Home Articles posted by odadmin (Page 1232)
Odisha News
ସମ୍ବଲପୁର,୨୧/୭ : ରବିବାର ସକାଳ ୯ଟା ସମୟରେ ହୀରାକୁଦରୁ ଚଳିତବର୍ଷର ପ୍ରଥମ ବନ୍ୟା ଜଳ ଛଡ଼ାଯିବ। ଏତଦ୍ୱାରା ମହାନଦୀ ତାର ଶାଖା ନଦୀରେ ଜଳସ୍ତର ବୃଦ୍ଧି ପାଇବ। ଏହି ସମୟରେ ତଳମୁଣ୍ଡରେ ବସବାସ କରୁଥିବା ଲୋକେମାନେ ନଦୀ ମଧ୍ୟକୁ ଯାଆନ୍ତୁ ନାହିଁ।କୌଣସି ଦୁର୍ଘଟଣା ହୀରାକୁଦ କର୍ତ୍ତୃପକ୍ଷ ଦାୟୀ ରହିବେ ନାହିଁ। ମାଇକ ଦ୍ୱାରା ଏପରି ପ୍ରଚାର କରାଯାଇ ଲୋକମାନଙ୍କୁ ସତର୍କ କରାଯାଉଛି। ସମ୍ବଲପୁର, ହୀରାକୁଦ ଓ ବୁର୍ଲାରେ ମାଇକ୍ ଯୋଗେ ପ୍ରଚାର Continue Reading
National News
MUMBAI,JULY 21: The rescue and search operation at Irshalwadi hamlet in Maharashtra’s Raigad district, where a massive landslide buried several houses and claimed the lives of at least 16 people so far, resumed on Friday morning, an official said. The landslide occurred around 11 pm on Wednesday at the tribal village, situated on a hill […]Continue Reading
Odisha News
ନୟାଗଡ,୨୧/୭ : ନୟାଗଡ ଜିଲ୍ଲା ଦଶପଲ୍ଲା ଥାନା ଅନ୍ତର୍ଗତ ଟାକେରା ଗାଁରେ ଗତକାଲି ବୋମାମାଡ଼ ହୋଇଛି। ବୋମାମାଡରେ ୩ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତମାନେ ହେଲେ ଶଶିକାନ୍ତି ଷଡ଼ଙ୍ଗୀ ଓ ତାଙ୍କର ଦୁଇ ଭାଇ। ଅଭିଯୁକ୍ତ ସିନିବାସ ବେହେରାକୁ ପୁଲିସ ଅଟକ ରଖିଛି।ଶଶିକାନ୍ତଙ୍କର ଟାକରା ଛକରେ ପାନ ଦୋକନ ରହିଛି। ସିନିବାସଙ୍କର ମଧ୍ୟ ସେହି ଛକରେ ଦୋକାନ ରହିଛି। ଶଶିକାନ୍ତ ଓ ସନିବାସଙ୍କର କୌଣସି ପୂର୍ବରୁ ଝଗଡ଼ା Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୧/୭: ବୌଦ୍ଧଜିଲ୍ଲା ଶ୍ରମ ବିଭାଗ ପକ୍ଷରୁ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ବଣ୍ଟନ ଶିବିର ଅନୁଷ୍ଠିତ ହୋଇଯାଇଛି । ବୌଦ୍ଧ ଟାଉନହଲଠାରେ ଅନୁଷ୍ଠିତ ଏହି ସହାୟତା ବଣ୍ଟନ ଶିବିରରେ ମୁଖ୍ୟଅତିଥି ଭାବରେ ପଞ୍ଚାୟତିରାଜ ଓ ପାନୀୟଜଳ,ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତନ ଏବଂ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ପ୍ରଦିପ କୁମାର ଅମାତ ଯୋଗଦେଇ ରାଜ୍ୟ ସରକାର ନିର୍ମାଣ ଶ୍ରମିକମାନଙ୍କୁ ସହାୟତା ପାଇଁ ଅନେକ ଯୋଜନା Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୦/୭: ଗଜପତି ଜିଲ୍ଲାରେ ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ଆଜି ମୋ ଡାଏରୀ ୨୦୨୩ -୨୪ ନିମନ୍ତେ ଷ୍ଟୁଡେଣ୍ଟ୍ ନୋଟ୍ ବୁକ୍ ଓ ମୋ ପ୍ରୋଜେକ୍ଟ ନୋଟ୍ ବୁକ୍ ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଅଛି।ଜିଲ୍ଲାରେ ସମସ୍ତ ୮୮୦ ଗୋଟି ସରକାରୀ ବିଦ୍ୟାଳୟରେ ସମସ୍ତ ଛାତ୍ରଛାତ୍ରୀ ମାନଙ୍କୁ ବଣ୍ଟନ କରା ଯାଇଅଛି ଓଗଜପତି ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲାର ସମସ୍ତ ବିଦ୍ୟାଳୟରେ ସକାଳ ୯ ଘଟିକା ସମୟରେ ବିଦ୍ୟାଳୟର ସମସ୍ତ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୦/୭: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅନ୍ତର୍ଗତ ଭିଏସସି: ୪ ଓ ୫ ପକ୍ଷରୁ ମ୍ୟାଲେରିଆ , ଡେଙ୍ଗୁ ଓ ଡାଇରିଆ ଉପରେ ଏକ ସଚେତନତା ଅଭିଯାନ କାର‌୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ସଚେତନତା ଅଭିଯାନ କାର୍ଯ୍ୟକ୍ରମ ରେ ଭିଏସସି: ୪ ଓ ୫ ଦାୟିତ୍ୱରେ ଥିବା ଏଏନଏମ: ତଥା ମହିଳା ସ୍ବାସ୍ଥ୍ୟକର୍ମୀ ଶ୍ରୀମତୀ ଭି: ଲକ୍ଷ୍ମୀ କୁମାରୀ ପଟନାୟକ ଏବଂ ଲକ୍ଷ୍ମୀପ୍ରିୟା Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୦/୭: ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ନିକଟସ୍ତ ତଥା ଗୁମା ବ୍ଲକ ଝାମୀ ପଞ୍ଚାୟତ ଅନ୍ତର୍ଗତ ଏକ ଜଙ୍ଗଲ ଠାରେ ଛେଳି ଚରୁଥିବା ବେଳେ ହଠାତ୍ ପାହାଡ଼ରୁ ପଥର ଖସି ଘଟଣା ସ୍ଥଳରେ ୭ ଛେଳି\’ଙ୍କ ମୃତ୍ୟୁ ହେବାସହ ଗୋଟିଏ ଛେଳି ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛି ।ଗ୍ରାମର ଶ୍ରୀ ଜି: ଭେଙ୍କଟ ରାଓ ନାମକ ଜଣେ ବ୍ୟକ୍ତି ସବୁଦିନ ଭଳି ନିକଟସ୍ତ ପାହାଡିଆ ଜଙ୍ଗଲ ଅଞ୍ଚଳକୁ ଛେଳି ଚରାଇବା ପାଇଁ ଯାଇଥିଲେ […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୦/୭: ଆନ୍ଧ୍ର ପ୍ରଦେଶର ଶ୍ରୀକାକୁଲମ୍ ଜିଲ୍ଲା ଏବଂ ଓଡ଼ିଶାର ଗଜପତି ଜିଲ୍ଲା ସ୍ବାସ୍ଥ୍ୟ ସମିତି ମିଳିତ ଆନୁକୁଲ୍ୟରେ ମଧ୍ୟରେ ଆନ୍ତଃରାଜ୍ୟ ବୋର୍ଡର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ଅଧିକାରୀ ପକ୍ଷରୁ ଏକ ବୈଠକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ମୁଖ୍ୟତଃ ଏହି ବୈଠକ ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ୍ ଏବଂ ଗଜପତି ସୀମାନ୍ତ ଅଞ୍ଚଳରେ ପିସି: ଏବଂ ଏବଂ ପିଏନଡିଟି: ଅଧିନିୟମକୁ ସଫଳ ରୂପାୟନ ପାଇଁ ଏହି ବୈଠକ Continue Reading
Odisha News
ଭୁବନେଶ୍ୱର,୨୦/୭: ଓଡ଼ିଶା ଉପକୂଳରେ ବଙ୍ଗୋପସାଗରର ଉତ୍ତର-ପଶ୍ଚିମ ଦିଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ଆଲର୍ଟ କରାଯିବା ସହ ଅରେଞ୍ଜ ଓ ୟେଲୋ ୱାର୍ଣ୍ଟିଂ ସୂଚିତ ୨୫ଟି ଜିଲ୍ଲାର କ୍ଷେତ୍ର ସ୍ତରର ଅଧିକାରୀମାନଙ୍କୁ ହେଡକ୍ୱାର୍ଟର ନଛାଡ଼ିବାକୁ ତାଗିଦ୍ କରାଯାଇଛି ।ରାଜ୍ୟ ସ୍ୱତନ୍ତ୍ର ରିଲିଫ Continue Reading