Home Articles posted by odadmin (Page 1195)
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟନୟାଗଡ଼,୧୨/୮: ନୟାଗଡ଼ ଜିଲ୍ଲାର ଫତେଗଡ଼ ଥାନା ଅନ୍ତର୍ଗତ ଭାପୁର ବଜାର ପଶ୍ଚିମ ପଟେ ରାତି ବାରଟା ସମୟରେ ହାଇୱ। ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ଉତ୍ତେଜିତ ଲୋକେ କ୍ଷତିପୂରଣ ଦାବିରେ ଭାପୁର-ଖଣ୍ଡପଡ଼ାକୁ ସଂଯୋଗ ମୁଖ୍ୟ ରାସ୍ତାରେ ଟାୟାର ଜାଳି ଅବରୋଧ କରିଛନ୍ତି।ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଘଟଣାସ୍ଥଳରେ ଭାପୁର ଫାଣ୍ଡି ଅଧିକାରୀ ଏମଡି ଜାଫରୁଲ୍ଲା ଫତେଗଡ଼ ପୁଲିସ ପହଞ୍ଚି ଲୋକମାନଙ୍କୁ ବୁଝାସୁଝା Continue Reading
Feature
ଅକ୍ଷୟ ରାଉତଙ୍କ ରିପୋର୍ଟଭୁବନେଶ୍ବର,୧୨/୮ : ନକ୍ସଲ ଆକ୍ରମଣରେ ଓଡ଼ିଆ ସିଆରପିଏଫ ଯବାନ ସୁଶାନ୍ତ ଖୁଣ୍ଟିଆ ଶହୀଦ ହେବା ନେଇ ଲେଖକ ଇଂ ତାରାପ୍ରସାଦ ମିଶ୍ର ଓ ଲେଖିକା ରଚିତା ମିଶ୍ର ଗଭୀର ଶୋକ ପ୍ରକାଶ କରିଛନ୍ତି । ଏହି ଖବର ବିଷୟରେ ଜାଣି ସେ ବହୁତ ଦୁଃଖିତ ବୋଲି ଟ୍ବିଟ ବାର୍ତ୍ତାରେ କହିଛନ୍ତି ।ମାଟି ମା’ର ସେବାରେ ସୁଶାନ୍ତଙ୍କ ବଳିଦାନ ସର୍ବଦା ସ୍ମରଣୀୟ ରହିବ । ବୀର ଯବାନଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ […]Continue Reading
Odisha News
ଭୁବନେଶ୍ବର,୧୨/୮: ବିଭିନ୍ନ ମାମଲାର ଉତ୍କୃଷ୍ଟ ତଦନ୍ତ ପାଇଁ ଚଳିତ ବର୍ଷ ୪ ଜଣ ଓଡ଼ିଆ ପୁଲିସ ଅଧିକାରୀଙ୍କୁ ପଦକ ମିଳିବ। ଏନେଇ ଶନିବାର କେନ୍ଦ୍ର ଗୃହମନ୍ତ୍ରୀ ପଦକ ଘୋଷଣା ହୋଇଛି। ଦେଶର ବିଭିନ୍ନ ରାଜ୍ୟରୁ ଚଳିତ ବର୍ଷ ଏହି ପଦକ ଲାଗି ୧୪୦ ଜଣ ପୁଲିସ ଅଧିକାରୀ ମନୋନୀତ ହୋଇଛନ୍ତି। ଏଥିରେ ୨୨ ଜଣ ମହିଳା ପୁଲିସ ଅଧିକାରୀ ସାମିଲ ଅଛନ୍ତି। ଓଡ଼ିଶାରୁ ଯେଉଁ ୪ ଜଣ ତାଲିକାରେ ସାମିଲ ଅଛନ୍ତି, ସେମାନେ ହେଲେ ଇନ୍ସପେକ୍ଟର ଦୁର୍ଗେଶ […]Continue Reading
Odisha News
ଗରଦପୁର,୧୨/୮: ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଉପରେ ବଜ୍ରପାତ ହୋଇଛି। ଏଥିରେ ୨୦ ଜଣ ଛାତ୍ରଛାତ୍ରୀ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨ ଜଣଙ୍କର ଅବସ୍ଥା ଗୁରୁତର ରହିଛି। ଗୁରୁତର ୨ ପିଲାଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କେନ୍ଦ୍ରାପଡ଼ା ଜିଲ୍ଲା ଗରଦପୁରସ୍ଥିତ ଆଦର୍ଶ ବିଦ୍ୟାଳୟର ଅସ୍ଥାୟୀ ପରିସରରେ ଶନିବାର ଅପରାହ୍ଣରେ ଏହି ଅଭାବନୀୟ ଅଘଟଣ ଘଟିଛି।ସୂଚନା ଅନୁସାରେ ଗରଦପୁରସ୍ଥିତ ଆଦର୍ଶ Continue Reading
Odisha News
ସୋର,୧୨/୮: ଅଜାଙ୍କ ଦଶାହରେ ଦୁଇ ନାତିଙ୍କ ମୃତ୍ୟୁ। ଲଣ୍ଡା ହୋଇ ଗାଧୋଉଥିଲା ବେଳେ ପାଣିରେ ବୁଡ଼ି ଉଭୟେ ମୃତ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ସୋର ୱାଦା ଅଞ୍ଚଳରେ।ୱାଦା ଅଞ୍ଚଳର ସ୍ବର୍ଗତ ବିଷ୍ଣୁ ଚରଣ ପାଢ଼ୀଙ୍କ ଦଶାହ କର୍ମରେ ଯୋଗ ଦେବା ପାଇଁ ୱାଦା ଗ୍ରାମର ପିତାମ୍ବର ପାଢ଼ୀଙ୍କ ପୁଅ ସୁଶାନ୍ତ ଓ ବିଦୁ ଅଞ୍ଚଳର ଚନ୍ଦନ କର ପଥରକଟା ଘାଟତୁଠ ନିକଟରେ ଥିବା ଏକ ଗାଡ଼ିଆରେ ଗାଧୋଉଥିବା ବେଳେ ପାଣିରେ ବୁଡ଼ିଯାଇଥିଲେ।ଦୀର୍ଘ ସମୟ ପରେ […]Continue Reading
Odisha News
ଭୁବନେଶ୍ବର,୧୨/୮: ଅଗଷ୍ଟ ୧୨ ତାରିଖ ହେଉଛି ଜାତୀୟ ହାତୀ ଦିବସ। ଜନସଂଖ୍ୟା ବୃଦ୍ଧି ସାଙ୍ଗକୁ ଜଙ୍ଗଲ ପରିମାଣ କମୁଥିବାରୁ ହାତୀପଲ ଜନବସତି ମୁହାଁ ହୋଇଛନ୍ତି। ଏବେ ସେମାନଙ୍କ ସୁରକ୍ଷା ଚ୍ୟାଲେଞ୍ଜ ଭାବେ ଉଭା ହୋଇଛି। ଏହି ବିଶାଳକାୟ ପ୍ରାଣୀ ପାଇଁ ପ୍ରାୟ ସବୁ ଦେଶରେ କଠୋର ଆଇନ କାନୁନ ଥିବାବେଳେ କ୍ରମାଗତ ଭାବେ ହାତୀ ଶୀକାର ଯୋଗୁ ସେମାନଙ୍କ ସଂଖ୍ୟା କମିବାରେ ଲାଗିଛି।ସୁରକ୍ଷା ଦୃଷ୍ଟିକୋଣରୁ ହାତୀ ସମ୍ପର୍କରେ ଜନସଚେତନତା କରାଯାଉଛି। ତେବେ ସବୁ Continue Reading
Odisha News
ଆନନ୍ଦପୁର,୧୨/୮: ମାଓବାଦୀ ଆକ୍ରମଣରେ ଶହୀଦ ହୋଇଥିବା କେନ୍ଦୁଝର ଜିଲା ଆନନ୍ଦପୁର ପୌରାଞ୍ଚଳର ସୁଶାନ୍ତ କୁମାର ଖୁଣ୍ଟିଆଙ୍କ ପାର୍ଥିବ ଶରୀର ଜନ୍ମ ମାଟିରେ ପହଞ୍ଚିଛି। ଶନିବାର ଗାଁ ଶ୍ମଶାନରେ ତାଙ୍କ ଅନ୍ତିମ ସଂସ୍କାର ହେବ। ରାଷ୍ଟ୍ରୀୟ ମର‌୍ୟ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ କରାଯିବ।ସୁଶାନ୍ତଙ୍କ ପାର୍ଥିବ ଶରୀର ଆନନ୍ଦପୁରରେ ପହଞ୍ଚିବା ପରେ ବିଶାଳ ଶୋଭାଯାତ୍ରରେ ନିଜ ଗାଁକୁ ନିଆଯାଇଥିଲା। ସେଠାରେ ବୀର ଯବାନ ସୁଶାନ୍ତଙ୍କ ଶେଷ ଦର୍ଶନି ବହୁ ମାନ୍ୟଗଣ୍ୟ Continue Reading