Home Articles posted by odadmin (Page 1222)
Odisha News
ଭୁବନେଶ୍ୱର,୨୭/୭: ଓଡ଼ିଶା ଷ୍ଟାଫ ସିଲେକସନ୍ କମିଶନ (OSSC) ଦ୍ୱାରା ପରିଚାଳିତ ଜେଇ ସିଭିଲ୍ ମେନ୍ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍ ମାମଲାକୁ ନେଇ ସମଗ୍ର ରାଜ୍ୟରେ ହଇଚଇ ସୃଷ୍ଟି ହୋଇଥିବା ବେଳେ ଗିରଫ ହୋଇଛି ଏହାର ମାଷ୍ଟର ମାଇଣ୍ଡ ।ବିହାରରୁ ମାଷ୍ଟର ମାଇଣ୍ଡକୁ ଗିରଫ କରିଛି ବାଲେଶ୍ୱର ପୁଲିସ। ମାଷ୍ଟର ମାଇଣ୍ଡ ସମେତ ୭ ଅଭିଯୁକ୍ତ ବିହାରରୁ ଗିରଫ କରିଛି ପୁଲିସ୍। ଏହି ଘଟଣାରେ ପୂର୍ବରୁ ଦୀଘାରୁ ୯ ଜଣଙ୍କୁ ଗିରଫ କରିଥିଲା ପୁଲିସ୍।ବାଲେଶ୍ୱର ଜିଲ୍ଲା Continue Reading
Odisha News
ଭଦ୍ରକ,୨୭/୭: ଭଦ୍ରକରେ ଚାଞ୍ଚଲ୍ୟ। ଭଦ୍ରକ ଗ୍ରାମାଞ୍ଚଳ ଥାନା ବାଣିତିଆ ପଞ୍ଚାୟତ ମହଲା ସାହିରେ ନାବାଳକ ପୁଅ ସହ ମିଶି ସ୍ତ୍ରୀ ସ୍ୱାମୀକୁ ଛୁରି ଭୁସି ହତ୍ୟା କରିଛି। ଘଟଣାରେ ଉଭୟ ସ୍ତ୍ରୀ ଓ ପୁଅକୁ ଥାନାରେ ଅଟକ ରଖିଛି ପୁଲିସ। ପାରିବାରିକ କଳହରୁ ଏଭଳି କାଣ୍ଡ ଘଟିଥିବା କୁହାଯାଉଛି।ସୂଚନା ଅନୁଯାୟୀ, ସୁରେଶ ଲାଲ ବାଣିତିଆ ପଞ୍ଚାୟତ ମହଲା ସାହିର ସଞ୍ଜୁଲତାଙ୍କୁ ବାହା ହୋଇ ଘରଜ୍ବାଇଁ ଭାବେ ସେଠାରେ ରହୁଥିଲା। ହେଲେ ପତିପତ୍ନୀଙ୍କ ଭିତରେ ଅନେକ ସମୟରେ Continue Reading
Odisha News
ନୂଆଦିଲ୍ଲୀ,୨୭/୭ : ପଶ୍ଚିମ ଆଫ୍ରିକୀୟ ଦେଶ ନାଇଜରରେ ରାତାରାତି ହୋଇଛି ହାଇଡ୍ରାମା। ଦେଶର ରାଷ୍ଟ୍ରପତିଙ୍କୁ ହଟାଇ କ୍ଷମତା ଅକ୍ତିଆର କରିଛି ସେନା। ଏଥିସହ ରାଷ୍ଟ୍ରପତିଙ୍କୁ ବନ୍ଦୀ ରଖାଯାଇଥିବା ଜଣାଯାଇଛି। ଏହି ଘଟଣାକୁ ନେଇ ସମଗ୍ର ବିଶ୍ୱ ଚିନ୍ତାବ୍ୟକ୍ତ କରିଛି।ଗତ ରାତିରେ ନାଇଜର ରାଷ୍ଟ୍ରପତି ମହମ୍ମଦ ବାଜମଙ୍କୁ ଗାଦିଚ୍ୟୁତ କରି କ୍ଷମତା ଅକ୍ତିଆର କରିଛି ସେନା। ଏଥିସହ ରାଷ୍ଟ୍ରପତିଙ୍କୁ ବନ୍ଦୀ କରିଥିବା ଦାବି କରିଛି ସେଠାକାର ସେନା । ନାଇଜରରେ Continue Reading
Odisha News
ସମ୍ବଲପୁର,୨୭/୭ : ମହାନଦୀକୁ ଡେଇଁ ଯୁବକ ନିଖୋଜ। ଭୋର ସମୟରେ ଏହି ଅଘଟଣ ଘଟିଛି।ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ସମୀରଣ ସ୍କୁଟି ନେଇ ଆସି ଚାଉଁରପୁର ପୋଲ ଉପରେ ଗାଡ଼ି ରଖିଥିଲେ।ପରେ ଚପଲ ଓ ମୋବାଇଲ ଫୋନ ରଖି ପୋଲ ଉପରରୁ ତଳକୁ ଡେଇଁ ପଡ଼ିଥିଲେ। ଯୁବକ ଜଣକ ଗୋବିନ୍ଦତୋଲା ଅଞ୍ଚଳର ବୋଲି ଜଣାପଡ଼ିଛି। ସ୍ଥାନୀୟ ଲୋକେ ଏହା ଦେଖି ଅଗ୍ନିଶମ ବାହିନୀ ଓ ପୁଲିସକୁ ଖବର ଦେଇଥିଲେ। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ […]Continue Reading
National News
Maharashtra ,July 27: Heavy rains continue to lash different parts of the country, as the India Meteorological Department (IMD) predicted downpours for western and central India during the next four days. Several roads in Uttarakhand were blocked due to landslides triggered by incessant rains. Meanwhile, all schools and colleges in Mumbai have been ordered to […]Continue Reading
Odisha News
ଭୁବନେଶ୍ବର,୨୭/୭ : ଲଘୁଚାପ ପ୍ରଭାବରେ ଆସନ୍ତା ୫ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ। ଗୁରୁବାର ମଧ୍ୟାହ୍ନ ସୁଦ୍ଧା ମାଲକାନଗିରି ଓ କୋରାପୁଟର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହେବାକୁ ଥିବାରୁ ତଳିଆ ଅଞ୍ଚଳରେ ବର୍ଷାଜଳ ଜମି ରହିବା ଏବଂ ଟ୍ରାଫିକ୍ ପରିଚାଳନାରେ ସମସ୍ୟାର ହୋଇପାରେ।କେତେକ ସ୍ଥାନରେ ଭୂସ୍ଖଳ ଭଳି ସମସ୍ୟାର Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୬/୭: କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅଧୀନସ୍ତ ଲଣ୍ଡାଗାଁ ନିକଟରେ ରହିଛି ଖଡ଼ଗ ନଦୀ ସେତୁ କ୍ଷ ଏହି ସେତୁ ବର୍ତ୍ତମାନ ଅତି ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି କ୍ଷ ବେଳ ଥାଉ ଥାଉ ସତର୍କ ନ ହେଲେ କେତେବେଳେ ଯେ ଏହା ଭୁଷୁଡ଼ି ପଡିବ କେହି କହି ପାରିବେ ନାହିଁ ।ଏହି ସେତୁ ବାଲିଗୁଡା ଠାରୁ ଯାଇଥିବା ୪୧ ନମ୍ବର ରାଜ୍ୟ ରାଜପଥ ଉପରେ ନିର୍ମିତ ।କନ୍ଧମାଳ-ବୌଦ୍ଧ ଜିଲ୍ଲାର ସୀମାନ୍ତ ସିନ୍ଧୁଗୋରା ଓ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୬/୭: ବୌଦ୍ଧ ଜିଲାପାଳଙ୍କ କାର୍ଯ୍ୟାଳୟ ଠାରେ ଆଜି ହସ୍ତଶିଳ୍ପ ସଂପର୍କିତ ଜିଲାସ୍ତରୀୟ ମନିଟରିଂ କମିଟି ବୈଠକ ଅନୁଷ୍ଠିତ ହୋଇଛି । ହସ୍ତଶିଳ୍ପ ବିଭାଗର ଉପ ନିର୍ଦ୍ଦେଶକ ବିଷ୍ନୁପ୍ରଦ ମାରେଣ୍ଡିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଜିଲାପାଳ ନୃସିଂହ ଚରଣ ସ୍ୱାଇଁ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ ।ବୌଦ୍ଧ ଜିଲାର ହସ୍ତଶିଳ୍ପ ଓ କାରିଗର ମାନଙ୍କ ଦକ୍ଷତା ବୃଦ୍ଧି ସଂପର୍କରେ ଆଲୋଚନା କରାଯିବା ସହ ଯୋଜନା ପ୍ରସ୍ତୁତ Continue Reading