Home Articles posted by odadmin (Page 1175)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୩୧/୮: ଗଜପତି ଜିଲ୍ଲା ଅନ୍ତର୍ଗତ ରାୟଗଡ଼ ବ୍ଲକରେ ଜିଲ୍ଲା ପ୍ରଶାସନ ଓ କୈଳାଶ ସତ୍ୟାର୍ଥୀ ଚିଲ୍ଡରେନ୍ସ ଫଣ୍ଡ ଓ ସିସିଡି ଅନୁଷ୍ଟାନ ର ମିଳିତ ଉଦ୍ୟମରେ ବାଲ୍ୟ ବିବାହ , ଶିଶୁ ଚାଲାଣ , ଶିଶୁ ଯୌନ ନିର‌୍ୟାତନା ବନ୍ଦ କରିବା ସହ କିଶୋର ଓ କିଶୋରୀ ମାନଙ୍କ ସଶକ୍ତିକରଣ ନିମନ୍ତେ ଜାତି କୁଳ , ସମାଜ , ଓ ବିଭିନ୍ନ ସଂଗଠନର ମୁଖିଆ, ଓ ସରପଞ୍ଚ ମାନଙ୍କୁ ନେଇ ଏକ ବ୍ଲକ […]Continue Reading
Odisha News
ଭୁବନେଶ୍ୱର,୩୧/୮: ମନ୍ତ୍ରୀ ବିକ୍ରମ ଆରୁଖ ବାଚସ୍ପତି ପଦରୁ ଇସ୍ତଫା ଦେବା ପରେ ଖାଲିପଡ଼ିଥିଲା ବାଚସ୍ପତି ପଦ। କିଏ ବାଚସ୍ପତି ହେବ ଓ କେବେ ନିର୍ବାଚନ ହେବ ତାକୁ ନେଇ ଜାରି ରହିଥିଲା କଳ୍ପନାଜଳ୍ପନା। ଏଥିରେ ଆଜି ଅନ୍ତ ଘଟିଛି।ଆସନ୍ତା ୨୧ ତାରିଖରେ ବାଚସ୍ପତି ନିର୍ବାଚନ ହେବ ବୋଲି ସୂଚନା ମିଳିଛି। ଏଥିପାଇଁ ୧୮ ତାରିଖରେ ବାଚସ୍ପତି ପାଇଁ ଅଶାୟୀ ପ୍ରାର୍ଥୀ ନାମାଙ୍କନ ଦାଖଲ କରିବେ ବୋଲି ସୂଚନା ରହିଛି।ମେ’ ୧୨ ତାରିଖରେ ବିକ୍ରମ କେଶରୀ ଆରୁଖ ବାଚସ୍ପତି […]Continue Reading
Odisha News
କେନ୍ଦ୍ରାପଡ଼ା ,୩୧/୮ : ମଇଁଷି ଚରାଳିଙ୍କୁ ଟାଣିନେଲା କୁମ୍ଭୀର । ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକ ଅନ୍ତର୍ଗତ ରାଜପୁର ଗାଁର। ମଇଁଷି ଚରାଳି ଜଣଙ୍କ ହେଲେ ଭାସ୍କର ରାଉତ। ତାଙ୍କୁ ୫୦ ବର୍ଷ ହୋଇଥିଲା।ଆଜି ସକାଳେ ଭାସ୍କର ମଇଁଷି ଗୁଡ଼ିକୁ ଛାଡ଼ି ବ୍ରାହ୍ମଣୀ ନଦୀ ନିକଟରେ ଠିଆ ହୋଇଥିଲେ। ଏହି ସମୟରେ ଏକ କୁମ୍ଭୀର ଆସି ଭାସ୍କରଙ୍କୁ ଟାଣି ନେଇଥିଲା। ପ୍ରତ୍ୟେକ୍ଷଦର୍ଶୀ ପାଟି ଶୁଣି ଦୌଡ଼ି ଆସିଥିଲେ। କୁମ୍ଭୀରଟି ସେହି ସମୟରେ ଭାସ୍କରଙ୍କୁ ନଈ Continue Reading
Odisha News
ଭୁବନେଶ୍ୱର,୩୧/୮ : ଏଣିକି ୧୨ ଘଣ୍ଟାର ଯାତ୍ରା ଗୋଟିଏ ଘଣ୍ଟାରେ ଶେଷ ହେବ । ଆଖି ପିଛୁଳାକେ ଭୁବନେଶ୍ୱରରୁ ଯାଇ ଆଦିବାସୀ ଅଧ୍ୟୁଷିତ କଳାହାଣ୍ଡି ଜିଲ୍ଲାରେ ପହଞ୍ଚି ହେବ । କଳାହାଣ୍ଡିବାସୀଙ୍କ ଦୀର୍ଘ ଦିନର ସ୍ୱପ୍ନ ସାକାର ହୋଇଛି। ଆଜି ଭୁବନେଶ୍ୱରରୁ କଳାହାଣ୍ଡିକୁ ବିମାନ ସେବାର ଶୁଭାରମ୍ଭ ହେଲା ।କେନ୍ଦ୍ର ସରକାରଙ୍କ ଉଡ଼ାଣ ଯୋଜନାରେ ରାଜଧାନୀ ଭୁବନେଶ୍ୱରରୁ କଳାହାଣ୍ଡି ଜିଲାର ବହୁ ପ୍ରତିକ୍ଷିତ ଉତକେଲା ଏୟାରପୋର୍ଟକୁ ଆଜି ଆରମ୍ଭ ହୋଇଛି ବିମାନ ସେବା। Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୩୧/୮: ପାରଳାଖେମୁଣ୍ଡି ସ୍ଥିତ ଉପ-କାରାଗାରରେ ପ୍ରଗତି ଅନୁଷ୍ଠାନ ଆନୁକୁଲ୍ୟରେ ଏକ ଆକର୍ଷଣୀୟ ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ଅନ୍ତେବାସୀଙ୍କ ଗହଣରେ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମ ରେ ଉପ-କାରାଗାରର ଅଧ୍ୟକ୍ଷ ହନୁ ସେଠୀ ଏବଂ ଉପାଧ୍ୟକ୍ଷ ଶ୍ରୀ ପ୍ରଭାତ କୁମାର ସାହୁଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ପ୍ରଗତି ଅନୁଷ୍ଠାନର ସମ୍ପାଦିକା ଶ୍ରୀମତୀ ତନୁଜା ଶତପଥୀ , ମୁଖ୍ୟଅତିଥି ଶ୍ରୀ ବିଚିତ୍ରା Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୩୧/୮: ପାରଳାଖେମୁଣ୍ଡି ସ୍ଥିତ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟର ନାଟକ ମଞ୍ଚ ଠାରେ ଉଚ୍ଚ ବିଦ୍ୟାଳୟ ସ୍ତରରେ ଗଜପତି ଜିଲ୍ଲା ସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା କାର୍ଯ୍ୟକ୍ରମ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ ରାଜ୍ୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ , ଓଡ଼ିଶା , ଭୁବନେଶ୍ୱର ଆନୁକୁଲ୍ୟରେ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପ୍ରଦୋଷ କୁମାର ନାୟକଙ୍କ ନିର୍ଦ୍ଦେଶ କ୍ରମେ ଅନୁଷ୍ଠିତ ଏହି Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୩୧/୮: ଗଜପତି ଜିଲ୍ଲା ର ଅଗ୍ରଣୀ ମହିଳା ସଂଗଠନ “ଆକାଂକ୍ଷା ତରଫରୁ ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ଝାମି ଗ୍ରାମ ସ୍ଥିତ କୃଷି କ୍ଷେତ୍ର ଠାରେ ନିଆରା ଢଙ୍ଗରେ କୃଷକ ଭାଇ ମାନଙ୍କୁ ନେଇ ରକ୍ଷା ବନ୍ଧନ ଉତ୍ସବ ପାଳିତ ହୋଇ ଯାଇଛି।ଏହି ପରିପ୍ରେକ୍ଷୀରେ କୃଷକ ଭାଇ ମାନେ ସାନଙ୍କ ଚାଷ ଜମିରେ ଘାସ ବଛା ଓ ଅନ୍ୟାନ୍ୟ କାମ କରୁଥିବା ବେଳେ ସେମାନଙ୍କୁ ଆକାଂକ୍ଷା ସଂଗଠନର ମହିଳା ମାନେ ଚାଷ […]Continue Reading