Home Articles posted by odadmin (Page 1204)
Odisha News
କଟକ,୮/୮: ଜଷ୍ଟିସ ଶୁଭାଶିଷ ତାଳପତ୍ର ଆଜି ଓଡ଼ିଶା ଉଚ୍ଚନ୍ୟାୟାଳୟର ୩୩ତମ ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ୍ ଜଷ୍ଟିସ ଶୁଭାଶିଷ ତାଳପତ୍ରଙ୍କୁ ଶପଥପାଠ କରାଇଛନ୍ତି।ସୂଚନାଯୋଗ୍ୟ, ଜଷ୍ଟିସ ଶୁଭାଶିଷ ତାଳପତ୍ରଙ୍କୁ ନିଯୁକ୍ତି ପାଇଁ କେନ୍ଦ୍ର ସରକାରଙ୍କୁ ସୁପାରିସ କରିଥିଲେ ସୁପ୍ରିମକୋର୍ଟ କଲେଜିୟମ। ଜଷ୍ଟିସ ତାଳପତ୍ର ବର୍ତ୍ତମାନ ଓଡ଼ିଶା ହାଇକୋର୍ଟର ବିଚାରପତି ରୂପେ ଅବସ୍ଥାପିତ ଅଛନ୍ତି। ସୁପ୍ରିମକୋର୍ଟର Continue Reading
National News
NEW DELHI,AUG 7: Indian universities, especially the Indian Institutes of Technology (IITs), Indian Institutes of Management (IIMs), and National Institutes of Technology (NITs), have cemented a reputation globally for producing phenomenally talented graduates, often landing record-breaking job offers. However, breaking the mould, Palak Mittal, a BTech student from the Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୭/୮: ଗଜପତି ଜିଲ୍ଲା ମଙ୍ଗଳ ବିଭାଗ ଓ ଜିଲ୍ଲା ପ୍ରଶାସନ ତରଫରୁ ସୁଶ୍ରୀ ପ୍ରିୟଙ୍କା ମାଝୀ\’ଙ୍କୁ ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନାରୁ ଉଚ୍ଚ ଶିକ୍ଷା ନିମନ୍ତେ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି।ସୁଶ୍ରୀ ପ୍ରିୟଙ୍କାଙ୍କ ବାପା ସୋମନାଥ ମାଝୀ , ମୋହନା ବ୍ଲକ ଅନ୍ତର୍ଗତ ରାଜପୁର ର ନାଳାଘାଟ ଗ୍ରାମ ବାସିନ୍ଦା ଅଟନ୍ତି। ଘରେ ୨ ଭାଇ ସ୍ଥାନୀୟ ମହାବିଦ୍ୟାଳୟରେ ଅଧ୍ୟୟନ କରନ୍ତି ।ବାପା ଜଣେ ଗରିବ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୭/୮: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଆଜି ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନ, ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ: କୁମାର , ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବୀରେନ୍ଦ୍ର କୁମାର ଦାସ ପ୍ରମୁଖ Continue Reading
Odisha News
ନୂଆଦିଲ୍ଲୀ,୭/୮: ବିରୋଧୀଙ୍କ କୋଳାହଳ ଭିତରେ ସୋମବାର ଲୋକସଭାରେ ‘ଡିଜିଟାଲ ପର୍ସନାଲ ଡାଟା ପ୍ରୋଟେକ୍ସନ ବିଲ୍, ୨୦୨୩’ ଗୃହୀତ ହୋଇଛି, ଯେଉଁଥିରେ ବ୍ୟକ୍ତିଗତ ଡାଟାକୁ ଗଚ୍ଛିତ ରଖୁଥିବା ଦେଉଥିବା ସଂସ୍ଥାଗୁଡ଼ିକ ଉପରେ କେତେକ ସାଧାରଣ ଏବଂ କେତେକ କ୍ଷେତ୍ରରେ ସ୍ୱତନ୍ତ୍ର ଦାୟିତ୍ୱ ଲାଗୁ କରିବାର ବ୍ୟବସ୍ଥା ରହିଛି ।ଏହି ବିଲ୍ ଦେଶର ୧୪୦ କୋଟି ଲୋକଙ୍କ ଡିଜିଟାଲ୍ ବ୍ୟକ୍ତିଗତ ତଥ୍ୟର ସୁରକ୍ଷା ସହ ଜଡ଼ିତ ବୋଲି କେନ୍ଦ୍ର ଯୋଗାଯୋଗ ଓ ସୂଚନା ପ୍ରଯୁକ୍ତି ବିଦ୍ୟା Continue Reading
National News
NEW DELHI,AUG 7: The Supreme Court on Monday appointed a panel headed by former Maharashtra cadre IPS officer Dattatray Padsalgikar to oversee the probe into offences of rape in Manipur. The apex court also constituted a panel of three women judges to oversee measures of relief, rehabilitation and rebuilding of houses and places of worship […]Continue Reading
Odisha News
କଟକ,୭/୮: ସୋମବାର ପ୍ରକାଶ ପାଇଛି ମାଟ୍ରିକ ସପ୍ଲିମେଣ୍ଟାରୀ ରେଜଲ୍ଟ। ଫର୍ମପୂରଣ କରିଥିବା ୧୩୧୦ ପିଲାଙ୍କ ମଧ୍ୟରୁ ୪୩୩ ଜଣ ଛାତ୍ରୀଛାତ୍ର ଉତ୍ତୀର୍ଣ୍ଣ ହୋଇଛନ୍ତି। ରାଜ୍ୟ ମୁକ୍ତ ବିଦ୍ୟାଳୟର ୮୧୯୫ ଛାତ୍ରୀଛାତ୍ର ମଧ୍ୟରୁ ୬୬୭୮ ଛାତ୍ରୀଛାତ୍ର ପାସ୍ କରିଛନ୍ତି। ପରୀକ୍ଷା ରେଜଲ୍ଟ ବୋର୍ଡ ଓ୍ବେବ୍ସାଇଟ୍ରେ ଉଭୟ ରେଜଲ୍ଟ ଉପଲବ୍ଧ ହେବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।Continue Reading
Odisha News
ଜଳେଶ୍ୱର/ ବାଲେଶ୍ୱର,୭/୮: ଚନ୍ଦନେଶ୍ୱରରେ ଥିବା ୟୁନିୟନ ବ୍ୟାଙ୍କରୁ ଲୁଟ୍ ମାମଲାରେ ବାଲେଶ୍ୱର ପୁଲିସକୁ ବଡ଼ ସଫଳତା ମିଳିଛି। ପଶ୍ଚିମବଙ୍ଗ ଚବିଶ ପ୍ରଗଣା ଅଞ୍ଚଳରୁ ମାଷ୍ଟରମାଇଣ୍ଡକୁ ଗିରଫ କରିଛି ପୁଲିସ। ଏଥିସହ ୮୫୪ ଗ୍ରାମ୍ ସୁନା ଜବତ କରାଯାଇଛି।ପୂର୍ବରୁ ଏହି ଘଟଣାରେ ୬ଜଣଙ୍କୁ ଗିରଫ କରାଯାଇଥିଲା। ଏହି ଘଟଣାରେ ୧୪ ଜଣଙ୍କ ସମ୍ପୃକ୍ତି ଥିବା ବାଲେଶ୍ୱର ଏସପି ସାଗରିକା ନାଥ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ୟୁନିୟନ Continue Reading
Odisha News
ଭୁବନେଶ୍ବର,୭/୮: ରାଜ୍ୟରେ ବନ୍ୟା ପରିସ୍ଥିତିକୁ ନେଇ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଏବେ ରାଜ୍ୟରେ ବନ୍ୟା ସ୍ଥିତି ନାହିଁ।ନିକଟରେ ଏକ ମଧ୍ୟମ ଧରଣର ବନ୍ୟା ହୋଇଛି। ଯାହା କିଛି କ୍ଷତି ହୋଇଛି, ଆକଳନ ପରେ ତାହାର କ୍ଷୟକ୍ଷତି ରିପୋର୍ଟ ଆସିବ।ସମ୍ଭାବ୍ୟ ବନ୍ୟା ଓ ସରକାରଙ୍କ ପ୍ରସ୍ତୁତି ନେଇ ମୁଖ୍ୟ ଶାସନ ସଚିବ କହିଛନ୍ତି, ସବୁ ବର୍ଷା ଯେ ବନ୍ୟା କରିବ, ତାହା କୁହାଯାଇପାରିବ ନାହିଁ। ନଦୀକୁ ବି ବଞ୍ଚିବାକୁ Continue Reading
Odisha News
ବାଲେଶ୍ୱର,୭/୮: ନଦୀରେ ବୁଡ଼ ପକାଇବା ବେଳେ ବୁଡ଼ିଗଲେ ଦୁଇ କାଉଡିଆ। ଜଣେ କାଉଡିଆଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଅନ୍ୟ ଦୁଇ ଜଣଙ୍କର କୌଣସି ପତ୍ତା ମିଳିନାହିଁ। ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ଖଇରା ବ୍ଲକ ବରଦା ପଞ୍ଚାୟତ ଅନ୍ତର୍ଗତ ସାଳନ୍ଦୀ ନଦୀରେ। ନିଖୋଜ କାଉଡିଆଙ୍କ ପରିଚୟ ମିଳିନାହିଁ। ନିଖୋଜ କାଉଡିଆଙ୍କ ଘର ବଡ଼ଜୟପୁର ଅଞ୍ଚଳର ହୋଇଥିବା ଜଣାପଡ଼ିଛି।ଶ୍ରାବଣ ମାସ ଚାଲିଥିବାରୁ କାଉଡିଆମାନେ ଦେବ ଦେବ ମହାଦେବଙ୍କ ପାଖରେ ପାଣି ଢାଳିବାକୁ ଯାଉଛନ୍ତି। Continue Reading