Home Articles posted by odadmin (Page 1183)
Odisha News
ରାୟଗଡା,୨୪/୮: ରାୟଗଡ଼ା ବନଖଣ୍ଡ ଅଧିକାରୀ(ଡିଏଫଓ) ବିଜୟ କୁମାର ପରିଡ଼ାଙ୍କ ରାୟଗଡା ଗାନ୍ଧିନଗର ସ୍ଥିତ ସରକାରୀ ବାସଭବନ ସମେତ ୭ଟି ସ୍ଥାନରେ ଆଜି ଭିଜିଲାନ୍ସ ଚଢ଼ାଉ ହୋଇଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଏହି ଚଢାଉ କରିଛି । ରାୟଗଡ଼ା ସମେତ ରାଜ୍ୟର ଅନ୍ୟ ସ୍ଥାନମାନଙ୍କରେ ମଧ୍ୟ ଚଢ଼ାଉ ହୋଇଛି। ରାୟଗଡ଼ାଠାରେ ଭିଜିଲାନ୍ସ ତରଫରୁ ୫ ଜଣିଆ ଟିମ୍ ଚଢାଉ କରୁଛନ୍ତି। ଭିଜିଲାନ୍ସ ଡିଏସପି ସନ୍ଧ୍ୟାରାଣୀ ସାହୁଙ୍କ ନେତୃତ୍ୱରେ ଏହି ଚଢାଉ Continue Reading
National News
NEW DELHI,AUG 24: The Indian Space Research Organisation’s Pragyan rover was successfully deployed on the Moon on Thursday, after the successful soft landing of the Chandrayaan-3 mission. This comes hours after India’s third lunar mission, Chandrayaan-3, scripted history as Vikram lander touched down on the Moon surface on Wednesday evening. “The Ch-3 Rover Continue Reading
Odisha News Ollywood News
ଭୁବନେଶ୍ୱର,୨୪/୮: ଓଡ଼ିଶାର ବିଶିଷ୍ଠ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ ଅସୁସ୍ଥ ଅଛନ୍ତି। ଭୁବନେଶ୍ବରର ଏକ ଘରୋଇ ହସପିଟାଲରେ ଏବେ ତାଙ୍କର ଚିକିତ୍ସା ଚାଲିଥିବାବେଳେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଏକ ପ୍ରତିନିଧି ଦଳ ବିଶିଷ୍ଠ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି ।ଚିକିତ୍ସା ସହାୟତା ପାଇଁ ପରିବାର ସଦସ୍ୟଙ୍କୁ ଏକ ଲକ୍ଷ ଟଙ୍କାର ଏକ ଚେକ ପ୍ରଦାନ କରିଛନ୍ତି ପ୍ରତିନିଧି ଦଳ । ପ୍ରତିନିଧି ଦଳରେ ଓଡିଆ ଚଳଚ୍ଚିତ୍ର ଉନ୍ନୟନ ନିଗମ Continue Reading
Odisha News
ବନ୍ତଳା,୨୪/୮: ଅନୁଗୁଳ ବ୍ଲକ ପାତେଳି ଗ୍ରାମରେ ଆଜି ଏକ ଅଘଟଣ ଘଟିଛି। ଦନ୍ତାହାତୀ ଆକ୍ରମଣରେ ଆଜି ସକାଳୁ ଦୁଇ ଦୁଇଟି ଜୀବନ ଯାଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ବ୍ୟକ୍ତିଙ୍କୁ ଚିକିତ୍ସା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ପ୍ରାପ୍ତ ସୂଚନା ଅନୁଯାୟୀ ବନ୍ତଳା ବନାଞ୍ଚଳ ଓ ଅନୁଗୁଳ ବନାଞ୍ଚଳ ସୀମାନ୍ତରେ ଏକ ଦନ୍ତାହାତୀ ଦୁଇଦିନ ହେଲା ବ୍ୟାପକ କ୍ଷୟକ୍ଷତି କରୁଥିବା ଦେଖିବାକୁ ମିଳିଥିଲା। ଆଜି ସକାଳୁ ବନ୍ତଳା ବନାଞ୍ଚଳ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୪/୮: ବୌଦ୍ଧ ନାଗରିକ କମିଟି ପକ୍ଷରୁ ଜଳେଶ୍ବର ମନ୍ଦିର ମହାନଦୀ କୂଳରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।ଜିଲ୍ଲାପାଳ ନୃସିଂହ ଚରଣ ସ୍ୱାଇଁ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ବର-ଅଶ୍ୱତ୍ଥ ଯୋଡ଼ା ଚାରା ଲଗାଇ କାର୍ଯ୍ୟକ୍ରମ ଶୁଭାରମ୍ଭ କରିଥିଲେ। ପରେ ନାଗରିକ କମିଟି ସମ୍ପାଦକ ବିଶ୍ୱେଶ୍ୱର ପୃଷ୍ଟି ସସ୍ତ୍ରୀକ ଚାରା ରୋପଣ କରିଥିଲେ।ସମ୍ମାନିତ ଅତିଥି ଭାବରେ ଜିଲ୍ଲା ପରିଷଦ ସିଡିଓ ରବିନାରାୟଣ ତ୍ରିପାଠୀ ଓ ଡିଏଫଓ Continue Reading
Odisha News
ନୂଆଦିଲ୍ଲୀ,୨୩/୮ : ଇତିହାସ ରଚିଛି ଭାରତର ମହାକାଶ ଗବେଷଣା ସଂସ୍ଥା ଇସ୍ରୋ । ଇସ୍ରୋର ଚନ୍ଦ୍ରଯାନ-୩ ନିରାପଦରେ ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରିଛି । ଇସ୍ରୋ ଅଧ୍ୟକ୍ଷଏପରି ସଫଳତା ହାସଲ କରିବାରେ ଭାରତ ବିଶ୍ବର ୪ର୍ଥ ମହାକାଶ ସଂସ୍ଥାରେ ପରିଣତ ହୋଇଛି । ପୂର୍ବରୁ ଆମେରିକା, ରୁଷ, ଚୀନ ଏହି ସଫଳତା ହାସଲ କରିଛନ୍ତି । କିନ୍ତୁ ଚନ୍ଦ୍ରର ଦକ୍ଷିଣ ମେରୁରେ ଓହ୍ଲାଇବାରେ ଭାରତ ପ୍ରଥମ ଦେଶରେ ପରିଣତ ହୋଇଛି ।ଭାରତର ମହାକାଶ ଅଭିଯାନ କେବଳ […]Continue Reading