Home Articles posted by odadmin (Page 1212)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨/୮: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ପୁରୁଣା କୋର୍ଟ ପରିସରରେ ଥିବା ଜିଲ୍ଲା କିଶୋର ନ୍ୟାୟ ପରିଷଦ କୋର୍ଟରେ ଆଜି “ପେପର ଲେସ କାର୍ଯ୍ୟକ୍ରମର ଶୁଭ ଉଦଘାଟନ ହୋଇଯାଇଛି ।ଓଡ଼ିଶା ହାଇକୋର୍ଟର ମାନ୍ୟବର ମୁଖ୍ୟ ବିଚାରପତି ଡଃ ଜଷ୍ଟିସ ଏସ: ମୂରଲୀ ଧର ଭର୍ଚୁଆଲ ମୋଡରେ ଏହି “ପେପର ଲେଶ” କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଥିବା ବେଳେ ପାରଳାଖେମୁଣ୍ଡି ଠାରେ ଗଜପତି ଜିଲ୍ଲା କୋର୍ଟର Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨/୮: ପାରଳାଖେମୁଣ୍ଡି ସ୍ଥିତ ଗଜପତି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଆଇ:ଏସ:ଆର:ଡି: ଅନ୍ତର୍ଗତ ପାରଳାଖେମୁଣ୍ଡି ଠାରେ ଥିବା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ କାର୍ଯ୍ୟରତ “ସଖୀ ୱାନ ଷ୍ଟପ କେନ୍ଦ୍ରର ୪ର୍ଥ ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ସହ ସମ୍ପର୍କିତ ଏକ ମିଳିତ କ୍ରିୟାନୁଷ୍ଠାନ କମିଟି ବୈଠକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି ।ଏହି କାର୍ଯ୍ୟକ୍ରମ ଅବସରରେ Continue Reading
Odisha News
ରାଇରଙ୍ଗପୁର,୨/୮: ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ବନଖଣ୍ଡ ଓ ରାଇରଙ୍ଗପୁର ବନଖଣ୍ଡ ପକ୍ଷରୁ ମିଳିତ ଚଢଉ କରାଯାଇ ଏକ ବଜ୍ରକାପ୍ତା ଉଦ୍ଧାର କରାଯାଇଛି।ରାଇରଙ୍ଗପୁର ନିକଟରୁ ୮ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇ ସେମାନଙ୍କ ପାଖରୁ ଗୋଟିଏ ବୋଲୋରୋ ଗାଡ଼ି, ଗୋଟିଏ ସ୍କୁଟି ଓ ୮ଟି ମୋବାଇଲ ଫୋନ ଜବତ କରାଯାଇଛି। ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ବନଖଣ୍ଡ ଉପ ନିର୍ଦ୍ଦେଶକ ସମ୍ରାଟ ଗୌଡା ଏହି ସୂଚନା ଦେଇଛନ୍ତି।ବଜ୍ରକାପ୍ତା ବିକ୍ରି Continue Reading
Odisha News
ସୋର,୨/୮: ୧୬ ନମ୍ବର ଜାତୀୟ ରାଜପଥ ସିମୁଳିଆଠାରେ ଏକ ପୋଖରୀ ଭିତରକୁ ଭାରସାମ୍ୟ ହରାଇ ଓଲଟି ପଡ଼ିଲା କାର୍। ଏହାଫଳରେ ୨ ଜଣ ଗୁରୁତର ଆହତ ହୋଇଥିଲେ। ଉଭୟଙ୍କୁ ଉଦ୍ଧାର କରାଯାଇ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ସିମୁଳିଆ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। କାରଟି ଧାମରାରୁ ଧାମନଗରକୁ ଯାଉଥିବା ବେଳେ ଏହି ଅଘଟଣ ଘଟିଥିଲା।ଆଜି ଭୋରୁ ଏକ କାର୍ରେ ୫ ଯୁବକ ବାଲେଶ୍ୱରରୁ ଭଦ୍ରକ ଅଭିମୁଖେ ଯାଉଥିଲେ। ବାଲେଶ୍ଵର ଜିଲ୍ଲା ସିମୁଳିଆ ଥାନା Continue Reading
Odisha News
ଭୁବନେଶ୍ୱର,୨/୮: ରାଜଧାନୀଠୁ ଆରମ୍ଭ କରି ଉପକୂଳ ପର୍ଯ୍ୟନ୍ତ ସବୁଠି ତୁହାକୁ ତୁହା ବର୍ଷା ହେଉଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ିଛି। ଆଜି ବି ବିଭିନ୍ନ ଜିଲ୍ଲାରେ ଲଗାଣ ବର୍ଷା ଲାଗି ରହିଥିବାରୁ ୧୧ଟି ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। ପିଲାଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନେ ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି।ମୁଖ୍ୟତଃ କେନ୍ଦୁଝର, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ସୁବର୍ଣ୍ଣପୁର, ସମ୍ବଲପୁର, Continue Reading
Odisha News Ollywood News
କଟକ,୧/୮ : ବଲିଉଡ୍ କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କୁ ମିଳିଲା ଆଶ୍ୱସ୍ତି। ଓଡିଶା ହାଇକୋର୍ଟରୁ ମିଳିଲା ଅନ୍ତରୀଣ ସୁରକ୍ଷା। ନିର୍ଦ୍ଧାରିତ ତାରିଖରେ ତଦନ୍ତକାରୀ ଅଧିକାରୀଙ୍କ ନିକଟରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଛନ୍ତି।ତଦନ୍ତରେ ସହଯୋଗ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ପୀଡ଼ିତାଙ୍କ ଉଜଚଉର ଧାରା ୧୬୪ ରେ ବୟାନ ରେକର୍ଡ ଦାଖଲ ପାଇଁ ନିର୍ଦ୍ଦେଶ। ଅଗଷ୍ଟ ୨୫ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣୀ। ଆଗୁଆ ଜାମିନ ପାଇଁ ସୌରିନ ହାଇକୋର୍ଟରେ କରିଥିଲେ Continue Reading
National News
Maharashtra,Aug 1:  Prime Minister Narendra Modi and Nationalist Congress Party (NCP) founder Sharad Pawar, on Tuesday, shared stage and shook hands at an event in Pune, weeks after a split in Pawar’s party led by his nephew Ajit Pawar who joined the BJP and Eknath Shinde-led Maharashtra government. PM Modi and Sharad Pawar exchanged smiles […]Continue Reading