Home Articles posted by odadmin (Page 1182)
Odisha News
ଯଶୀପୁର,୨୫/୮: ବାଇପାସ୍ ରାସ୍ତା କାମ ସମ୍ପୂର୍ଣ୍ଣ କରିବା ଓ ମୁଖ୍ୟ ରାସ୍ତାର ମରାମତି ଦାବିରେ ବିଜେପି ପକ୍ଷରୁ ୬ ଘଣ୍ଟିଆ ଯଶୀପୁର ବନ୍ଦ ପାଳନ କରାଯାଉଛି। ଆଜି ସକାଳ ୬ଟାରୁ ଦିନ ୧୨ଟା ଯାଏଁ ବନ୍ଦ ପାଳନ କରାଯାଉଛି।ମୟୂରଭଞ୍ଜ ଜିଲ୍ଲା ଯଶିପୁରରେ ଦୋକାନବଜାର ବନ୍ଦ ରହିଛି। ଖାଲି ସେତିକି ନୁହେଁ, ଯଶୀପୁର ବାଟଦେଇ କୌଣସି ଯାନବାହନ ଚଳାଚଳ କରୁନାହିଁ। ଏହାଫଳରେ ମୁଖ୍ୟ ରାସ୍ତାରେ ଶହ ଶହ ଗାଡ଼ି ଅଟକି ରହିଛି।ବରିଷ୍ଠ ବିଜେପି ନେତା ଗଣେଶ ରାମ ସିଂ […]Continue Reading
Top Stories
BY SASMITA SAI  Bhubaneshwar,  Aug 25:Shyamala Dry Fruits, one of leading retail brand deals with high quality dry fruits and namkeen and Health wellness products, expanded its retail presence today with the inauguration of its exclusive outlet at Shop No ……., Royal Arcade Mall, Raghunathpur, , Bhubaneswar.  The store was inaugurated by Sri Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ର/ମମତା ମହାପାତ୍ରଙ୍କ ରିପୋର୍ଟନୟାଗଡ଼,୨୫/୮ : ନୟାଗଡ଼ର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ରୋଟାରୀ କ୍ଲବ ଏବଂ ଛତ୍ରପତି ଶିବାଜୀ କ୍ଲବ ସୋଲପଟା ର ମିଳିତ ସହଯୋଗ ରେ ଏକ ରକ୍ତଦାନ ଶିବିର ଆଜି ସୋଲପଟା ସ୍ଥିତ କମ୍ୟୁନିଟି ଗୃହରେ ଅନୁଷ୍ଠିତ ହୋଇଯାଇଛି।ଏହି ଶିବିର କୁ ଆନୁଷ୍ଠାନିକ ଭାବେ ରୋଟାରୀ କ୍ଲବ ର ବରିଷ୍ଠ ସଦସ୍ୟ ତଥା ନୟାଗଡର ପୂର୍ବତନ ନଗରପାଳ ରୋଟାରିଆନ ସୁବୋଧ ଚନ୍ଦ୍ର ପଟ୍ଟନାୟକ ଓ ସୋଲପଟା ଗ୍ରାମର ସଭାପତି ସନ୍ତୋଷ ନାୟକ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୫/୮: ସ୍କୁଲ ଶିକ୍ଷା ସହ ଭିତ୍ତିଭୂମିକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଓଡ଼ିଶାର ୧୪ ଟି ସ୍କୁଲକୁ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ମୋଟ ୧୧ କୋଟି ୬୮ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି ।ସେଥି ମଧ୍ୟରୁ ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହରରେ ଥିବା ମହେନ୍ଦ୍ରଗିରି(ପୌର) ସରକାରୀ ଉଚ୍ଚ ବିଦ୍ୟାଳୟକୁ ୭୦ ଲକ୍ଷ ଟଙ୍କା ମଞ୍ଜୁର କରାଯିବା ସହ ସ୍କୁଲ ଶିକ୍ଷା ଭିତ୍ତିଭୂମିର ବିକାଶପାଇଁ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୨୫/୮: ରାଜ୍ୟ ସରକାରଙ୍କ ଆର୍ଥିକ ସେବା ନିର୍ଦ୍ଦେଶାଳୟ ଆନୁକୂଲ୍ୟରେ ଫୁଲବାଣୀ ଜିଲା ଆଇନଜୀବି ସଂଘ ପକ୍ଷରୁ ଆର୍ଥିକ ସେବା ସାକ୍ଷରତା ସଚେତନ ଶିବିର ଅନୁଷ୍ଠିତ ହୋଇଯାଇଛିଆଇନଜୀବି ସଂଘର ସଭାପତି ଭଗବାନ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ଡ଼େପୁଟି କଲେକ୍ଟର ଦିପ୍ତିମଣୀ ପ୍ରଧାନ, ସହାୟକ କଲେକ୍ଟର ବିବେକାନନ୍ଦ ସାମଲ, ପୋଷ୍ଟ ମାଷ୍ଟର ଅରୁଣ କୁମାର ସାହୁ ଓ ସନାତନ ପ୍ରଧାନ ପ୍ରମୁଖ ଯୋଗଦେଇ Continue Reading
Bollywood Odisha News
ନୂଆଦିଲ୍ଲୀ,୨୪/୮ : ୬୯ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି । ରକେଟ୍ରି: ଦ ନାମ୍ବି ଇଫେକ୍ଟକୁ ଶ୍ରେଷ୍ଠ ଫିଚର ଫିଲ୍ମ ଓ ଆରଆରଆରକୁ ଶ୍ରେଷ୍ଠ ଲୋକପ୍ରିୟ ଚଳଚ୍ଚିତ୍ର ପୁରସ୍କାର ମିଳିଛି । ଗଙ୍ଗୁବାଇ କାଠିଆଓ୍ବାଡ଼ି ପାଇଁ ଆଲିଆ ଭଟ୍ଟଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ଓ ପୁଷ୍ପା ପାଇଁ ଅଲୁ ଅର୍ଜୁନଙ୍କୁ ଶ୍ରେଷ୍ଠ ଅଭିନେତା ପୁରସ୍କାର ମିଳିଛି। ଜାତୀୟ ଏକତା ଉପରେ ଶ୍ରେଷ୍ଠ ଚଳଚ୍ଚିତ୍ର ପାଇଁ ଶ୍ରେଷ୍ଠ ନର୍ଗିସ ଦତ୍ତ ପୁରସ୍କାର ଦି କଶ୍ମୀର ଫାଇଲ୍ସକୁ Continue Reading
Odisha News
ପୁରୀ,୨୪/୮: କୁଖ୍ୟାତ ଅପରାଧୀ ପିନାକୀ ବରାଳ ଓରାଫ ପିନୁକୁ ପୁରୀ ପୁଲିସ ଗୁରୁବାର ଦିନ ଏନ୍କାଉଣ୍ଟର କରିଛି। ପିନୁର ବାମ ଗୋଡ଼ରେ ଗୁଳି ବାଜିଥିବା ବେଳେ ତାକୁ ଆହତ ଅବସ୍ଥାରେ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।ସୂଚନା ଅନୁସାରେ ଜଗନ୍ନାଥବସ୍ତିର ବିଦ୍ୟାଧର ବରାଳଙ୍କ ପୁଅ ପିନୁକୁ ପୁରୀ ଜିଲ୍ଲା ବାସେଳିସାହି ଆଇଆଇସି ମାନସ ବାରିକ ଏବଂ ତାଙ୍କର ଟିମ୍ ବିଶ୍ବସ୍ତ ସୂତ୍ରରୁ ସୂଚନା ପାଇଁ ପାଟ୍ରୋଲିଂରେ ବାହାରିଥିଲେ। ଲୋକନାଥ ମନ୍ଦିର ପଛପଟରେ Continue Reading
National News
SAHARANPUR/LUCKNOW,AUG 24: A tractor-trolley fell into a drain near Redhibodki village in the Saharanpur district, leaving nine people dead, four of them children, police on Thursday said.The incident took place Wednesday evening in the Tajpura area when a tractor carrying around 50 devotees was on its way to Randaul village for a religious event, Superintendent […]Continue Reading