ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୨୫/୧୦ : ଆଜି ଅପରାହ୍ନରେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦ ସମ୍ମିଳନୀ କକ୍ଷରେ ଚିଲିକା ବୋଇତ ବନ୍ଦାଣ ମହୋତ୍ସବ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ପ୍ରାଚୀନ ଉତ୍କଳର ନୌବାଣିଜ୍ୟ ପରମ୍ପରା,ଐତିହ୍ୟ,ବୈଭବ ଓ ମରାଳ ମାଳିନୀ ନିଳାମ୍ବୁ ଚିଲିକାର ସମୃଦ୍ଧିଶାଳୀ ସାଂସ୍କୃତିକ ଚେତନାକୁ ପ୍ରତିଟି ବୀର ଓଡ଼ିଆଙ୍କ ହୃଦୟରେ ଉଜ୍ଜୀବିତ କରିବା Continue Reading




