ ସାହୁ। ସେ ଭଦ୍ରକ ଜିଲ୍ଲାର ଚାନ୍ଦବାଲିରେ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ ଭାବେ କାର‌୍ୟ୍ୟରତ ଥିଲେ।ମିଳିଥିବା ସୂଚନା ଅନୁଯାୟୀ, କାମ କରୁଥିବାବେଳେ ହଠାତ୍ ତାଙ୍କ ଶରୀରରେ ଅସୁସ୍ଥତା ଦେଖାଦେଇଥିଲା। ପରେ ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ନେଇଯାଇଥିଲେ, କିନ୍ତୁ ସେଠାରେ ଡାକ୍ତରମାନେ ତାଙ୍କୁ ମୃତ ଘୋଷଣା Continue Reading
Odisha News
ସୁଦାମ ପାତ୍ରଙ୍କ ରିପୋର୍ଟନୂଆଦିଲ୍ଲୀ, ୧୧/୪ : ଦେଶର ପତ୍ରକାର ମାନଙ୍କୁ ବିଭିନ୍ନ କ୍ଷେତ୍ରରେ ସୁରକ୍ଷା ଦେବା ସହିତ ପତ୍ରକାର ମାନଙ୍କୁ ବିଭିନ୍ନ ସରକାରୀ ସୁବଧା ଆଦି ଯୋଗାଇ ଦେବା ନିମନ୍ତେ ଜାତୀୟ ସ୍ତରରେ ଗଠିତ ରାଷ୍ଟ୍ରିୟ ପତ୍ରକାର ସୁରକ୍ଷା ଆୟୋଗରେ ଓଡ଼ିଶା ପ୍ରଦେଶ ପାଇଁ ଦୈନିକ ‘ଅପରାହ୍ନ’ ର ସମ୍ପାଦକ ତଥା ଓଡ଼ିଶା କ୍ଷୁଦ୍ର ମଧ୍ୟମ ସମ୍ବାଦପତ୍ର ସଂଗଠନର ରାଜ୍ୟ ସଭାପତି ବଂଶୀଧର ଜେନାଙ୍କୁ ରାଜ୍ୟ ସଭାପତି ଭାବେ ଅବସ୍ଥାପିତ କରାଯାଇଛି।ସେହିଭଳି ରାଜ୍ୟ Continue Reading
National News
NEW DELHI, APR 11 : An image from the inside of the flight carrying the Iranian delegation to Islamabad has drawn attention ahead of crucial US-Iran talks, set against a backdrop of ceasefire tensions and fragile diplomatic engagement. During the journey, Iran’s speaker Ghalibaf used the flight to make a symbolic political statement. Inside the […]Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର, ୧୧/୪ : ବଲାଙ୍ଗିର ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟର ନୂତନ କୁଳପତି ଭାବେ ପ୍ରଫେସର ବିଭୂତି ଭୂଷଣ ମଲ୍ଲିକ ଦାୟିତ୍ୱ ଗ୍ରହଣ କରିଛନ୍ତି।ପୂର୍ବତନ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ବେହେରା ତାଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଥିଲେ।ନୂତନ କୁଳପତି ବିଶ୍ଵବିଦ୍ୟାଳୟ ପରିସରରେ ପହଞ୍ଚିବା ପରେ ତାଙ୍କୁ ଏନ୍ ସି ସି କେଡ଼େଟ ମାନଙ୍କ ତରଫରୁ ଗାର୍ଡ଼ ଅଫ୍ ଅନର୍ ପ୍ରଦାନ କରାଯାଇଥିଲା।କୁଳପତି ପ୍ରଫେସର ମଲ୍ଲିକ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୦/୪ : ରାଜ୍ୟ ସରକାର ଙ୍କ ଓଡ଼ିଆ ଭାଷା , ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ଚଳିତ ମାସ ଏପ୍ରିଲ ୧ ରୁ ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ପାଳିତ ହେଉଛି ଓଡ଼ିଆ ପକ୍ଷ ୨୦୨୬ ।ଏହି ଓଡ଼ିଆ ପକ୍ଷ ୨୦୨୬ ପାଳନର ଆଜି ୧୦ ମ ଦିନରେ ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ପୌର ପରିଷଦ ପକ୍ଷରୁ ପୌର ପରିଷଦ କାର୍ଯ୍ୟଳୟର ସମ୍ମିଳନୀ କକ୍ଷ ଠାରେ ପାଳିତ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୦/୪ : ବୌଦ୍ଧରେ ସିଏମ ଟ୍ରଫି ଆଜି ଉଦଘାଟିତ ହୋଇଯାଇଛି। ବୌଦ୍ଧ ଜିଲ୍ଲା ଷ୍ଟାଡିୟମରେ ଆୟୋଜିତ ହେଉଥିବା ଏହି କ୍ରୀଡା ଉତ୍ସବକୁ ବୌଦ୍ଧ ଜିଲ୍ଲାପାଳ ବିଭୁତି ଭୂଷଣ ନାଏକ ମୂଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଛନ୍ତି।ଏହି ଅବସରରେ ସମ୍ମାନୀତ ଅତିଥି ଭାବେ ବୌଦ୍ଧ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ, ଜିଲ୍ଲା ମଙ୍ଗଳ ଅଧିକାରୀ ସୂର‌୍ୟ୍ୟନାରାୟଣ ବେହେରା , ଜିଲ୍ଲା କ୍ରୀଡା ଅଧିକାରୀ ଜ୍ୟୋତିରଞ୍ଜନ ଭୁଏ, ବୌଦ୍ଧ Continue Reading
Top Stories
By Mahendra Darji Balangir/Odisha, Apr 10 : Professor Bibhuti Bhusan Mallick has assumed office as the new Vice-Chancellor of Rajendra University, Balangir.The former Vice-Chancellor, Professor Pradeepta Kumar Behera,handed over the responsibilities to him. After arriving at the university campus,the new Vice-Chancellor was given a guard of honour by NCC cadets.Professor Continue Reading