Home Articles posted by odadmin (Page 1200)
Odisha News
ଭୁବନେଶ୍ୱର,୧୦/୮ : କଲେଜ ଛାତ୍ରୀ ଶୁଭଲକ୍ଷ୍ମୀ ସାହୁଙ୍କ ରହସ୍ୟଜନକ ମୃତ୍ୟୁ ମାମଲାରେ ଉଦବେଗ ପ୍ରକାଶ କରିଛନ୍ତି ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା। ଘଟଣାକୁ ଗୁରୁତର ନେବା ସହ ନିଜ ଆଡୁ ମାମଲା ରୁଜୁ କରିଛନ୍ତି। ଏହାସହ ମହିଳା କମିଶନ ଭୁବନେଶ୍ୱର ଡିସିପିଙ୍କୁ ରିପୋର୍ଟ ତଲବ କରିଛନ୍ତି। ୧୫ଦିନ ଭିତରେ ତଦନ୍ତ ରିପୋର୍ଟ ଦାଖଲ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।ଅନ୍ୟପକ୍ଷରେ ଶୁଭଲକ୍ଷ୍ମୀଙ୍କ ମୃତ୍ୟୁକୁ ନେଇ ଖୋଲିବାରେ ଲାଗିଛି ଗୋଟେ ପରେ ଗୋଟେ ଗୁମର। Continue Reading
Business News National News
MUMBAI,AUG 10.: The Reserve Bank of India on Thursday decided to keep the policy rate unchanged for the third time in a row as it maintains heightened vigil on inflation. The rate increase cycle was paused in April after six consecutive rate hikes aggregating to 250 basis points since May 2022. Announcing the bi-monthly monetary […]Continue Reading
Odisha News
ଉମରକୋଟ,୧୦/୮ : ବାପାର କୋଦାଳ ଚୋଟରେ ପୁଅର ମୃତ୍ୟୁ। ଅଭିଯୁକ୍ତର ଥାନାରେ ଆତ୍ମସମର୍ପଣ। ଏପରି ଏକ ଅଭାବନୀୟ ଘଟଣା ବିଳମ୍ୱିତ ରାତିରେ ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ ଅନ୍ତର୍ଗତ ବଙ୍ଗୀୟ ଖ।ଣ୍ଡା ଗ୍ରାମରେ ଘଟିଛି।ସୂଚନା ଅନୁସାରେ ସମୀର ରାୟ(୨୫) ପ୍ରତିଦିନ ପ୍ରଚୁର ମଦ ପିଇ ଘରକୁ ଆସି ଗଣ୍ଡଗୋଳ କରେ। ଏଥିପାଇଁ ଘରେ ସବୁବେଳେ ଅଶାନ୍ତି ଲାଗି ରହୁଥିଲା। କାଲି ମଧ୍ୟ ରାତି ପ୍ରାୟ ସାଢେ ଏଗାରଟା ସମୟ ରେ ସମୀର ମଦ ପିଇ ଘରକୁ ଆସି […]Continue Reading
Top Stories
By Sudam Patra Balasore, Aug. 10: Coinciding the observation of August 9 Quit India Movement anniversary, Balasore’s noted social worker Bikram Panda on Wednesday launched the Kranti Divas protesting non-fulfillment of the basic demands of the Balasore Sadar constituency people. Thousands of people participated in the event. Speaking on the occasion, Mr Panda said the […]Continue Reading
Odisha News
ଭୁବନେଶ୍ୱର,୧୦/୮: ଘର ଘର ବୁଲି ଡେଙ୍ଗୁ ମଶା ଖୋଜିବ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)। ଯଦି ଘରେ ବା ଘର ଆଖପାଖରେ ଡେଙ୍ଗୁ ମଶା ବଂଶବୃଦ୍ଧି ପାଇଁ ପରିବେଶ ଥାଏ ଅଥବା ଡେଙ୍ଗୁ ମଶା ଦେଖିବାକୁ ମିଳେ ତେବେ ହଜାରେ ଟଙ୍କା ଫାଇନ କରିବ ବିଏମସି ।ସେହିପରି ବ୍ୟବସାୟିକ ପ୍ରତିଷ୍ଠାନ, ଅଫିସ ଆଦି କୋଠାରେ ଡେଙ୍ଗୁ ମଶା ବଂଶବୃଦ୍ଧି ପାଇଁ ପରିବେଶ ଥାଏ ତାହାହେଲେ ୫ ହଜାର ଟଙ୍କା ପର୍ଯ୍ୟନ୍ତ ଫାଇନ କରିବ ବିଏମସି । ଭୁବନେଶ୍ୱର […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୯/୮: ସମଗ୍ର କନ୍ଧମାଳ ଜିଲ୍ଲାରେ ଦିନକୁ ଦିନ ଗଞ୍ଜେଇ ଚାଷ ଏବଂ ଚୋରା ଚାଲାଣ ବୃଦ୍ଧି ପାଇବାରେ ଲାଗିଛି । ପ୍ରାୟତଃ ପ୍ରତିଦିନ ଗଞ୍ଜେଇ ଜବତ ହୋଇ ଗଞ୍ଜେଇ ମାଫିଆ ମାନଙ୍କୁ କୋର୍ଟ ଚାଲାଣ କରାଯାଉଥିବା ବେଳେ ମଧ୍ୟ ବୁଧବାର ବାଲିଗୁଡା ଅବକାରୀ ବିଭାଗ କର୍ମଚାରୀ କୌଣସି ଏକ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ପାଟ୍ରୋଲିଂ କରୁଥିବା ସମୟରେ ବୋଲେରୋ ନଂ.ଓଡି-୧୨- ୨୪୬୭ ଯୋଗେ ବାଟାଗୁଡ଼ା ଆଡୁ ଦୃତ ଗତିରେ ଆସୁଥିବା ଥିବା Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୯/୮ : ଆଜି ବିଶ୍ୱ ଆଦିବାସୀ ଦିବସ ଅବସରରେ ଅଖିଳ ଭାରତ ଆଦିବାସୀ ମଞ୍ଚ ଓ ଅଖିଳ ଭାରତ କିଶାନ ମଜଦୂର ସଭା ପକ୍ଷରୁ ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ପାରଶମ୍ଵା ଗ୍ରାମ ଠାରେ ଆଦିବାସୀ ମାନଙ୍କ ଏକ ବିଶାଳ ଶୋଭାଯାତ୍ରା ଓ ସମାବେଶ ଅନୁଷ୍ଠିତ ହୋଇଯାଇଛି ।ଆଦିବାସୀ ନେତା ଶ୍ରୀ କାଡୁକା ଶବରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମାବେଶରେ ଅଖିଳ ଭାରତ କିଶାନ ମଜଦୂର ସଭାର ଜାତୀୟ ସମ୍ପାଦକ ଶ୍ରୀ […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୯/୮: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ବନ ବିଭାଗ ଡିଏଫଓ: କାର୍ଯ୍ୟାଳୟ ନିକଟସ୍ଥରେ ଥିବା ଆଦିବାସୀ ମ୍ୟୁଜିଅମ ପଡିଆ ଠାରେ ଜିଲ୍ଲା ଆଦିବାସୀ ମହାସଂଘ ପକ୍ଷରୁ ଆଜି ୨୯ ତମ ବିଶ୍ଵ ଆଦିବାସୀ ଦିବସ ୨୦୨୩ ବିଭିନ୍ନ କାର୍ଯ୍ୟକ୍ରମ ମଧ୍ୟରେ ପାଳିତ ହୋଇ ଯାଇଛି ।ଏହି କାର୍ଯ୍ୟକ୍ରମରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଓ ପୂର୍ବତନ ମନ୍ତ୍ରୀଙ୍କ ସମେତ ବହୁ ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ମାନେ ଯୋଗ ଦେଇଥିଲେ Continue Reading