Home Articles posted by odadmin (Page 1158)
Odisha News
କଣ୍ଟାବାଞ୍ଜି,୧୩/୯ : କଣ୍ଟାବାଞ୍ଜିକୁ ଜିଲ୍ଲା ମାନ୍ୟତା ଦାବି ନେଇ ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ। ଜିଲ୍ଲା ସଂଘର୍ଷ ସମିତିର ଆହ୍ବାନ କ୍ରମେ ଆଜି ଏହି ବନ୍ଦ ଡାକରା ଦିଆଯାଇଛି।ଆଜିର ଏହି ବନ୍ଦରେ ସମସ୍ତ ବ୍ୟବସାୟିକ ପ୍ରତିଷ୍ଠାନ, ଦୋକାନ ବଜାର, ସ୍କୁଲ, କଲେଜ, ସରକାରୀ କାର୍ଯ୍ୟାଳୟ ବନ୍ଦ ରହିଛି। ଗାଡ଼ି ମଟର ଚଳାଚଳ ମଧ୍ୟ ବନ୍ଦ ରହିଛି। ଜରୁରୀକାଳୀନ ସେବାକୁ ଏବଂ ପରୀକ୍ଷା ଚାଲୁଥିବା ସ୍କୁଲକୁ ବନ୍ଦରୁ ବାଦ ଦିଆଯାଇଛି। ସ୍ଥାନୀୟ ଇନ୍ଦିରା ଛକ ନିକଟର Continue Reading
Odisha News
ଭୁବନେଶ୍ୱର,୧୩/୯ : ଚଳିତ ବର୍ଷ ହେବନି ଛାତ୍ର ସଂସଦ ନିର୍ବାଚନ! କ୍ରମାଗତ ଷଷ୍ଠ ଥର ପାଇଁ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟ କ୍ୟାମ୍ପସରେ ନିର୍ବାଚନ ନ କରିବାକୁ ରାଜ୍ୟ ସରକାର ନିଷ୍ପତି ନେଇଛନ୍ତି।ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶିତ ବାର୍ଷିକ ଶିକ୍ଷା କ୍ୟାଲେଣ୍ଡରରେ କାର୍ଯ୍ୟ ଦିବସ, ପରୀକ୍ଷା ଆରମ୍ଭ, ଶେଷ, ଫଳ ପ୍ରକାଶ, ପୂଜା ଛୁଟି ନେଇ ସବିଶେଷ ତଥ୍ୟ ରହିଛି। ମାତ୍ର କେବଳ ଛାତ୍ର ସଂସଦ ନିର୍ବାଚନ କଥା ଉଲ୍ଲେଖ ନାହିଁ।ଚଳିତ ଶିକ୍ଷାବର୍ଷରେ ୧୮୦ ଦିନ Continue Reading
National News
CHANDIGARH,SEPT 13: Congress general secretary Priyanka Gandhi Vadra on Tuesday asked the BJP-led Centre to rise above politics and declare Himachal’s rain tragedy as a national disaster, facilitating funds and streamlining national efforts. Priyanka visited flood-hit areas of Mandi and Kullu districts of Himachal Pradesh, calling the Centre not to discriminate in the Continue Reading
Odisha News
ଭୁବନେଶ୍ବର,୧୩/୯: ଗଣଶିକ୍ଷା ସଚିବ କିମ୍ବା ବିଜେଡି ସାଙ୍ଗଠନିକ ସମ୍ପାଦକଙ୍କ ଆଶ୍ବାସନା କାମ ଦେଲାନି। ବାରମ୍ବାର ପ୍ରତିଶ୍ରୁତି ଦେଇ ଠକୁଥିବାରୁ ଶିକ୍ଷକ ସଂଘର ନେତାମାନେ ଆଉଏମାନଙ୍କୁ ବିଶ୍ବାସକୁ ନେଇ ନାହାନ୍ତି।ଏଥର ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଛନ୍ତି। ସିଧା ସିଧା କହିଛନ୍ତି ଯେ ଦାବିଗୁଡ଼ିକ ପୂରଣ ପାଇଁ ମୁଖ୍ୟମନ୍ତ୍ରୀ ପଦକ୍ଷେପ ନିଅନ୍ତୁ ଏବଂ ପ୍ରତିଶ୍ରୁତି ଦିଅନ୍ତୁ। ନ ହେଲେ ବୁଧବାରଠାରୁ ରାଜ୍ୟର ୧ ଲକ୍ଷ ୩୦ ହଜାର ଶିକ୍ଷକ Continue Reading
Odisha News
ଜମ୍ମୁ କଶ୍ମୀର,୧୩/୯ : ଜମ୍ମୁ କଶ୍ମୀର ରଜୌରୀରେ ଏନକାଉଣ୍ଟର। ଜଣେ ଆତଙ୍କୀ ନିପାତ। ଅପରେସନ ସମୟରେ ଜଣେ ଯବାନ ସହିଦ ହୋଇଥିବା ସୂଚନା। ଏଥିସହ ୩ ଜଣ ସୁରକ୍ଷାକର୍ମୀ ଆହତ ହୋଇଥିବା ବେଳେ ୬ ବର୍ଷର ସେନା କୁକୁର ‘କେଣ୍ଟ’ର ଜୀବନ ଚାଲିଯାଇଛି।ସୂଚନା ଅନୁସାରେ, ଗତକାଲି ରଜୌରୀ ଜିଲ୍ଲା ନରହ୍ଲା ଅଞ୍ଚଳରେ ଆତଙ୍କବାଦୀ ଲୁଚିଥିବା ନେଇ ଖବର ପାଇଥିଲେ ସୁରକ୍ଷାକର୍ମୀ। ସମଗ୍ର ଅଞ୍ଚଳରେ ସର୍ଚ୍ଚ ଅପରେସନ ସମୟରେ ଆତଙ୍କୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୨/୯:କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବିଜୁପଟ୍ଟନାୟକ ମିନି ଷ୍ଟାଡିୟମ ପରିସରରେ ବାଲିଗୁଡା ବ୍ଲକ ସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡାବିତ ଚୟନ କାର୍ଯ୍ୟକ୍ରମ ୧୧ ଓ ୧୨ ତାରିଖ ଦୁଇଦିନ ଧରି ଅନୁଷ୍ଠିତ ହେବା ପରେ ଉଦଯାପିତ ହୋଇଯାଇଛି ।ଏହି ପ୍ରତିଯୋଗିତାରେ ୧୪ ରୁ ୧୭ ବର୍ଷ ବର୍ଗ ର ଛାତ୍ର ଛାତ୍ରୀ ମାନେ ଅଂଶଗ୍ରହଣ କରି ନିଜ ନିଜର ଖେଳ ପ୍ରଦର୍ଶନ କରିଥିଲେ।ଏଥିରେ ପ୍ରଥମ ଦିବସ ରେ ମୁଖ୍ୟ ଅତିଥି ଭାବେ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୨/୯ : ଆଜି ହରଭଙ୍ଗା ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଜିଲ୍ଲା ସୂଚନା ଓ ଲୋକସଂପର୍କ ବିଭାଗ ଓଡ଼ିଶା ସରକାର ଙ୍କ ଦ୍ଵାରା ଆୟୋଜିତ ଦୁଇ ଦିନିଆ ପ୍ରଶିକ୍ଷଣ ଶିବିର କୁ ମୁଖ୍ୟ ଅତିଥଭାବେ ବ୍ଲକ୍ ଅଧକ୍ଷା ଶ୍ରୀମତୀ ସ୍ନେହଲତା ପ୍ରଧାନ ମା ଭୈରବୀଙ୍କ ଫୋଟୋରେ ପ୍ରଦୀପ ପ୍ରଜ୍ଵଳନ କରି ଶୁଭ ଉଦ୍ଘାଟନ କରି ସରକାରଙ୍କ ଲୋକାଭିମୁଖୀ ଯୋଜନାର ବାର୍ତ୍ତାକୁ ଲୋକଙ୍କ ପାଖରେ Continue Reading
Odisha News
ଭୁବନେଶ୍ୱର,୧୨/୯ : ରାଜଧାନୀ ଭୁବନେଶ୍ୱରରେ ଚିକିତ୍ସା ନାଁରେ ଘରକୁ ଡାକି ଜଣେ ଡାକ୍ତରଙ୍କୁ ଅପହରଣ ଘଟଣାର ଫର୍ଦ୍ଦାଫାସ କରିଛି କମିଶନରେଟ ପୁଲିସ୍। ଏହି ଘଟଣାରେ ୪ ଜଣଙ୍କୁ ଗିରଫ କରିଛି ତମାଣ୍ଡୋ ଥାନା ପୁଲିସ।ଗିରଫ ଅଭିଯୁକ୍ତମାନେ ହେଉଛନ୍ତି- ତମାଣ୍ଡୋ ଥାନା ଅନ୍ତର୍ଗତ ନରଗଡ଼ାର ନିଶିକାନ୍ତ ପାତ୍ର ଓରଫ ବାପି (୩୩), ତାଙ୍କ ପତ୍ନୀ ଇରାନୀ ପାତ୍ର (୨୭), ସିଜୁପୁଟ ଗାଁର ମନୋରଞ୍ଜନ ପ୍ରଧାନ ଓରଫ ଗଣେଣ (୩୦) ଓ ଶକ୍ତିକାନ୍ତ ହରିଚନ୍ଦନ ଓରଫ ଗିରିଜା (୩୬)।ଏହି Continue Reading
Top Stories
Plans to bring latest aluminium extrusion technology to India Extruded aluminium plays a leading role in building rail coaches  By Prabhat Kumar Singh MUMBAI: Hindalco Industries Ltd. the world’s largest aluminium rolling and recyclingcompany, has signed a technology partnership with Italy-based Metra SpA renowned for its expertise in producing structured and value-added Continue Reading
National News
NEW DELHI,SEPT 12 : Opposition parties have lashed out at the Bharatiya Janata Party (BJP) and the Narendra Modi-led central government over the new uniforms for Parliament staff, alleging that it has ‘lotus’, BJP’s election symbol, printed on it. Taking it to micro-blogging site X (formerly Twitter), Congress MP Manickam Tagore said, “Why is the […]Continue Reading