Home Articles posted by odadmin (Page 1164)
Business News Top Stories
By Subrat SarangiBhubaneswar, Sept. 8 : Three gymnasts from Odisha AM/NS India High Performance Center (GHPC), Bhubaneswar will be competing in the Federation Internationale De Gymnastique (FIG) World Challenge Cup 2023 being held at Szombathely, Hungary from 8th to 10th September 2023. In the Men’s Artistic Gymnastics Category (Senior) Rakesh Kumar Patra and Saif Sadik Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୮/୯: ପାରଳାଖେମୁଣ୍ଡି ଉପକଣ୍ଠସ୍ଥ ବେତାଗୁଡ଼ା ଠାରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟ ପରିସରରେ ଆଜି କେନ୍ଦ୍ରୀୟ ବିଦ୍ୟାଳୟର ଭାରତ ସ୍କାଉଟ ଓ ଗାଇଡର କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନ ଅନ୍ତର୍ଗତ ଭୁବନେଶ୍ୱର ଡିଭିଜନର କେବଳ ବାଳିକା ମାନଙ୍କ ତିନି ଦିନିଆ ରାଜ୍ୟ ସ୍ତରୀୟ ତୃତୀୟ ସୋପାନ ପରୀକ୍ଷା ଶିବିର-୨୦୨୩ କାର୍ଯ୍ୟକ୍ରମ ଉଦଘାଟିତ ହୋଇଯାଇଛି ।ପାରଳାଖେମୁଣ୍ଡି କେନ୍ଦ୍ରୀୟ ବିଦ୍ୟାଳୟର ଅଧ୍ୟକ୍ଷ ତଥା କେମ୍ପ ନିର୍ଦ୍ଦେଶକ ଶ୍ରୀ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୮/୯: ଗଜପତି ଜିଲ୍ଲାର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ସେଣ୍ଟର୍ ଫର୍ କମ୍ୟୁନିଟି ଡେଭଲେପମେଣ୍ଟ (ସିସିଡି) ଆନୁକୁଲ୍ୟରେ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ , ଗଜପତି ସହାୟତାରେ ବିଶ୍ୱ ଭୌତିକ ଚିକିତ୍ସା ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲା ସାମାଜିକ ସୁରକ୍ଷା ଓ ସଶକ୍ତିକରଣ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ଵଳନ କରି ଏହି Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୮/୯: ବୌଦ୍ଧଜିଲ୍ଲା ପୁରୁଷ ଓ ମହିଳା ବହୁମୁଖୀ ସ୍ୱାସ୍ଥ୍ୟକର୍ମୀ, ସ୍ୱାସ୍ଥ୍ୟ ପରିଦର୍ଶକ ମିଳିତ ମହାସଂଘ ପକ୍ଷରୁ ଆଜି ଏକ ଦାବିପତ୍ର ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ପ୍ରଦାନ କରାଯାଇଛି । ଦାବିପତ୍ରରେ କ୍ୟାଡର ପୁନଃ ଗଠନ ପ୍ରକ୍ରିୟାରେ ସରକାର ଚରମ ଅବହେଳା ପ୍ରଦର୍ଶନ କରୁଛନ୍ତି । ତୃଣମୂଳ ରେ କାର୍ଯ୍ୟରତ ବହୁ ମୁଖୀ ସ୍ୱାସ୍ଥ୍ୟକର୍ମୀମାନଙ୍କୁ ପରୋକ୍ଷ ଭାବରେ ଆନ୍ଦୋଳନ ଆଭିମୁଖ୍ୟ ଆଡକୁ ବାଧ୍ୟ କରୁଛି ।ପ୍ରତ୍ୟକ Continue Reading
Odisha News
ଅକ୍ଷୟ କୁମାର ରାଉତଙ୍କ ରିପୋର୍ଟଯାଜପୁର,୮/୯: ଲୋକଙ୍କ ସହ ମିଶିବା ଏବଂ ଦଳରେ ଲୋକଙ୍କୁ ଯୋଡ଼ିବା, ବିଜୁ ଜନତା ଦଳର ଆଦର୍ଶ।ବିଜେଡିର ଜନସଂପର୍କ ନୀତିରେ ଆକୃଷ୍ଟ ହୋଇ ଦାନଗଦୀ ବ୍ଲକ ଦେଉଳକଣ ପଞ୍ଚାୟତର ବରିଷ୍ଠ ବିଜେପି ନେତା ଓ କର୍ମୀ ମାନେ ବିଜେଡିର ବରିଷ୍ଠ ସାଧାରଣ ସମ୍ପାଦକ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡ଼ାଇ ଉପସ୍ଥିତ ରେ ବିଜେଡି ସାମିଲ ହୋଇଛନ୍ତି କର୍ମୀ ମନ୍ତ୍ରୀ ଘଡେଇ ସେମାନଙ୍କୁ ସ୍ୱାଗତ କରିଛନ୍ତି। ବରିଷ୍ଠ ଯୁବ ନେତା ପ୍ରଦୀପ ନେତା ଓ ବହୁ […]Continue Reading
Odisha News
ଭୁବନେଶ୍ବର,୮/୯: ଖୋର୍ଦ୍ଧା ଜିଲ୍ଲାରେ ଓଡ଼ିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର ପ୍ରତିଷ୍ଠା ହେବ। ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ରାଜ୍ୟର ଗୌରବମୟ ପାଇକ ପରମ୍ପରାର ସାମୁହିକ ବିକାଶ ନିମନ୍ତେ ଏହି କେନ୍ଦ୍ର ରାଜ୍ୟ ସରକାରଙ୍କ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନରେ ଗୁରୁ କେଳୁଚରଣ ମହାପାତ୍ର ଓଡିଶୀ ଗବେଷଣା କେନ୍ଦ୍ର ଢାଞ୍ଚାରେ ପ୍ରତିଷ୍ଠା ହେବ।ଓଡିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର ଦେଶ ବିଦେଶରେ ପାଇକ Continue Reading
Odisha News
କର୍ଣ୍ଣାଟକ,୮/୯ : ପ୍ରସିଦ୍ଧ କାର୍ଟୁନିଷ୍ଟ ଅଜିତ ନିନାନଙ୍କର ଆଜି ସକାଳେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ହୋଇଥିଲା।କର୍ଣ୍ଣାଟକାର ମହୀଶୂର ସ୍ଥିତ ତାଙ୍କ ଆପାର୍ଟମେଣ୍ଟରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ହୃଦଘାତ ଯୋଗୁ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।ଦୁଇ ବର୍ଷ ହେଲା ମହୀଶୂରରେ ରହୁଥିବା ଅଜିତ ନିନାନ ମୃତ୍ୟୁ ବେଳକୁ ଘରେ ଏକୁଟିଆ ଥିଲେ। ତାଙ୍କ ସ୍ତ୍ରୀଙ୍କ ଦେହ ଭଲ ରହୁ ନଥିବାରୁ ସେ ଗୋଆରେ ରହୁଥିବା ତାଙ୍କ ଝିଅ ଘରକୁ Continue Reading
Odisha News
ନୂଆଦିଲ୍ଲୀ,୮/୯: ଫେରୁଛି ‘ବାଘ ନଖ’। ଅଫଜଲ ଖାନକୁ ହତ୍ୟା କରିବା ପାଇଁ ଛତ୍ରପତି ଶିବାଜୀ ବ୍ୟବହାର କରିଥିବା ଅସ୍ତ୍ର ଭାରତ ସଂଗ୍ରହାଳରେ ସ୍ଥାନ ପାଇବ। ଏନେଇ ବ୍ରିଟେନ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଛନ୍ତି।ଚଳିତ ମାସ ଶେଷ ଆଡ଼କୁ ବ୍ରିଟେନ ଗସ୍ତ କରିବେ ରାଷ୍ଟ୍ର ସାଂସ୍କୃତିକ ମନ୍ତ୍ରୀ ସୁଧୀର ମୁଙ୍ଗନ୍ତିୱାର୍। ଏହି ଅବସରରେ ‘ବାଘ ନଖ’ ପ୍ରତ୍ୟାବର୍ତ୍ତନ ନେଇ ଏକ ଚୁକ୍ତି ପତ୍ର ସ୍ୱାକ୍ଷର କରିବେ।ଯଦି ସବୁକିଛି ଯୋଜନା Continue Reading