Home Articles posted by odadmin (Page 1242)
Odisha News
ଭୁବନେଶ୍ୱର,୧୪/୭: ଯୁକ୍ତ ୩ରେ ନାମ ଲେଖା ପାଇଁ ପ୍ରଥମ ପର୍ଯ୍ୟାୟ କଟ ଅଫ ମାର୍କ ପ୍ରକାଶ ପାଇଛି । ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଆଜି ତାଲିକା ପ୍ରକାଶ ପାଇଥିବା ବେଳେ ଇନଟିଗ୍ରେଟେଡ଼ ବିଏଡ଼ ଥିବା କଲେଜରେ କଟଅଫ ଆଗରେ ରହିଛି । କଳା ଓ ବିଜ୍ଞାନରେ ବିଜେବି ଓ ରେଭେନ୍ସାକୁ ଅନ୍ୟ କଲେଜ ଟପିଥିବା ବେଳେ ବିଜ୍ଞାନରେ ପୁରୀ ଏସସିଏସ କଲେଜର କଟ ଅଫ ଆଗରେ ରହିଛି ।କଳାରେ ବାଲେଶ୍ୱରର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଓ […]Continue Reading
Odisha News
ସମ୍ବଲପୁର,୧୪/୭: ନବ ଦାସ ହତ୍ୟାକାଣ୍ଡ ଘଟଣାର କ୍ରାଇମବ୍ରାଞ୍ଚ ଚାର୍ଜସିଟକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ବରଗଡ଼ ସାଂସଦ ସୁରେଶ ପୂଜାରୀ। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସେ କହିଛନ୍ତି, ଚାର୍ଜସିଟ ଏକ ରଦ୍ଦି କାଗଜ। ଏହାର ତଦନ୍ତ ଗୋପାଳରୁ ଆରମ୍ଭ ଏବଂ ଗୋପାଳରେ ଶେଷ ହୋଇଛି।ବିଜେପି ସାଂସଦ ସୁରେଶ ପୂଜାରୀ କହିଛନ୍ତି, ଏପର‌୍ୟ୍ୟନ୍ତ ଏହି ଘଟଣାରେ ଗୋପାଳ ଦାସଙ୍କ ମୋବାଇଲ ଟ୍ରାକ କରାଯାଇନାହିଁ, ଯାହାଫଳରେ ନବ ଦାସଙ୍କ ହତ୍ୟାର ତଦନ୍ତ ବାଟବଣା ହୋଇଛି। Continue Reading
Odisha News
ଶ୍ରୀହରିକୋଟା,୧୪/୭ : ଭାରତର ଚନ୍ଦ୍ରଯାନ-୩ ମିସନ ସଫଳତାର ସହ ଚନ୍ଦ୍ରର କକ୍ଷପଥରେ ପ୍ରବେଶ କରିଛି । ଏହା ସହିତ ଏହି ମହାକାଶ ଯାନ ସମସ୍ତ ଅଙ୍ଗ ସ୍ବାଭାବିକଭାବେ କାମ କରୁଛି ବୋଲି ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଘୋଷଣା କରିଛି ।ଉତକ୍ଷେପଣର ପ୍ରାୟ ୩୦ ମିନିଟ ପରେ ଇସ୍ରୋ ପକ୍ଷରୁ ଟୁଇଟ୍ କରି କୁହାଯାଇଛି ଯେ ମିସନ ସଫଳ ହୋଇଛି । ଚନ୍ଦ୍ରଯାନ-୩ ସଫଳତାର ସହ ଚନ୍ଦ୍ରର କକ୍ଷପଥରେ ସାମିଲ ହୋଇଛି ଓ ନିର୍ଭୁଲଭାବେ ଉକ୍ତ […]Continue Reading
Odisha News
ମାଲକାନଗିରି,୧୪/୭: ୪ ଦଫା ଦାବି ନେଇ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ମାଲକାନଗିରି ବନ୍ଦ ପାଳନ କରାଯାଉଛି। ଆଜି ଜିଲ୍ଲାର ଅଧିକାଂଶ ସ୍ଥାନରେ ବନ୍ଦର ପ୍ରଭାବ ପରିଲକ୍ଷିତ ହେଉଛି। ମାଲକାନଗିରି ଜିଲ୍ଲା କଂଗ୍ରେସ ସଭାପତି ଗୋବିନ୍ଦ ଚନ୍ଦ୍ର ପାତ୍ରଙ୍କ ନେତୃତ୍ବରେ ଏହି ବନ୍ଦ ପାଳନ କରାଯାଉଛି। କଂଗ୍ରେସ ନଗର ସଭାପତି ଜି.ଶ୍ରୀନିବାସ ରାଓ, ମାଲା ମାଢ଼ି, ଜିଲ୍ଲା ପରିଷଦ ସଭ୍ୟ କୃଷ୍ଣଚନ୍ଦ୍ର ଅନୁଗୁ, ମଙ୍ଗୁ ଖୀଲ, ଧର୍ନୁଜୟ ହନ୍ତାଳ, ଭୀମା ବାରସେ, ପ୍ରାଣକୃଷ୍ଣ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୪/୭:ଛତିଶଗଡ ରାଜ୍ୟର ବିଲାଶ ପୁରଠାରେ ଫେଡେରେସନ ତରଫରୁ ଗତ ୮ ଓ ୯ ତାରିଖ ଦୁଇଦିନ ଧରି ଜାତୀୟ ସ୍ତରୀୟ କରାଟେ ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି ।ଓଡ଼ିଶା ରୁ ସେନସାଇ ଦେବଦତ ପ୍ରଧାନ ,ସିଲିବନ୍ତି ଗୁରୀଆ,ଏବଂ ଯେ।ଗୀନ୍ଦ୍ର ଦାସ ଙ୍କ ନେତ୍ରୂତରେ ଓଡ଼ିଶାରୁ ବୌଦ୍ଧ,ଝାରସୁଗୁଡ଼ା,ରାଉରକେଲା ଜିଲ୍ଲା ରୁ ୧୨ ଜଣ ଖେଳାଳି ଭାଗନେଇଥିଲେ ଓଡ଼ିଶାର ଛାତ୍ର ଛାତ୍ରୀ ମୋଟ ୧୮ ଟି ମେଡାଲ ଜିତିଛନ୍ତି ତନ୍ମଧ୍ୟରୁ ବୌଦ୍ଧ ର ଦୁଇଜଣ Continue Reading
Odisha News
ଜଳେଶ୍ଵର,୧୪/୭: ବାଲେଶ୍ବର ଜିଲ୍ଲା ଜଳେଶ୍ଵର ଥାନା ଅଧୀନସ୍ଥ ୧୬ ନମ୍ବର ଜାତୀୟ ରାଜପଥର ଆମ୍ବଳିଅଠା ବ୍ରିଜ ଠାରୁ ୨୦୦ ମିଟର ଆଗକୁ ଭୁବନେଶ୍ୱରରୁ କୋଲକାତା ଯାଉଥିବା ଏକ ଯାତ୍ରୀବାହୀ ବସ୍ ଗତକାଲି ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଚାଳକଙ୍କୁ ମିଶାଇ ୩୭ ଜଣ ଆହତ ହୋଇଥିବା ବେଳେ ସେମାନେ ଅଳ୍ପକେ ବର୍ତ୍ତି ଯାଇଛନ୍ତି।ବିବରଣୀରୁ ପ୍ରକାଶ ଯେ ଗତକାଲି ସନ୍ଧ୍ୟାରେ ଓଡି୫ଓ୍ବାଇ୦୦୧୫ ନମ୍ବରର ପ୍ରଧାନ ନାମକ ଏକ ଘରୋଇ ବସ ଭୁବନେଶ୍ଵରରୁ Continue Reading