Home Articles posted by odadmin (Page 1210)
Odisha News
କଟକ,୩/୮: କଟକର ମୁଣ୍ଡଳିଠାରେ ଏବେ ମହାନଦୀରେ ସେକେଣ୍ଡ ପ୍ରତି ୯ ଲକ୍ଷ ୨୦ ହଜାର କ୍ୟୁସେକ ଜଳ ପ୍ରବାହିତ ହେଉଛି। ଜଳ ସଂପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଏହି ସୂଚନା ଦେଇଛନ୍ତି।ତାଙ୍କ ସୂଚନା ଅନୁଯାୟୀ, ଏବେ ମହାନଦୀର ମୁଣ୍ଡଳିଠାରେ ସର୍ବାଧିକ ଜଳପ୍ରବାହ ଚାଲିଛି। ମୁଣ୍ଡଳିରେ ଏହି ପିକ୍ ୮ ଘଣ୍ଟା ପର୍ଯ୍ୟନ୍ତ ଚାଲିବ, ତା ପରେ ଖସିବ। ମୁଣ୍ଡଳିରେ ଏବେର ପିକ୍ ଫ୍ଲୋ କାଲି ଅପରାହ୍ନରେ ତଳମୁଣ୍ଡ ଛୁଇଁବ। ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀରେ କାଲି ଅପରାହ୍ନରେ Continue Reading
Business News Top Stories
By Sukant Kumar Mohanty Jharsuguda / Bhubaneswar,Aug. 3: Vedanta Aluminium, India’s largest producer of aluminium,has partnered with the renowned Entrepreneurship Development Institute of India (EDII) to introduce a broom-making initiative as a part of the several entrepreneurship development opportunities offered under Project Subhalaxmi Udyogini, the second phase of Continue Reading
Odisha News
କନ୍ଧମାଳ,୩/୮: ପୁଣି ସାପ ଉଜାଡ଼ି ଦେଲା ସଂସାର। ଛାରଖାର କରିଦେଲା ପରିବାର। ସର୍ପାଘାତରେ ସ୍ୱାମୀ ଆଖି ବୁଜି ଦେଇଥିବା ବେଳେ ମେଡିକାଲ ବେଡରେ ଛଟପଟ ହେଉଛନ୍ତି ପତ୍ନୀ। ଏଭଳି ଦୁଃଖଦ ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ଚକାପାଦ ବ୍ଲକ ଲାଇନପଡ଼ା ଫାଣ୍ଡି ଅନ୍ତର୍ଗତ ପାଣ୍ଡୁଲି ଗ୍ରାମରେ ।ମୃତକଙ୍କ ନାମ ବିମଳ କହଁର ଏବଂ ଗୁରୁତର ଥିବା ତାଙ୍କ ସ୍ତ୍ରୀଙ୍କ ନାମ ସତ୍ୟଭାମା କହଁର। ସେ ବର୍ତମାନ ଗୁରତର ଅବସ୍ଥାରେ ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି Continue Reading
Odisha News
ଭୁବନେଶ୍ୱର,୩/୮:ଲଗାଣ ବର୍ଷା ଯୋଗୁଁ ମହାନଦୀରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା କରାଯାଉଛି । ସମ୍ଭାବ୍ୟ ବନ୍ୟାର ମୁକାବିଲା ନିମନ୍ତେ ପାଇଁ ମହାନଦୀ ସିଷ୍ଟମର ୭ ଜିଲ୍ଲାରେ ପ୍ରସ୍ତୁତି ହୋଇଛି। ୭ଟି ଜିଲ୍ଲାରେ ରେସକ୍ୟୁ ଟିମ୍ ମୁତୟନ କରାଯାଇଛି ବୋଲି ସୂଚନା ଦେଇଛନ୍ତି SRC ସତ୍ୟବ୍ରତ ସାହୁ ।ଆଜି ସନ୍ଧ୍ୟା ସୁଦ୍ଧା ମୁଣ୍ଡଳିରେ ସର୍ବାଧିକ ୯ ଲକ୍ଷ କ୍ୟୁସେକ୍ ପ୍ରବାହିତ ହେବା ସମ୍ଭାବନା ରହିଛି । ମୁଣ୍ଡଳି ପାସ୍ କରିବାର ୧୨ ଘଣ୍ଟା ପରେ ବନ୍ୟା ଜଳ ୩ଟି […]Continue Reading
Odisha News
ଭୁବନେଶ୍ୱର,୩/୮: ଆସନ୍ତାକାଲିଠୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ। ଆସନ୍ତାକାଲି ରାତି ୧୦ଟା ୪୦ ମିନିଟରେ ସେ ଭୁବନେଶ୍ୱରରେ ପହଞ୍ଚିବେ ।ଶନିବାର ପୂର୍ବାହ୍ନ ୧୧ଟାରୁ ୧୨ଟା ଯାଏ ଜାତୀୟ ରାଜପଥ ପ୍ରକଳ୍ପ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗ ଦେବେ ଅମିତ ଶାହ। ମଧ୍ୟାହ୍ନ ୧୨ଟାରୁ ସାଢ଼େ ୧୨ ପର‌୍ୟ୍ୟନ୍ତ ନକ୍ସଲ ଦମନ ପଦକ୍ଷେପ ଓ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ବୈଠକରେ ଯୋଗ ଦେବେ।ଏହା ପରେ ଦଳୀୟ ବୈଠକ ଅନୁଷ୍ଠିତ ହେବ। Continue Reading
Top Stories
By Sanghamitra Pradhan Angul, Aug. 3: JSP Foundation, the Corporate Social Responsibility (CSR) arm of Jindal Steel & Power (JSP), took a significant step towards eradicating Filaria in the vicinity by flagging off a tableau. The program aimed to raise awareness among villagers about the importance of consuming Diethylcarbamazine (DEC) combined with Albendazole (ABZ) Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୩/୮: ବୌଦ୍ଧଜିଲ୍ଲାରେ ଆଜି ସମ୍ବଲପୁରୀ ଦିନ୍ ଧୂମଧାମରେ ପାଳିତ ହୋଇଯାଇଛି । ଏହି ଅବସରରେ ଟାଉନହଲ ସ୍ଥିତ ଗୁରୁ ଭିକାରୀ ନାୟକ କଳା ମଣ୍ଡପ ଠାରେ ପଶ୍ଚିମାଂଚଳ ଏକତା ମଂଚ ଓ ଆଟିଷ୍ଟ ଆସୋସିଏସନ ପକ୍ଷରୁ ସମ୍ବଲପୁରୀ ଦିନ୍ ପାଳିତ ହୋଇଯାଇଛି । ଜିଲ୍ଲା ସଂଯୋଜକ ଦେବାଶିଷ ପୁରୋହିତ, ସଭାପତି ବିଶ୍ୱଜିତ ସାହୁ, ପୋଗ୍ରାମ କୋଡିନେଟର ସିତାକାନ୍ତ ସିଂ, ସଂପାଦକ ତ୍ରୀଶୂଳ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ Continue Reading