ସୁନ୍ଦରଗଡ଼,୨୩/୯: ସୁନ୍ଦରଗଡ଼ରେ ୧୦ ନୂଆ ସ୍କ୍ରବ୍ ଟାଇଫସ୍ ରୋଗୀ ଚିହ୍ନଟ ହୋଇଥିବା ଜଣାଯାଇଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସର୍ବାଧିକ ସୁନ୍ଦରଗଡ଼ରେ ୨୨୧ ସ୍କ୍ରବ୍ ଟାଇଫସ୍ ରୋଗୀ ଚିହ୍ନଟ ହୋଇଥିବା ନେଇ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।ସୂଚନାଯୋଗ୍ୟ, ରବିବାର ୧୧, ସୋମବାର ୩ ଚିହ୍ନଟ ହୋଇଥିଲେ। ଠିକ୍ ସେହିପରି ମଙ୍ଗଳବାର ୧୦ ଓ ବୁଧବାର ୭ , ଗୁରୁବାର ୬ ଓ ଶୁକ୍ରବାର ୫ ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏହା ସହ ସଂଖ୍ୟା୨୨୧ରେ Continue Reading
NEW DELHI,SEPT 23 : India on Friday (local time) took on Pakistan at the United Nations (UN) and urged it to stop cross-border terrorism, dismantle terror infrastructure on its soil and vacate Indian territories under its illegal occupation. The response came after Pakistan’s interim prime minister Anwar Ul Haq Kakar raked up the Kashmir issue […]Continue Reading
Mohali,Sept,22 : Mohammed Shami’s crafty bowling performance was beautifully complemented by the grace and poise of Shubman Gill as India defeated Australia by five wickets in the opening ODI of the three-match series here on Friday. Shami displayed his artistry with impressive figures of 5 for 51, reminding all and sundry of his skills while […]Continue Reading
By Subrat Sarangi Bhubaneswar, Sept. 22: Finance minister Bikram Keshari Arukha on Friday presented a Supplementary Budget of Rs 28,200 crore for 2023-24 fiscal in the Odisha Legislative Assembly. The state government moved the Supplementary Budget to provide additional funds for the completion of various ongoing developmental projects in Odisha, said the finance minister. Continue Reading
By Chitta Ranjan Beura Bhubaneswar, Sept. 22: Senior Biju Janata Dal (BJD) leader and six-time MLA from Binjharpur, Pramila Mallick, was on Friday elected unopposed as the first woman Speaker of the Odisha Legislative Assembly. Soon after she was declared elected for the Speaker’s post, Pramila conducted the first business of the monsoon session of […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୨/୯: ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ କିତୁମ୍ବା ଗ୍ରାମ କୋଠାଗୃହ ଠାରେ ଆର.କେ.ଏସ.ଏସ: ସ୍ଵେଛାସେବୀ ଅନୁଷ୍ଠାନ ପକ୍ଷରୁ ନାବାର୍ଡ ସଂସ୍ଥା , ଭୁବନେଶ୍ଵର ସହାୟତା\’ରେ ୬ ଟି ସ୍ଵୟଂ ସହାୟକ ଗୋଷ୍ଠୀର ୫୦ ରୁ ଉର୍ଦ୍ଧ ଦଳର ନେତ୍ରୀ ମାନଙ୍କୁ ସୁଦୃଢ କରିବା ସହ ସେମାନଙ୍କ ଦକ୍ଷତା ବୃଦ୍ଧି ନିମନ୍ତେ ଏକ ସଚେତନତା ତାଲିମ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଉକ୍ତ ଶିବିରରେ ମୁଖ୍ୟତଃ ମହିଳା Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୨/୯: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ବେଲଘର ଅନ୍ତର୍ଗତ ଝିରିପାଣିଠାରୁ ରାୟଗଡା ଜିଲାର ଅମ୍ବାଦଳାକୁ ସଂଯୋଗ କରୁଥିବା ରାସ୍ତାର ବରଗୁଡ଼ା ଛକଠାରେ ଶୁକ୍ରବାର କିଛି ହାତଲେଖା ମାଓବାଦୀ ପୋଷ୍ଟର ପଡିଥିବା ଦେଖାଯାଇଛି। ସେଥିରେ ସେପ୍ଟେମ୍ବର ୨୧ରୁ ୨୭ ତାରିଖ ପର୍ଯ୍ୟନ୍ତ ଗଣତାନ୍ତ୍ରିକ ବିପ୍ଳବ ସପ୍ତାହକୁ ପାଳନ କରିବା ପାଇଁ ଜନସାଧାରଣଙ୍କୁ ଆହ୍ବାନ ଦେଇଛନ୍ତି।ସେହିପରି Continue Reading
ଭୁବନେଶ୍ୱର,୨୨/୯: ଅଭିନେତା ତଥା ବିଜେଡି ସାଂସଦ ଅନୁଭବ ମହାନ୍ତିଙ୍କୁ ଲାଗିଛି ଅଦାଲତି ଝଟ୍କା। ଅନୁଭବଙ୍କ ବିବାହ ବିଚ୍ଛେଦ ଆବେଦନକୁ ଖାରଜ କରିଛନ୍ତି କଟକର ପରିବାର ଅଦାଲତ ବା ଫ୍ୟାମିଲି କୋର୍ଟ।ଏହା ସହିତ ତାଙ୍କ ପତ୍ନୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ କରିଥିବା ଆବେଦନକୁ ମଧ୍ୟ ଖାରଜ କରିଛନ୍ତି କୋର୍ଟ। ସ୍ୱାମୀ-ସ୍ତ୍ରୀ ଭାବେ ରହିବା ପାଇଁ ବର୍ଷା କରିଥିବା ଆବେଦନକୁ କୋର୍ଟ ଖାରଜ କରି ଦେଇଛନ୍ତି।ଅନୁଭବ ବିବାହ ବିଚ୍ଛେଦ ଆବେଦନ ଖାରଜ ହୋଇଯାଇଥିବା Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୨/୯: ପାରାଖେମୁଣ୍ଡି ସ୍ଥିତ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ଠାରୁ ବିଶ୍ଵଶାନ୍ତି ଦିବସ ଅବସରରେ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପ୍ରଦୋଷ କୁମାର ନାୟକଙ୍କ ନିର୍ଦ୍ଦେଶ କ୍ରମେ ଭାରପ୍ରାପ୍ତ ଜିଲ୍ଲା କ୍ରୀଡ଼ା ନିରୀକ୍ଷକ ଶ୍ରୀ ସୁରେନ୍ଦ୍ର କୁମାର ପାତ୍ରଙ୍କ ତତ୍ଵାବଧାନରେ ଏକ ସଚେତନତା ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିଥିଲେ ।ପୂର୍ବତନ ଜିଲ୍ଲା ବିଜ୍ଞାନ ନୀରିକ୍ଷକ ତଥା ସରକାରୀ ଉଚ୍ଚ ବିଦ୍ୟାଳୟ ଜାଜପୁରର Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୨/୯: ପାରଳାଖେମୁଣ୍ଡି ସ୍ଥିତ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟର ସଭାଗୃହ ଠାରେ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ , ରାଜ୍ୟ ଶିକ୍ଷା ପ୍ରଶିକ୍ଷଣ ପରିଷଦ , ଓଡ଼ିଶା-ଭୁବନେଶ୍ୱର ଆନୁକୁଲ୍ୟରେ ଓ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପ୍ରଦୋଷ କୁମାର ନାୟକଙ୍କ ନିର୍ଦ୍ଦେଶ କ୍ରମେ ଗଜପତି ଜିଲ୍ଲା ସ୍ତରୀୟ ଲୋକ ନୃତ୍ୟ ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲା ଶିକ୍ଷା Continue Reading




