Home Articles posted by odadmin (Page 1225)
Odisha News
ଭୁବନେଶ୍ବର,୨୫/୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସେ ବାୟୁସେନାର ସ୍ବତନ୍ତ୍ର ବିମାନରେ ମଙ୍ଗଳବାର ସଂଧ୍ୟା ୬ଟା ୮ରେ ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି।ବିମାନବନ୍ଦରରେ ପହଞ୍ଚିଲା ପରେ ତାଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ, ମୁଖ୍ୟ ସଚିବ ପ୍ରଦୀପ କୁମାର Continue Reading
Odisha News
ଭୁବନେଶ୍ୱର,୨୫/୭: ସର୍ପାଘାତ ମୃତ୍ୟୁ ରୋକିବାକୁ ଜନସ୍ୱାସ୍ଥ୍ୟ ବିଭାଗ ଜାରି କରିଛି ଗାଇଡଲାଇନ। ଗାଇଡଲାଇନ ପାଳନ କରିବାକୁ ସବୁ ସିଡିଏମ୍ଓଙ୍କୁ ଜନସ୍ୱାସ୍ଥ୍ୟ ବିଭାଗ ଚିଠି କରି ନିର୍ଦ୍ଦେଶ ଦେଇଛି। ସବୁ ସ୍ୱାସ୍ଥ୍ୟକେନ୍ଦ୍ରରେ ଆଣ୍ଟିଭେନମ୍ ମହଜୁଦ ରଖିବାକୁ ନିର୍ଦ୍ଦେଶରେ କୁହାଯାଇଛି।ସେହିପରି ନିର୍ଦ୍ଦେଶରେ କୁହାଯାଇଛି, ସବୁ ମେଡିକାଲ(ଡିଏଚ୍ଏଚ୍,ଏସ୍ଡିଏଚ୍, ସିଏସ୍ସି, ପିଏଚ୍ସି)ରେ ଔଷଧ ଓ ଟେଷ୍ଟିଂ ମାଗଣା ଯୋଗାଇଦେବେ। ମେଡିକାଲକୁ ଆସୁଥିବା ସର୍ପାଘାତ Continue Reading
Odisha News
ଭୁବନେଶ୍ୱର,୨୫/୭: ଗତକାଲିର ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ପଶ୍ଚିମକେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡିଶା ଉପକୂଳ ସମୁଦ୍ର ଅଞ୍ଚଳରେ ଏକ ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବା ସମ୍ଭାବନା ରହିଛି । ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରିବା ସହ ଉତ୍ତର-ଆନ୍ଧ୍ରପ୍ରଦେଶ ଦକ୍ଷିଣ ଓଡିଶା Continue Reading
Odisha News
ବୁର୍ଲା,୨୫/୭: ଉପରମୁଣ୍ଡରେ ଜଳସ୍ତର ବଢ଼ିବାରୁ ହୀରାକୁଦର ଆଉ ୪ଟି ଗେଟ ଖୋଲାଯାଇଛି।ଗତକାଲି ୩ଟି ଗେଟ ଖୋଲାଯାଇଥିବାବେଳେ ଆଜି ପୁଣି ଆଉ ୪ଟି ଗେଟ ଖୋଲାଯାଇଛି ଜ୍ଝ ଏହାକୁ ମିଶାଇ ଏବେ ସମୁଦାୟ ୧୨ଟି ଗେଟ ଦେଇ ଜଳ ନିଷ୍କାସିତ ହେଉଛି ।ରବିବାର ୫ଟି, ଗତକାଲି ୪ଟି ଓ ଆଜି ୩ଟି ଗେଟ ଖୋଲାଯାଇଛି ଜ୍ଝ ମିଳିଥିବା ସୂଚନା ମୁତାବକ ଉପରମୁଣ୍ଡରେ ପ୍ରବଳ ବର୍ଷା ଲାଗି ରହିଛି ।ଆଉ ଏହାର ପ୍ରଭାବରେ ହୀରାକୁଦର ଜଳସ୍ତର ବଢ଼ିବାରେ ଲାଗିଛି ଜ୍ଝ […]Continue Reading