Home Articles posted by odadmin (Page 1157)
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୩/୯ : ହରଭଙ୍ଗା ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଜିଲ୍ଲା ସୂଚନା ଓ ଲୋକସଂପର୍କ ବିଭାଗ ଓଡ଼ିଶା ସରକାର ଙ୍କ ଦୁଇ ଦିନିଆ ପ୍ରଶିକ୍ଷଣ ଶିବିର ଆଜି ସନ୍ଧ୍ୟାରେ ଉଦଜ୍ଜାପିତ ହୋଇଯାଇଛି । ସମ୍ମାନିତ ଅତିଥିଭାବେ ହରଭଙ୍ଗା ବ୍ଲକ କୃଷି ଅଧିକାରୀ ସବ୍ୟସାଚୀ ଦାସ କୃଷିଋଣ, ଫସଲ ବୀମା ଆଦି କୃଷି ସମ୍ପର୍କିତ ଯୋଜନା ବିଷୟରେ ବକ୍ତବ୍ୟ ପ୍ରଦାନ କରିଥିଲେ ।ସମ୍ମାନିତ ଅତିଥିଭାବେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୩/୯: ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଭାରତ ସରକାରଙ୍କ ଶକ୍ତି ମନ୍ତ୍ରଣାଳୟର ଶକ୍ତି ଦକ୍ଷତା ବ୍ୟୁରୋ ଅନ୍ତର୍ଗତ ଓଡ଼ିଶା ରାଜ୍ୟ ଡିଜାଇନ୍ ସମିତି ଆନୁକୁଲ୍ୟରେ ଇଆଇସି: ଇଲେକ୍ଟ୍ରିକାଲ ଏବଂ ପିସିଇଆଇ: ଓଡ଼ିଶା ଆୟୋଜକରେ ଗୃହ ନିର୍ମାଣରେ ଶକ୍ତି ସଂରକ୍ଷଣ ବ୍ୟବସ୍ଥା ସମ୍ପର୍କିତ ଏକ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ କର୍ମଶାଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି ।ଅନୁଷ୍ଠିତ Continue Reading
Top Stories
BY SAI SASMITA Bhubaneswar,  Sept 13: CSIR-Institute of Minerals and Materials Technology (CSIR-IMMT), Bhubaneswar in its Diamond Jubilee year is organising “One Week One Lab (OWOL)” campaign during 11th to 16th September 2023. The OWOL campaign was initiated by Dr.Jitendra Singh, Hon’ble Minister of S&T,Govt of India and Vice-President, CSIR for all the CSIR Continue Reading
Odisha News
ସମ୍ବଲପୁର,୧୩/୯: ମହାନଦୀର ଉପରମୁଣ୍ଡରେ ଲଘୁଚାପଜନିତ ବର୍ଷାକୁ ଦୃଷ୍ଟିରେ ରଖି ହୀରାକୁଦ ଜଳଭଣ୍ଡାରରୁ ୨ଟି ଗେଟ୍ ଖୋଲାଯାଇଛି। ହୀରାକୁଦ ଜଳଭଣ୍ଡାରର ଉଭୟ ବାମ ଓ ଦକ୍ଷିଣ ପାର୍ଶ୍ବରୁ ଗୋଟିଏ ଲେଖାଏଁ ଗେଟ୍ ଖୋଲାଯାଇଥିବା ନେଇ ଡ୍ୟାମ୍ କର୍ତ୍ତୃପକ୍ଷଙ୍କ ତରଫରୁ ଏହି ସୂଚନା ଦିଆଯାଇଛି।ମିଳିଥିବା ସୂଚନା ଅନୁସାରେ ଆଜି ଅପରାହ୍ଣ ୩ଟା ବେଳକୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୮.୨୩ ଫୁଟ୍ ଥିଲା। ଜଳଭଣ୍ଡାରକୁ ସେକେଣ୍ଡ ପିଛା ୭୩,୩୦୮ କ୍ୟୁସେକ ଜଳ ପ୍ରବେଶ Continue Reading
Odisha News
ବରଗଡ଼,୧୩/୯: ଦିନକୁ ଦିନ ବଢ଼ି ବଢ଼ି ଚାଲିଛି ସ୍କ୍ରବ ଟାଇଫ୍ସ ସଂକ୍ରମଣ । ଜୀବନ ନେଉଛି ସ୍କ୍ରବ ଟାଇଫ୍ସ । ବରଗଡ଼ରେ ସ୍କ୍ରବ ଟାଇଫସ୍ କୀଟ ଆକ୍ରମଣରେ ୫ ଜଣଙ୍କ ମୃତ୍ୟୁ ହୋଇଛି ।ଏ ନେଇ ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ସୂଚନା ଦେଇଛନ୍ତି । ବରଗଡ଼ର ଅତାବିରା, ଭେଡେନ, ବରପାଲିରୁ ଜଣେ ଲେଖାଏ ଚାଷୀଙ୍କ ମୃତ୍ୟୁ ହୋଇଥିବା ବେଳେ ସୋହେଲା ବ୍ଳକର ୨ ଜଣଙ୍କର ମୃତ୍ୟୁ ଘଟିଛି । ସେହିପରି ଆହୁରି ୪ ଆକ୍ରାନ୍ତ […]Continue Reading
Top Stories
By C.B.Singh Bhubaneswar : In a bizarre incident, the family members of a girl hailing from Chandiput village under Mohana block in Odisha’s Gajapati district on Tuesday performed her post-death rituals on Tuesday for marrying a person against their will. As per reports, Chandini Sahoo, daughter of Sahadev Sahoo, eloped from her home 11 days […]Continue Reading
Odisha News
କଣ୍ଟାବାଞ୍ଜି,୧୩/୯ : କଣ୍ଟାବାଞ୍ଜିକୁ ଜିଲ୍ଲା ମାନ୍ୟତା ଦାବି ନେଇ ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ। ଜିଲ୍ଲା ସଂଘର୍ଷ ସମିତିର ଆହ୍ବାନ କ୍ରମେ ଆଜି ଏହି ବନ୍ଦ ଡାକରା ଦିଆଯାଇଛି।ଆଜିର ଏହି ବନ୍ଦରେ ସମସ୍ତ ବ୍ୟବସାୟିକ ପ୍ରତିଷ୍ଠାନ, ଦୋକାନ ବଜାର, ସ୍କୁଲ, କଲେଜ, ସରକାରୀ କାର୍ଯ୍ୟାଳୟ ବନ୍ଦ ରହିଛି। ଗାଡ଼ି ମଟର ଚଳାଚଳ ମଧ୍ୟ ବନ୍ଦ ରହିଛି। ଜରୁରୀକାଳୀନ ସେବାକୁ ଏବଂ ପରୀକ୍ଷା ଚାଲୁଥିବା ସ୍କୁଲକୁ ବନ୍ଦରୁ ବାଦ ଦିଆଯାଇଛି। ସ୍ଥାନୀୟ ଇନ୍ଦିରା ଛକ ନିକଟର Continue Reading