Home Articles posted by odadmin (Page 1165)
Odisha News
ନିମାପଡ଼ା,୮/୯: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଓଡ଼ିଶା ରାଜ୍ୟ ପଣ୍ୟାଗାର ନିଗମ (Odisha State Warehousing Corporation)ର ନିମାପଡ଼ା ସ୍ଥିତ ଗୋଦାମର ଅଧୀକ୍ଷକ ଦେବୀପ୍ରସାଦ ମହାନ୍ତି। ତାଙ୍କ ଠାରୁ ନଗଦ ୪ ଲକ୍ଷ ୫୩ ହଜାର ୬୧୦ ଟଙ୍କା ଜବତ କରାଯାଇଥିବା ବେଳେ ଭିଜିଲାନ୍ସ ପକ୍ଷରୁ ତାଙ୍କର ତିନିଟି ଠିକଣାରେ ଚଢ଼ାଉ କରାଯାଇଛି।ଦେବୀ ପ୍ରସାଦ ମହାନ୍ତି ଆଜି ନିମାପଡ଼ାରେ ବସ୍କୁ ଅପେକ୍ଷା କରିଥିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ହଠାତ୍ ଚଢ଼ାଉ କରି ତାଙ୍କ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ର/ମମତା ମହାପାତ୍ରଙ୍କ ରିପୋର୍ଟନୟାଗଡ,୮/୯ : ନୟାଗଡରେ ବଢୁଛି ରାଣୀ – ଇରାନୀ କଳି ! ନିର୍ବାଚନ ପାଖେଇ ଆସୁଥିବା ବେଳେ ରାଜରାସ୍ତାରେ ଦେଖିବାକୁ ମିଳିଛି ବିଜେପିର ଟ୍ରେଲର ! ନୟାଗଡରେ ବିଜେପି ବନାମ ବିଜେପି ।ବିରୋଧର ସମ୍ମୁଖୀନ ହେଲେ ବିଜେପିର ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ର ।ସମ୍ବିତ ପାତ୍ରଙ୍କୁ କଳାପତାକା ପ୍ରଦର୍ଶନ ସହ ଅଣ୍ଡାମାଡ଼ କରିଛନ୍ତି ନିଜ ଦଳର କର୍ମୀ । ନୟାଗଡରେ ପୂର୍ବତନ ସାଂସଦ ହେମେନ୍ଦ୍ର କୁମାର ସିଂଙ୍କ ନବମ Continue Reading
Odisha News
ଭୁବନେଶ୍ୱର,୮/୯: ଗଣମାଧ୍ୟମରେ ବୟାନ ସହ କାରଣ ଦର୍ଶାଅ ନୋଟିସର ଜବାବ ନ ଦେବା ଯୋଗୁଁ ଆଜି କଂଗ୍ରେସ ଦଳରୁ ନିଲମ୍ବିତ ହୋଇଛନ୍ତି ଜଟଣୀ ବିଧାୟକ ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟ । ଆଜି ପ୍ରଦେଶ କଂଗ୍ରେସ କମିଟିର ଶୃଙ୍ଖଳା କମିଟି ମନ୍ମଥଙ୍କୁ ନିଲମ୍ବନ କରିଛି ।ଶୃଙ୍ଖଳା କମିଟି ପକ୍ଷରୁ କୁହାଯାଇଛି ଯେ ମନ୍ମଥ ଦଳର ସଦସ୍ୟ ଥାଇ ବି ନଥିବା ଭଳି ମନ୍ତବ୍ୟ ଦେଇଥିଲେ, ତାଙ୍କୁ କାରଣ ଦର୍ଶାଅ ନୋଟିସ ଦିଆଯିବା ସତ୍ତ୍ୱେ ସେ ଏହାର […]Continue Reading
Business News Top Stories
By Dr Gourang Charan Rout Bhubaneswar, Sept.7 : Vedanta Aluminium, India’s largest producer of aluminium, celebrated National Teacher’s Day by honouring the educators who have played a pivotal role in shaping the future of the nation. The occasion was marked by a series of heartwarming activities at Vedanta Ltd., Jharsuguda in Odisha and its subsidiary […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୭/୯: ପଶ୍ଚିମ ଓଡିଶାର ଗଣପର୍ବ ନୂଆଖାଇ ପାଇଁ ପରମ୍ପରା ଅନୁସାରେ ବୌଦ୍ଧର ଅଧିଷ୍ଠାତ୍ରୀ ଦେବୀ ମା’ ଭୈରବୀଙ୍କ ନବାନ୍ନ ଲଗ୍ନ ଧାର୍ଯ୍ୟ କରାଯାଇଛି । ସେପ୍ଟେମ୍ବର ମାସ ୨୦ ତାରିଖ ବୁଧବାର ଦିନ ଭାଦ୍ରବ ଶୁକ୍ଳ ପକ୍ଷ ପଂଚମୀ ସକାଳ ୮ ଟା ୦୩ ମିନିଟ ରୁ ୮ ଟା ୧୭ ମିନିଟ ମଧ୍ୟେ ଅଧିଷ୍ଠାତ୍ରୀ ଦେବୀ ମା ଭୈରବୀଙ୍କ ଠାରେ ନବାନ୍ନ ଭୋଗ ଲାଗିବ ।ପଣ୍ଡିତ ମାନଙ୍କ ମଧ୍ୟରେ ଆଲୋଚନା କରାଯାଇ ଲଗ୍ନ […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୭/୯: ନୀଳ ଆକାଶ ନିମନ୍ତେ ସ୍ୱଚ୍ଛ-ବାୟୁ ଦିବସ ପାଳନ ଅବସରରେ ସ୍ଵାସ୍ଥ୍ୟ ସମିତି ପକ୍ଷରୁ ଜିଲ୍ଲାସ୍ତରୀୟ ସମେତ ଗ୍ରାମ୍ୟ ଓ ପୌର ପରିଷଦ ସ୍ତରରେ ବିଭିନ୍ନ ସଚେତନତା ମୂଳକ କାର୍ଯ୍ୟକ୍ରମ ମାନ ଅନୁଷ୍ଠିତ ହୋଇଯାଇଛି ।ସଚେତନତା କାର୍ଯ୍ୟକ୍ରମ ଗୁଡ଼ିକ ମଧ୍ୟରେ ମୁଖ୍ୟତଃ ସଚେତନତା ଶୋଭାଯାତ୍ରା , ସଭା , ଦସ୍ତଖତ ଅଭିଯାନ , ବୃକ୍ଷ ରୋପଣ ଓ ଶପଥ ପାଠ ପ୍ରଭୃତି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ଗଜପତି ଜିଲ୍ଲା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୭/୯: ପୋଲରୁ ନଦୀ ଗର୍ଭରେ ପଡ଼ି ବ୍ୟକ୍ତି ନିଖୋଜ । ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଲଣ୍ଡାଗାଁ ପଞ୍ଚାୟତର ମୁଠାବାଲି ଅଞ୍ଚଳରେ ।ନିଖୋଜ ବ୍ୟକ୍ତି କର୍ଣ୍ଣିବେଡ଼ା ଗ୍ରାମର ଚୈତନ୍ୟ ନାୟକ (ହଜୁ)ବୟସ ୪୮ ହୋଇଥିବା ସୂଚନା । ଘଟଣା ପ୍ରକାରେ ଚୈତନ୍ୟ ଜନ୍ମାଷ୍ଟମୀ ଅବସରରେ ନିଜ ଶ୍ବଶୁର ଘର ମୁଠାବାଲି ଗ୍ରାମକୁ ବୁଲିବାକୁ ଆସିଥିଲେ ।ଗୁରୁବାର ଦିନ ସକାଳେ ନିଜ ଗ୍ରାମକୁ ଫେରିବା ସମୟରେ ନିଶାସକ୍ତ Continue Reading