NEW DELHI,SEPT 4: The Indian Space Research Organisation (Isro) has confirmed that the Vikram Lander of the Chandrayaan-3 mission has been set into sleep mode. The transition occurred at approximately 8 am IST, marking a significant milestone in the mission’s timeline. Named after Dr. Vikram A Sarabhai, the father of the Indian Space Programme, the […]Continue Reading
BY PUJA MISHRA Bhubaneswar,SEPT 4: IIW-India , Bhubaneswar Centre in association with the UCCL organizing this 2 days long National Welding Meet Bhubaneswar, 1st September 2023: The flagship event of The Indian Institute of Welding (IIW-India), National Welding Meet (NWM) – 2023 kick-starts at Bhubaneswar today. IIW-India , Continue Reading
ଭୁବନେଶ୍ୱର,୪/୯ : ଖେଳ ପଡ଼ିଆରୁ ଏବେ ରାଜନୈତିକ ମଇଦାନକୁ ଓହ୍ଲାଇଲେ ହକି ତାରକା ପ୍ରବୋଧ ତିର୍କୀ। ଆନୁଷ୍ଠାନିକ ଭାବେ ଆଜି କଂଗ୍ରେସରେ ମିଶିଲେ।ଭୁବନେଶ୍ୱର କଂଗ୍ରେସ ଭବନରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ପ୍ରବୋଧ କଂଗ୍ରେସରେ ସାମିଲ ହୋଇଛନ୍ତିା ପ୍ରବୋଧଙ୍କ ସହ ଅନେକ ଲୋକ ମଧ୍ୟ କଂଗ୍ରେସରେ ମିଶିଛନ୍ତି।ପିସିସି ସଭାପତି ଶରତ ପଟ୍ଟନାୟକ ଓ ପ୍ରଭାରୀ ଚେଲାକୁମାର, ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ସମେତ ଅନ୍ୟ ବରିଷ୍ଠ ନେତାମାନେ ଏହି ମିଶ୍ରଣ Continue Reading
WASHINGTON,SEPT 4: US President Joe Biden has said that he is looking forward to his trip to India this week but is disappointed that his Chinese counterpart Xi Jinping will not attend the G20 summit in New Delhi. Biden will travel to India on September 7 to participate in the G20 Summit and will have […]Continue Reading
BENGALURU,SEPT 4: Valarmathi, an Indian Space Research Organisation (Isro) scientist, who lent her voice on countdowns for rocket launches in Sriharikota, has died due to cardiac arrest. Her last countdown was during the launch of Chandrayaan-3, the country’s third lunar mission. Chandrayaan-3 was launched from the Satish Dhawan Space Centre in Sriharikota on July Continue Reading
ବାଲେଶ୍ୱର,୪/୯ : ବାଲେଶ୍ୱର ଫକୀର ମୋହନ ବଡ଼ ମେଡିକାଲ କେମୋ ୱାର୍ଡରେ ନିଆଁ ଲାଗିଯାଇଛି । ଏସି ସର୍ଟସର୍କିଟରୁ ନିଆଁ ଲାଗିଥିବା ଜଣାଯାଇଛି।ପ୍ରବଳ ପୋଡ଼ାଗନ୍ଧ ଫଳରେ ହସ୍ପିଟାଲର ମେଡ଼ିସିନ ୱାର୍ଡରେ ଚିକିତ୍ସିତ ରୋଗୀ ଭୟରେ ବାହାରକୁ ଦୌଡ଼ି ପଳାଇ ଆସିଥିଲେ। ଖବର ପାଇ ତୁରନ୍ତ ଦମକଳ ବାହିନୀ ଆସି ନିଆଁକୁ ଆୟତ୍ତ କରିବା ସହ ଅଗ୍ନି ସୁରକ୍ଷା ବ୍ୟବସ୍ଥା ଯାଞ୍ଚ ଆରମ୍ଭ କରିଛି।ମିଳିଥିବା ସୂଚନା ମୁତାବକ ଆଜି ସକାଳେ ଏଫଏମ ମେଡିକାଲ କଲେଜର କେମୋ ୱାର୍ଡ ବାହାରେ Continue Reading
ଭୁବନେଶ୍ୱର,୪/୯: ଆଜି ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଇଣ୍ଡିଗୋର ଏକ ବିମାନ ଜରୁରୀ ଅବତରଣ କରିଛି । ଏହି ବିମାନଟି ଭୁବନେଶ୍ୱରରୁ ନୂଆଦିଲ୍ଲୀ ଅଭିମୁଖେ ଯାଉଥିଲା । ଉଡ଼ାଣର ଅଳ୍ପ କିଛି ସମୟ ପରେ ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଥିଲା ।ଆଉ ଏହାପରେ ପାଇଲଟ ବିମାନଟିକୁ ବିମାନବନ୍ଦରକୁ ଫେରାଇଆଣିଥିଲେ । ମିଳିଥିବା ସୂଚନା ମୁତାବକ ଆଜି ସକାଳେ ଭୁବନେଶ୍ୱର ବିମାନବନ୍ଦରରୁ ଦିଲ୍ଲୀ ଅଭିମୁଖେ ଇଣ୍ଡିଗୋ ବିମାନର ୬ଇ ୨୦୬୫ ଉଡାଣ ଆରମ୍ଭ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୪/୯: ପାରଳାଖେମୁଣ୍ଡି ସ୍ଥିତ ସଂସ୍କୃତ ମହାବିଦ୍ୟାଳୟର ସଭାଗୃହ ଠାରେ ଉତ୍କଳ ସଂସ୍କୃତ ଶିକ୍ଷକ ମହାସଂଘ ଓଡ଼ିଶା ଗଜପତି ଜିଲ୍ଲାଶାଖା ସଂସ୍କୃତ ଶିକ୍ଷକ ସଂଘ ପକ୍ଷରୁ ଜିଲ୍ଲା ସ୍ତରୀୟ ସଂସ୍କୃତ ଶିକ୍ଷକ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି ।ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ଶ୍ରୀ ଚନ୍ଦ୍ର ଶେଖର ତ୍ରିପାଠୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭା କାର୍ଯ୍ୟକ୍ରମକୁ ଜିଲ୍ଲା ସଂଘର ସଂଗଠନ ସମ୍ପାଦକ ଶ୍ରୀ ସୁକାନ୍ତ କୁମାର କର Continue Reading
ଅକ୍ଷୟ ସାହୁଙ୍କ ରିପୋର୍ଟଯାଜପୁର, ୪/୯ : ପୁଣି ସୁକିନ୍ଦା ନିର୍ବାଚନ ମଣ୍ଡଳୀ ବିଜେପି କର୍ମୀ ଦଳ ଛାଡି ବିଜେଡିରେ ସାମିଲ ହୋଇଛନ୍ତି । ଆଜି ଦାନଗଦୀ ବ୍ଲକ ଓଲ୍ଲଳ ପଞ୍ଚାୟତର ବିଜେପି ଯୁବ ସଂଗଠକମାନେ ବିଜେଡିରେ ଯୋଗ ଦେଇଛନ୍ତି।ଦଳୀୟ ଉତ୍ତରୀୟ ଦେଇ ଏହି କର୍ମୀ ମାନଙ୍କୁ ଦଳକୁ ସ୍ୱାଗତ କରିଛନ୍ତି ସୁକିନ୍ଦା ବିଧାୟକ ତଥା ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ । ଏହି ନିର୍ବାଚନ ମଣ୍ଡଳୀରେ ବିଭିନ୍ନ ସମୟରେ ବିଜେପିର କର୍ମୀ ବିଧାୟକଙ୍କ Continue Reading
ଦିଗପହଣ୍ଡି,୩/୯: ପଞ୍ଚଭୂତରେ ବିଲୀନ ହେଲେ ପୂର୍ବତନ ବାଚସ୍ପତି ତଥା ବରିଷ୍ଠ ବିଜେଡି ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ର। ଲୁହ ଭିଜା ଆଖିରେ ବିଦାୟ ଦେଇଛନ୍ତି ଶହ ଶହ ସମର୍ଥକ।ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ତାଙ୍କର ଅନ୍ତିମ ସତ୍କାର କରାଯାଇଛି। ମୁଖାଗ୍ନି ଦେଇଛନ୍ତି ପୁଅ ବିପ୍ଲବ ପାତ୍ର।ଶନିବାର ସନ୍ଧ୍ୟାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଥିଲା। ମୃତ୍ୟୁ ବେଳକୁ ତାଙ୍କୁ ୭୫ବର୍ଷ ବୟସ Continue Reading




