Home Articles posted by odadmin (Page 1162)
Odisha News
ବରଗଡ଼,୧୦/୯: ପରିବାରର ମୁଖ୍ୟଙ୍କ ବିୟୋଗରେ ସ୍ତ୍ରୀ ଓ ପୁଅଝିଅ ଭାଙ୍ଗି ପଡ଼ିଥିଲେ। ଏହି କାରଣରୁ ବିଷପିଇ ଜୀବନ ହାରିବାକୁ ଚାହୁଁଥିଲେ। କୀଟନାଶକ ପିଇଲା ପରେ ମା’, ପୁଅ ଓ ଝିଅ ଗୁରୁତର ହୋଇଥିଲେ।ତେବେ ଡାକ୍ତରଖାନା ନେବା ସମୟରେ ଭାଇଭଉଣୀଙ୍କ ମୃତ୍ୟୁ ପରେ ମା’ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ବରଗଡ଼ ଜିଲ୍ଲା ସୋହେଲା ଥାନା ଅଧୀନ ମାଷ୍ଟର୍ପଡ଼ାରେ ରବିବାର ଏହି ଅଭାବନୀୟ ଘଟଣା ଘଟିଛି। ମୃତକମାନେ ହେଲେ ବଂଶୀଧର ସାହୁ ଓ ସୁବର୍ଣ୍ଣ ମହାଜନ।ସୂଚନା Continue Reading
Odisha News Sports News
କଲମ୍ବୋ,୧୦/୯ : ଏସିଆ କପ୍ରେ ଆଜି ହେବ ମହା ମୁକାବିଲା। ମୁହାଁମୁହିଁ ହେବେ ଦୁଇ ପାରଂପରିକ ପ୍ରତିଦ୍ୱନ୍ଦୀ ଭାରତ-ପାକିସ୍ତାନ। କଲମ୍ବୋର ଆର ପ୍ରେମାଦାସ ଷ୍ଟାଡିୟମରେ ଦେଖିବାକୁ ମିଳିବ ହାଇଭୋଲଟେଜ୍ ଟକ୍କର। ଭାରତୀୟ ସମୟ ଦିନ ୩ଟାରେ ମ୍ୟାଚ୍ ଖେଳାଯିବ।ଭାରତ ଆଜିଠୁ ନିଜର ସୁପର ଫୋର୍ ଅଭିଯାନ ଆରମ୍ଭ କରିବାକୁ ଥିବାବେଳେ ପୂରା ଟିମ୍ ଜୋସରେ ଅଛନ୍ତି। ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ମଇଦାନକୁ ଓହ୍ଲାଇବ ଟିମ୍ ଇଣ୍ଡିଆ।ସେହିପରି ବାବର ଆଜମଙ୍କ Continue Reading
Odisha News
ନୂଆଦିଲ୍ଲୀ,୧୦/୯: ଉତ୍ତର ଆଫ୍ରିକୀୟ ଦେଶ ମରୋକ୍କୋରେ ହୋଇଥିବା ଶକ୍ତିଶାଳୀ ଭୂମିକମ୍ପରେ ୨ ହଜାର ଟପିଛି ମୃତ୍ୟୁ ସଂଖ୍ୟା। ହଜାର ହଜାର ଲୋକେ ଆହତ ହୋଇଥିବା ବେଳେ ୨ ହଜାରରୁ ଅଧିକଙ୍କ ଅବସ୍ଥା ସଂକଟାପନ୍ନ ରହିଛି।ଧ୍ୱଂସାବଶେଷ ତଳେ ଏବେ ବି ଅନେକ ଦବି ରହିଥିବା ଆଶଙ୍କା କରାଯାଉଛି। ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାରକାର୍ଯ୍ୟ ଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ଆହୁରି ବଢ଼ିବା ଆଶଙ୍କା କରାଯାଉଛି।ଏହାସହ ବିଭିନ୍ନ ହସ୍ପିଟାଲରେ ଆହତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୦/୯: ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ଦୌରା ଜର୍ଜଙ୍କ କୋର୍ଟ ପରିସରରେ ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଟିତ ହୋଇଯାଇଛି ।ଜାତୀୟ ଆଇନ ସେବା ପ୍ରାଧିକରଣ ଓ ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ଚିଠି ଅନୁଯାଇ ଆୟୋଜିତ ଏହି ରାଷ୍ଟ୍ରୀୟ ଲୋକ ଅଦାଲତ ରେ ଗଜପତି ଜିଲ୍ଲା ତଥା ଦୌରା ଜଜ ଶ୍ରୀ ପ୍ରଣବ କୁମାର ରାଉତରାୟ ଉପସ୍ଥିତ ରହି ବିଭନ୍ନ କୋର୍ଟ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୦/୯: ବୌଦ୍ଧ ଜିଲ୍ଲା ବାଉଁଶୁଣୀ ଠାରେ ଜିଲ୍ଲାସ୍ତରୀୟ ଜନଜାତି ଲୋକକଥା ଓ ଲୋକ ପରମ୍ପରା ସଂପର୍କିତ ଏକ କର୍ମଶାଳା ଶନିବାର ଦିବା-୧୦ ଘଣ୍ଟା ସମୟରେ ବାଉଁଶୁଣି ୱାସିଡିଏ ପରିସରରେ ଅନୁଷ୍ଠିତ ହୋଇଯାଇଛି ।ସ୍କୁଲ ଅଫ ଟ୍ରାଇବାଲ ଷ୍ଟଡିଜ୍ ଏଣ୍ଡ ଇଣ୍ଡିଜିନିଅସ ରିସର୍ଚ ଅନୁଷ୍ଠାନ ,ଭୁବନେଶ୍ଵର ପକ୍ଷରୁ ଆୟୋଜିତ ଏହି କର୍ମଶାଳାରେ ବୌଦ୍ଧ ଜିଲ୍ଲାର ଜନଜାତି ଲୋକକଥା ଓ ଲୋକ ପରମ୍ପରା ସଂପର୍କରେ ଆଲୋଚନା କରାଯାଇଥିଲା । Continue Reading
National News
New Delhi: Prime Minister Narendra Modi held a bilateral meeting with his Japanese counterpart Fumio Kishida on the sidelines of the G20 Summit here on Saturday. Modi said India and Japan were eager to enhance cooperation in connectivity, commerce and other sectors. “Held productive talks with PM Kishida. We took stock of India-Japan bilateral ties […]Continue Reading