Home Articles posted by odadmin (Page 1148)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୧/୯: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ମାପାଟଖଣ୍ଡା ଠିକାଦାର ସଂଘର ୧୯ ତମ ବୈଠକ ସଂଘ ସମ୍ପାଦକ ରଞ୍ଜିତ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ବାଲିଗୁଡ଼ା ବ୍ଲକ ବୁଡୁରୁକିଆ ପଞ୍ଚାୟତ ମୁସୁକୁଲି ର ଦମଦେଇ ନାଳ ନିକଟରେ ଅନୁଷ୍ଠିତ ହୋଇଯାଇଛି ।ଏଣିକି ଜିଲ୍ଲା ବାହାରର ଠିକାଦାର ମାନେ କୌଣସି ଟେଣ୍ଡର ପକାନ୍ତି ତାହାହେଲେ ସଂଘର ନିଷ୍ପତ୍ତି ଅନୁଯାୟୀ ସେହି ଠିକାଦାର ଟେଣ୍ଡରରେ ଭାଗ ନେଇପାରିବ ନାହିଁ ବୋଲି ଏହି Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୧/୯: ବୌଦ୍ଧର ଅଧିଷ୍ଠାତ୍ରୀ ଦେବୀ ମା ଭୈରବୀଙ୍କ ନିକଟରେ ଆଗି ନିର୍ଦ୍ଦାରିତ ସମୟରେ ନବାନ୍ନ ଲାଗିବା ପରେ ଗ୍ରାମ ଗୁଡିକର ଗ୍ରାମଦେବୀଙ୍କ ପିଠରେ ଲାଗିଥିଲା ନବାନ୍ନ । ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ନୂଆଁଖାଇ । ଏହି ପର୍ବ ପାଇଁ ସାରା ପଶ୍ଚିମ ଓଡିଶା ଚଳଚଞ୍ଚଳ ହୋଇପଡିଥିବା ବେଳେ ବୌଦ୍ଧ ଜିଲ୍ଲାରେ ମଧ୍ୟ ଧୁମଧାମରେ ପାଳିତ ହୋଇଛି ।କୃଷିଭିତିକ ଗଣପର୍ବ ଯୋଗୁଁ ପୁରା ବୌଦ୍ଧ ଜିଲ୍ଲା ଉତ୍ସବ ମୁଖର ହୋଇପଡିଛି । ଗାଁ Continue Reading
Odisha News
ଭୁବନେଶ୍ବର,୨୧/୯: ପୁଣି ପ୍ରମାଣିତ ହେଲା ସଚିବ ସର୍ବଶକ୍ତିମାନ୍। ତାଙ୍କ ବିରୁଦ୍ଧରେ ଆଲେଖ୍ୟକୁ ସହ୍ୟ କରିପାରିଲେନି ୫-ଟି ସଚିବ। ଅବଶେଷରେ ଭିନ୍ନ ଆଳ ଦେଖାଇ ମୁଖ୍ୟମନ୍ତ୍ରୀଙ୍କ ଜରିଆରେ ଗ୍ରହଣ କରିଲେ କାର୍ଯ୍ୟ।।ନୁଷ୍ଠାନ।ବିଜେଡିରୁ ବହିଷ୍କୃତ ହୋଇଛନ୍ତି ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ। ଏଥିସହିତ ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡ଼ାଙ୍କୁ ମଧ୍ୟ ଦଳରୁ ବିଦା କରାଯାଇଛି।ଏନେଇ ନିଜେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ Continue Reading
Business News Top Stories
By Swagatika Das Bhubaneswar, Sept.20: Chairperson of JSP Foundation Smt. Shallu Jindal has been conferred with the International Woman of the Year Award at the Swadeshi Mela Indian American Trade Fair organized by the DTribals Foundation in collaboration with the Indian Embassy in Chicago. She was conferred with this Award for her outstanding contribution to […]Continue Reading
Odisha News
ଭୁବନେଶ୍ଵର,୨୦/୯: ଆଜି ପବିତ୍ର ନୂଆଁଖାଇ ପର୍ବ ଅବସରରେ ରାଜ୍ୟର ୪୪ ଲକ୍ଷ ୫୬ ହଜାର ଚାଷୀ ପରିବାର କାଳିଆ ସହାୟତା ପାଇଛନ୍ତି।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସ ଜରିଆରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହି ସହାୟତା ପ୍ରଦାନ କରିଛନ୍ତି। ରବି ଫସଲ ପାଇଁ ଏହି ସହାୟତା ଦିଆଯାଇଛି।ପ୍ରତ୍ୟେକ ଚାଷୀ ପରିବାରଙ୍କ ବ୍ୟାଙ୍କ୍ ଆକାଉଣ୍ଟକୁ ୨୦୦୦ ଟଙ୍କା ଦିଆ ଯାଇଛି। ଏଥିରେ ୪୩ ଲକ୍ଷ ୮୮ ହଜାର କ୍ଷୁଦ୍ର ଓ ନାମ ମାତ୍ର ଚାଷୀଥିବା ବେଳେ ୬୮ ହଜାର […]Continue Reading
Odisha News
ନୂଆଦିଲ୍ଲୀ,୨୦/୯ : ମହିଳା ମାନଙ୍କୁ ବିଧାନସଭା ଓ ଲୋକସଭାରେ ସଂରକ୍ଷଣ ପ୍ରଦାନ କରୁଥିବା ‘ନାରୀ ଶକ୍ତି ବନ୍ଦନା ବିଲ୍’ ଦୁଇ ତୃତୀୟାଂଶ ସଦସ୍ୟଙ୍କ ସମର୍ଥନ ସହ ଲୋକସଭାରେ ଗୃହୀତ ହୋଇଛି ।ଏହି ବିଲର ସମର୍ଥନରେ ୪୫୪ଟି ଭୋଟ ପଡ଼ିଥିବାବେଳେ ବିପକ୍ଷରେ ମାତ୍ର ୨ଟି ଭୋଟ ପଡ଼ିଥିଲା । ଲୋକସଭାରେ ବିତର୍କ ପରେ ଏହି ବିଲ ପାଇଁ ଭୋଟ ଗ୍ରହଣ ହୋଇଥିଲା, ଭୋଟ ଗ୍ରହଣ ପରେ ବାଚସ୍ପତି ଓମ ବିରଲା ଫଳାଫଳ ଘୋଷଣା କରିଥିଲେ । ଏହି ବିଲଟି […]Continue Reading
Odisha News
ଭୁବନେଶ୍ୱର,୨୦/୯: ଯାଜପୁର ବିଞ୍ଛାରପୁର ବିଧାୟିକା ତଥା ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ବାଚସ୍ପତି ପ୍ରାର୍ଥୀ ଭାବେ ବିଜେଡି ଘୋଷଣା କରିଛି ଜ୍ଝ ନୂଆଁଖାଇ ପାଇଁ ୨୧ ପରିବର୍ତ୍ତେ ୨୨ ତାରିଖରେ ବାଚସ୍ପତି ନିର୍ବାଚନ ହେବ ।୨୧ ତାରିଖରେ ନାମାଙ୍କନ ଦାଖଲ ହେବାକୁ ଥିବା ବେଳେ ୨୨ ତାରିଖ ସକାଳ ୯.୩୦ରେ ନିର୍ବାଚନ ହେବ। ସେପ୍ଟେମ୍ବର ୨୨ରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଥିବାବେଳେ ଏହିଦିନ ସକାଳ ୯ଟା ୩୦ରେ Continue Reading