ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୬/୯ : ଗଜପତି ଜିଲ୍ଲାବ୍ୟାପୀ ୭ ଟି ବ୍ଲକରେ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡରେଶନ ଓଡ଼ିଶା ଙ୍କ ନିର୍ଦ୍ଦେଶ କ୍ରମେ ଫେଡରେଶନର ଗଜପତି ଜିଲ୍ଲା ଶାଖା ପକ୍ଷରୁ ବ୍ଲକ୍ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରାଥମିକ ଶିକ୍ଷକ ମାନେ ସେମାନଙ୍କ ୩ ଦଫା ଦାବି ନେଇ କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଧାରଣା ଦେଇ ବସିଛନ୍ତି ।ଏହି ଆନ୍ଦୋଳନରେ ଗଜପତି ଜିଲ୍ଲାର ସମସ୍ତ ବ୍ଲକ୍ ସଦର ମହକୁମା ସ୍ଥିତ ବ୍ଲକ୍ ବିଇଓଙ୍କ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୬/୯ : ହୀରାକୁଦର ଉପର ମୁଣ୍ଡରେ ଭୀଷଣ ବର୍ଷା ଯୋଗୁଁ ଜଳସ୍ତର ବୃଦ୍ଧି ପାଇବା ଫଳରେ ୨୨ ଗୋଟି ଗେଟ ଦେଇ ବନ୍ୟାଜଳ ନିଷ୍କାସିତ କରାଯାଉଅଛି ।ତେଣୁ ମହାନଦୀର ତଳମୁଣ୍ଡରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ଆଶଙ୍କା ନେଇ ରାଜ୍ୟ ରିଲିଫ କମିଶନରଙ୍କ କାର୍ଯ୍ୟାଳୟରୁ ସୂଚନା ଦିଆଯିବା ପରେ ବୌଦ୍ଧ ଜିଲା ପ୍ରଶାସନ ପକ୍ଷରୁ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ଏକ ପ୍ରସ୍ତୁତି ବୈଠକ ଜିଲାପାଳ ନୃସିଂହ ଚରଣ ସ୍ୱାଇଁଙ୍କ Continue Reading
By Chitta Ranjan Beura Bhubaneswar, Sept.15 : A contingent of 14 exceptional students hailing from the prestigious institutions of KIIT and KISS in Bhubaneswar, India, are poised to represent the nation at the highly anticipated Asian Games 2023 in Hangzhou, China. From September 23 to October 8, these gifted athletes will captivate the global stage […]Continue Reading
By Our Corespondent Paradip, Sept.15 :PPA began the observance of “Swachhta Pakhwada” today. It started with a Swachhata Pledge administered by Shri P.L. Haranadh, Chairman, PPA to HoDs, Dy. HoDs, officers & employees at the Portico in front of PPA Administrative Building. PPA has already drawn up a detailed Action plan for the period, as […]Continue Reading
ଭୁବନେଶ୍ୱର,୧୫/୯ : ରାଜ୍ୟରେ ଖରିଫ ଓ ରବି ଋତୁରେ ଧାନ ସଂଗ୍ରହ ପାଇଁ ରାଜ୍ୟ ସରକାର ଆଜି ନୂଆ ଖାଦ୍ୟ ଓ ସଂଗ୍ରହଣ ନୀତି ୨୦୨୩-୨୪କୁ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ ଦେଇଛନ୍ତି ।୨୦୨୩-୨୪ ଖରିଫ ବିପଣନ ବର୍ଷରେ ମୋଟ ୫୪ଲକ୍ଷ ମେଟ୍ରିକ ଟନ୍ ଚାଉଳ(୭୯ଲକ୍ଷ ମେଟ୍ରିକ ଟନ୍ ଧାନ) ସଂଗ୍ରହ କରାଯିବ। ଖରିଫ ବର୍ଷ-୨୦୨୨-୨୩ରେ ମୋଟ ୭୯.୧୬ଲକ୍ଷ ମେଟ୍ରିକ ଟନ୍ ଧାନ(୫୩.୫୭ ଲକ୍ଷ ମେଟ୍ରିକ ଟନ୍ ଚାଉଳ) ସଂଗ୍ରହ କରାଯାଇଥିଲା ।ସେହିପରି ରାଜ୍ୟରେ ପୂର୍ତ୍ତ ଓ ଗ୍ରାମ୍ୟ […]Continue Reading
NEW DELHI,SEPT 15 : The Bharatiya Janata Party (BJP) on Friday took a dig at the Congress regarding the Opposition bloc INDIA’s decision to boycott 14 broadcast media anchors. BJP spokesperson Sambit Patra said that boycotting various institutions, including the media, would not serve the Congress well. He added that the Congress would benefit more […]Continue Reading
କଟକ,୧୫/୯ : ନେତାଜୀ ବସ ଟର୍ମିନାଲ ଆସନ୍ତାକାଲି (ଶନିବାର) ଉଦଘାଟିତ ହେବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ବସ୍ଷ୍ଟାଣ୍ଡକୁ ଆସନ୍ତାକାଲି ଅପରାହ୍ନ ସାଢେ ଚାରିଟା ସମୟରେ କଟକ ଆସି ଉଦଘାଟନ କରିବେ।ଏଥି ପାଇଁ କମିସନରେଟ ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡ଼ି କରାଯାଇଛି। କଟକ ସନସାଇନ ପଡିଆ ଠାରେ ହେଲିପ୍ୟାଡ଼ ବ୍ୟବସ୍ଥା କରାଯାଇଥିବା ସହ ହେଲିପ୍ୟାଡ଼ ରୁଟ ଲାଇନଲିଙ୍ଗ ଏବଂ ସଭାସ୍ଥଳ ନିକଟରେ ସମସ୍ତ ପ୍ରକାର ସୁରକ୍ଷା ବ୍ୟବସ୍ଥା Continue Reading
କଟକ,୧୫/୯ : କଟକ ତାଳଦଣ୍ଡା କେନାଲରେ ଛତ୍ରବଜାରର ଜଣେ ମାଛ ବ୍ୟବସାୟୀ ବୁଡ଼ି ଯାଇଥିବା ଅଭିଯୋଗ ହୋଇଛି। ତାଙ୍କ ନାଁ ହରିଶ୍ଚନ୍ଦ୍ର ଦାସ।ହରିଶ୍ଚନ୍ଦ୍ର ଆଜି ଅପରାହ୍ନ ପ୍ରାୟ ୪ଟା ବେଳେ କେନାଲକୁ ଧୋଇ ହେବାକୁ ଯାଇଥିବାବେଳେ ନିଖୋଜ ହୋଇଯାଇଥିବା ତାଙ୍କ ପୁଅ ପୁଲିସ ନିକଟରେ ଅଭିଯୋଗ କରିଛନ୍ତି।ସେ ତାଳଦଣ୍ଡା କେନାଲରେ ବୁଡ଼ିଯାଇଥିବା ସନ୍ଦେହ କରାଯାଉଛି। ସେଥିପାଇଁ ଘଟଣାସ୍ଥଳରେ ମଧୁପାଟଣା ପୁଲିସ ଓ ଅଗ୍ନିଶମ ବିଭାଗର କର୍ମଚାରୀ ପହଞ୍ଚି ଖୋଜାଖୋଜି କରୁଛନ୍ତି। Continue Reading
NEW DELHI,SEPT 15: Four people died and five were critically injured after a lift collapsed in an under-construction building in Greater Noida on Friday. The incident happened in Gaur City where the construction was being carried out by Amrapali Builders. “Four people have died. Five people are in critical condition and undergoing treatment in a […]Continue Reading
ବିଜୟୱାଡ଼ା,୧୫/୯: ଆଜି ପ୍ରତ୍ୟୁଷରେ ଆନ୍ଧ୍ରପ୍ରଦେଶର ଚିତ୍ତୂର ଜିଲ୍ଲାରେ ଗୋଟାଏ ଆମ୍ବୁଲାନସ୍ ଦୁର୍ଘଟଣାଗ୍ରସ୍ତ ହେବାରୁ ଓଡ଼ିଶାର ୪ଜଣ ଲୋକ ପ୍ରାଣ ହରାଇଥିବା କଥା ‘ଦି ଟାଇମ୍ସ୍ ଅଫ୍ ଇଣ୍ଡିଆ’ ରିପୋର୍ଟରୁ ଜଣାପଡ଼ିଛି।ଏହି ଆମ୍ବୁଲାନ୍ସ୍ ଦୁର୍ଘଟଣା ତାୱାନାମପାଲ୍ଲୀ ମଣ୍ଡଳ ଅନ୍ତର୍ଗତ ବାଙ୍ଗାଲୋର୍-ତିରୁପତି ଜାତୀୟ ରାଜପଥର ତେଲ୍ଲା ଗୁଣ୍ଡଲାପାଲ୍ଲୀ ଅଞ୍ଚଳରେ ଘଟିଛି। ଡ୍ରାଇଭର୍ ଢୁଳାଇ ପଡ଼ିବାରୁ ଆମ୍ବୁଲାନ୍ସ୍ ରାସ୍ତାରେ ଠିଆ ହୋଇଥିବା ଗୋଟିଏ ତୈଳବାହୀ Continue Reading




