Home Articles posted by odadmin (Page 1235)
Odisha News
ଗଜପତି,୧୯/୭: ଗଜପତି ଜିଲ୍ଲା ପାରଳାଖେମୁଣ୍ଡିରେ ୩ ଦିନ ଧରି ବର୍ଷା ଲାଗିରହିବା ଯୋଗୁ ସ୍ଥିତି ବେହାଲ ହୋଇପଡ଼ିଛି। କେରାଣ୍ଡି ପଞ୍ଚାୟତର ଡାଳିମ୍ୱପୁର୍ ନିକଟରେ ଥିବା ଅସ୍ଥାୟୀ ପୋଲ ଧୋଇଯିବା ଯୋଗୁ ୩ଟି ଗାଁର ଲୋକେ ଓଡ଼ିଶାରୁ ବିଚ୍ଛିନ୍ନ ହୋଇଯାଇଛନ୍ତି। ୩ଟି ଗାଁର ଲୋକେ ପାରଳାଖେମୁଣ୍ଡି ଆସିବା ପାଇଁ ଆନ୍ଧ୍ର ଉପରେ ନିର୍ଭର କରୁଛନ୍ତି।ଡାଳିମ୍ୱପୁର୍ ନିକଟରେ ବ୍ରିଜ୍ କାମ ଚାଲିଥିବା ଯୋଗୁ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଏକ ଅସ୍ଥାୟୀ ପୋଲ ନିର୍ମାଣ Continue Reading
Odisha News
ମାଲକାନଗିରି,୧୯/୭ : ଲଗାଣ ବର୍ଷା ଯୋଗୁ ବେହାଲ ହୋଇପଡ଼ିଛି ମାଲକାନଗିରିା ଜିଲ୍ଲାର ଅନେକ ଅଞ୍ଚଳରେ ବର୍ଷା ପାଣି ଜମି ରହିଛି। NH ୩୨୬ର ପୋଟେରୁ ପୋଲ ଉପରେ ଆଣ୍ଠୁଏ ଉଚ୍ଚର ପାଣି ସୁଅ ଚାଲୁଛି। ସୁଅ ପ୍ରଖର ଥିବାରୁ ଲୋକେମାନେ ଯିବାଆସିବା ସମ୍ଭବପର ହେଉ ନାହିଁ। ଯାହାଫଳରେ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛିା ରାସ୍ତାର ଉଭୟ ପାର୍ଶ୍ୱରେ ଅନେକ ଯାନବାହନ ଅଟକି ରହିଛିାସେହିପରି MV ୯୦ ଓ କାଙ୍କୋରକୁଣ୍ଡାରେ ବି ଜାତୀୟ ରାଜପଥ ଉପରେ ପାଣି ଚାଲୁଛିା ଏମଭି […]Continue Reading
Top Stories
‘BJD is supporting BJP as it fears raids by the ED, IT and CBI’ By Our Correspondent Bhubaneswar, July 19: Odisha’s senior Congress leader Narasingha Mishra on Tuesday launched a scathing attack on the Bharatiya Janata Party (BJP) and Biju Janata Dal (BJD), terming them as two sides of a coin.  Referring to the Odisha […]Continue Reading
Top Stories
Investment opportunities worth more than ₹10 lakh crores in India’s maritime sector identified: Shri Sonowal Explore possibilities to unlock potential in maritime sector & generate 15 lakh employment opportunities: Shri Sonowal By Subrat Sarangi New Delhi,July 19: The Union Minister of Ports, Shipping & Waterways and Ayush, Shri Sarbananda Sonowal launched the Continue Reading
Odisha News
ଭୁବନେଶ୍ୱର,୧୮/୭: ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟ ସରକାର କାର୍ଯ୍ୟ ରତ ସାମ୍ବାଦିକମାନଙ୍କ ସ୍ୱାସ୍ଥ୍ୟବୀମା ପରିମାଣକୁ ୨ଲକ୍ଷ ଟଙ୍କାରୁ ୫ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି । ଗୋପବନ୍ଧୁ ସ୍ୱାସ୍ଥ୍ୟବୀମା ଯୋଜନାରେ ଏହି ସୁବିଧା ରାଜ୍ୟର ୮୭୧୭ଜଣ ସାମ୍ବାଦିକ ଓ ତାଙ୍କ ପରିବାର ସଦସ୍ୟଙ୍କୁ ମିଳିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ଘୋଷଣା କରିଛନ୍ତି ।ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି ସୂଚନା ଅନୁସାରେ, ଗୋପବନ୍ଧୁ ସ୍ୱାସ୍ଥ୍ୟବୀମା ଯୋଜନାରେ ୨୦୧୮ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୧୮/୭: ସମଗ୍ର ରାଜ୍ୟରେ ୫ ବର୍ଷ ରୁ ୧୪ବର୍ଷ ପିଲାମାନଙ୍କୁ ନିଶ୍ଚିତ ଶିକ୍ଷା ଦେବା ପାଇଁ ସର୍ବଶିକ୍ଷା ଅଭିଯାନ ମାଧ୍ୟମରେ କୋଟି କୋଟି ଟଙ୍କା ଖର୍ଚ୍ଚ କରା ଯାଉଛି। ପିଲାଙ୍କୁ ସ୍କୁଲ କୁ ଆକୃଷ୍ଟ କରିବା ପାଇଁ ବିଭିନ୍ନ ଗ୍ରାମରେ ସ୍କୁଲ ଖୋଲାଯିବା ସହ ନୂତନ କୋଠା, ପୋଷାକ, ମଧ୍ୟାହ୍ନ ଭୋଜନ ଭଳି ବିଭିନ୍ନ ଯୋଜନା କରି ଆକୃଷ୍ଟ କରାଯାଉଛି। ବର୍ତ୍ତମାନ ରାଜ୍ୟ ସରକାର ୫-ଟି ମାଧ୍ୟମରେ ସ୍କୁଲ କୁ ଆଧୁନୀକରଣ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ ,୧୮/୭ : ବୌଦ୍ଧ ଜିଲାକୁ ମିଳିଲା ସମ୍ମାନଜନକ ଭୂମି ସମ୍ମାନ । ରାଷ୍ଟ୍ରପତିଙ୍କ ଠାରୁ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆଜି ଏହି ସମ୍ମାନ ଗ୍ରହଣ କରିଛନ୍ତି ବୌଦ୍ଧ ଉପଜିଲାପାଳ । ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ୨୦୨୩ ମସିହା ପାଇଁ ଏହି ସମ୍ମାନ ପ୍ରଦାନ କରିଛନ୍ତି ।ଭାରତ ସରକାରଙ୍କ ଗ୍ରାମୀଣ ବିକାଶ ମନ୍ତ୍ରଣାଳୟ ତରଫରୁ ବୌଦ୍ଧ ଜିଲ୍ଲାକୁ ଜମି ରେକର୍ଡର କମ୍ପ୍ୟୁଟରୀକରଣ ତଥା Continue Reading