Home Articles posted by odadmin (Page 1149)
Odisha News
ଭୁବନେଶ୍ୱର,୨୦/୯ : ପଶ୍ଚିମବଙ୍ଗ-ଓଡ଼ିଶା ଉପକୂଳକୁ ଲାଗି ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗତକାଲି ଠାରୁ ଓଡ଼ିଶାରେ ପ୍ରବଳ ବର୍ଷା ଲାଗିରହିଛି। ଏବଂ ଆାସନ୍ତା ୨୪ ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟର ୩୦ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।ଏଥିମଧ୍ୟରୁ ୧୩ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଥିବାରୁ କମଳା ଚେତାବନୀ ବା ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ବେଳେ ଅନ୍ୟ ୧୮ଟି ଜିଲ୍ଲାରେ ପ୍ରବଳ Continue Reading
Odisha News
ସୁନ୍ଦରଗଡ଼, ୨୦/୯ : ସୁନ୍ଦରଗଡ଼ ଜିଲ୍ଲାରେ ବଢ଼ିବଢ଼ି ଚାଲିଛି ସ୍କ୍ରବ ଟାଇଫସ ଭାଇରସ ଆକ୍ରାନ୍ତ ସଂଖ୍ୟା। ପୁଣି ଜିଲ୍ଲାରେ ଆଉ ୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହ ଜିଲ୍ଲାରେ ଅ।କ୍ରାନ୍ତଙ୍କ ସଂଖ୍ୟା ୨୦୦ ଛୁଇଁଛି। ଯାହା ଚିନ୍ତାର କାରଣ ପାଲଟଛି।ସୋମବାର ୫୯ ଜଣଙ୍କର ରକ୍ତ ନମୁନା ପରୀକ୍ଷା କରାଯାଇଥିବା ବେଳେ ସେ ମଧ୍ୟରୁ ୧୦ ଜଣ ପଜିଟିଭ ଚିହ୍ନଟ ହୋଇଥିଲେ। ଜିଲ୍ଲାର ସଦର ବ୍ଲକର ମଝାପଡା ଓ ବାଲିଶଙ୍କରା ବ୍ଲକ ଅଂଚଳରେ ମାତ୍ରାଧିକ ଅ।କ୍ରାନ୍ତ ଚିହ୍ନଟ […]Continue Reading
Odisha News
ସମ୍ବଲପୁର,୨୦/୯ : ଆଜି ହେଉଛି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ। ଏଥିଲାଗି ଗାଁଠୁ ସହର ଚଳଚଞ୍ଚଳ। ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ନିକଟରେ ଆଜି ଲାଗି ହେବ ନବାନ୍ନ। ଏହାପରେ ଘରେ ଘରେ ନୂଆ ଖାଇବେ ସମସ୍ତେ।ଏହାସହ ନିଜର ନୂଆ ଫସଲକୁ ଇଷ୍ଟ ଦେବାଦେବୀଙ୍କୁ ଅର୍ପଣ କରିବ ଚାଷୀ। ଆଜି ପୂବାହ୍ନ ୧୦ଟା ୨୭ ମିନିଟରୁ ୧୦ଟା ୪୨ ମିନିଟ୍ ମଧ୍ୟରେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଅର୍ପଣ କରାଯିବ।ନୂଆଖାଇ ପାଇଁ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୯/୯:କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ସିଦ୍ଧି ପ୍ରଦାୟକ ଶ୍ରୀ ଶ୍ରୀ ଶ୍ରୀ ଗଜାନନଙ୍କ ପୂଜନୋତ୍ସବ ଯଥା ରୀତିନୀତି ଅନୁସାରେ ପାଳିତ ହୋଇ ଯାଇଛି । ଏହି ଅବସରରେ ଟାଉନର ସମସ୍ତ ଶିକ୍ଷାନୁଷ୍ଠାନ, ସ୍ବେଛାସେବୀ ଅନୁଷ୍ଠାନ, ସାଂସ୍କୃତିକ ଅନୁଷ୍ଠାନ ଗୁଡିକରେ ପୂଜାର୍ଚ୍ଚନା, ପୁଷ୍ପାଞ୍ଜଳି ଓ ପ୍ରସାଦ ସେବନ ସହ ନୂତନ ଛାତ୍ର ଛାତ୍ରୀ ମାନଙ୍କର ଖଡ଼ି ଛୁଆଁ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା Continue Reading
National News
MUMBAI,SEPT 19 : A case of attempted culpable homicide has been registered here against a 25-year-old cook for allegedly giving electric shock to his woman employer and beating her up on account of her `rude behaviour’, police said on Tuesday. Rajkumar Singh, the accused, has been absconding after the alleged incident two days ago, said […]Continue Reading
Odisha News
କଟକ,୧୯/୯: କଟକରେ ଗଣେଶ ପୂଜାକୁ ନେଇ ଛୁରାମାଡ଼। ଦୁଇ ଗୋଷ୍ଠୀ ବିବାଦ ନେଇ ଛୁରାମାଡ଼ରେ ଦୁଇ ଜଣ ଲୋକ ଆହତ ହୋଇଛନ୍ତି। ବିଡାନାସୀ ନୂଆସାହି ଅଞ୍ଚଳରେ ଘଟିଛି ଏହି ଅଘଟଣ।ଘଟଣାରେ ଆହତ ହୋଇଥିବା ବ୍ୟକ୍ତିଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।ସାହିରେ ଚାଲି ଥିବା ପୂଜାକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିବା ସୂଚନା। ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ବିଡାନାସୀ ପୁଲିସ। ଛୁରାମାଡ଼ କରି ଥିବା ଦୁଇ ଅଭିଯୁକ୍ତ ଅଟକ ରହିଥିବା ସୂଚନା।Continue Reading