କଟକ/ଭଦ୍ରକ,୧୩/୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁଣି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ରାଷ୍ଟ୍ରପତି ଆସନ୍ତା ୨୬ରେ କଟକ ଆସିବେ। ସେ ଓଡ଼ିଶା ଉଚ୍ଚ ନ୍ୟାୟଳୟ, ଏସସିବି ମେଡିକାଲ ଓ ଜାତୀୟ ଆଇନ ବିଶ୍ଵବିଦ୍ୟାଳୟର ତିନୋଟି କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ୟ୍ୟକ୍ରମ ରହିଛି। ଏଥିସହ ରାଷ୍ଟ୍ରପତି କଟକ ଚଣ୍ଡୀ ମନ୍ଦିର ଯାଇ ମା’ଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି।ଏନେଇ ଏହି ତିନୋଟି ଅନୁଷ୍ଠାନକୁ ସରକାରୀ ସ୍ତରରେ ସୂଚିତ କରାଯାଇସାରିଛି। ପ୍ରଥମ ଥର Continue Reading
NEW DELHI,JULY 13: The torrential Yamuna in Delhi swelled to a staggering 208.48 metres Thursday morning, inundating nearby streets and public and private infrastructure, and causing immense hardships to people living in close proximity to the river. The water level at the Old Railway Bridge crossed the 208-metre mark Wednesday night and rose to 208.48 […]Continue Reading
ବାରିପଦା,୧୨/୭: ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ପ୍ରତାପପୁର ପଂଚାୟତ ବନ୍ଧସାହି ଗ୍ରାମରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଦୁଇଜଣ ଦରପୋଡା ଶବର ମାଂସ ଖାଇଛନ୍ତି। ମଙ୍ଗଳବାର ବନ୍ଧସାହି ଗ୍ରାମର ଯୁବତୀ ମଧୁସ୍ମିତା ସିଂ(୨୫)ଙ୍କ ଦେହ ଅସୁସ୍ଥ ହେବାରୁ ପରିବାର ଲୋକେ ଡାକ୍ତରଖାନାକୁ ଆଣିଥିଲେ।ଡାକ୍ତର ମୃତ ଘୋଷଣା କରିବା ପରେ ପୁଲିସ ଏକ ଅପମୃତ୍ୟୁ ମାମଲା ୪୦/୨୩ରେ ରୁଜୁ କରି ଶବ ବ୍ୟବଚ୍ଛେଦ ପାଇଁ ବାରିପଦା ଡାକ୍ତରଖାନା ପଠାଯାଇଥିଲା। ଶବ ବ୍ୟବଚ୍ଛେଦ ପରେ Continue Reading
ବୌଦ୍ଧ,୧୨/୭ : ବୌଦ୍ଧ ଜିଲ୍ଲା ହରଭଙ୍ଗା ବିଇଓ କାର୍ୟ୍ୟାଳୟର ଅବସରପ୍ରାପ୍ତ ବରିଷ୍ଠ କିରାଣି ଚତୁର୍ଭୁଜ ଖମାରୀଙ୍କୁ ୩ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି ଫୁଲବାଣୀ ଭିଜିଲାନ୍ସ କୋର୍ଟ। ଏହା ସହିତ ତାଙ୍କୁ ୫୦୦୦ ଟଙ୍କା ଜୋରିମାନା ଦେବାକୁ କୁହାଯାଇଛି। ଜୋରିମାନା ଅର୍ଥ ନ ଦେଲେ କୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ତାଙ୍କୁ ଆଉ ୩ ମାସ ଜେଲ୍ରେ ରଖାଯିବ।୨୦୧୯ରେ ଜଣେ ବ୍ୟକ୍ତିଙ୍କ ଠାରୁ ୫୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ ଚତୁର୍ଭୁଜ Continue Reading
By Priyanka Mohapatra Berhampur, July 12: TP Southern Odisha Distribution Limited (TPSODL) is undertaking a crucial project to strengthen the feeder and network infrastructure in Gosaninuagaon in Odisha’s Berhampur city. The project aims to enhance the reliability and efficiency of power supply to the residents of the area. As part of the project, TPSODL is […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୨/୭: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ବୁଡ଼ାଗୁଡ଼ା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ରହୁ ନ ଥିବାରୁ ରୋଗୀ ମାନେ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଗତ ମାସରେ ଜଣେ ନୂତନ ଡାକ୍ତର ହସ୍ପିଟାଲରେ ନିଯୁକ୍ତି ପାଇଥିଲେ। ସେ କିଛିଦିନ କାର୍ଯ୍ୟକରି ଆଉ ଆସୁ ନ ଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି।ବୁଡ଼ାଗୁଡ଼ା ସ୍ବାସ୍ଥ୍ୟକେନ୍ଦ୍ର ଉପରେ ବ୍ଲକର Continue Reading
OSL Bags “Great Brand” Int’l Award, Mr Mahima Mishra Crowned As “Greatest Leader” In Marine Business
By Nalini SahuBhubaneswar, July 11, 2023: Orissa Stevedores Limited (OSL), led by its founder father-cum-managing director (MD) Mr Mahimananda (Mahima) Mishra, has bagged two international awards in the area of “Marine Business”. While Mr Mahima Mishra has been adorned as “Great Leader”, his esteemed firm OSL has been adjudged as “Great Brand” in the area of […]Continue Reading
ନୂଆଦିଲ୍ଲୀ,୧୨/୭: ଜାତୀୟ ରାଜଧାନୀ ନୂଆଦିଲ୍ଲୀରେ ଟମାଟୋ କିଲୋ ପ୍ରତି ଏବେ ୨୦୦ ଟଙ୍କା। କେବଳ ଦିଲ୍ଲୀ ନୁହେଁ ଦେଶର ଅନ୍ୟ କେତେକ ସ୍ଥାନରେ ମଧ୍ୟ ଟମାଟୋ କିଲୋପ୍ରତି ୧୦୦ରୁ ୨୦୦ ଟଙ୍କା ଦରରେ ବିକ୍ରି ହେଉଛି। ତେବେ, ଟମାଟୋର ଆକାଶ ଛୁଆଁ ଦର ବୃଦ୍ଧିକୁ ଜନ ଅସନ୍ତୋଷ ତୀବ୍ର ହେବା ପରେ ବିଳମ୍ବରେ ହେଲେ ମଧ୍ୟ ଚେତିଛନ୍ତି କେନ୍ଦ୍ର ସରକାର।ଏପରିସ୍ଥିତିରେ ଗତ ଏକ ମାସ ମଧ୍ୟରେ ଟମାଟୋର ଖୁଚୁରା ଦର ସର୍ବାଧିକ ବୃଦ୍ଧି ପାଇଥିବା ପ୍ରମୁଖ ଉପଭୋକ୍ତା […]Continue Reading
RANCHI,JULY 12: The National Commission for Protection of Child Rights (NCPCR) has taken cognizance of the Dhanbad class 10 girl suicide. The Child Rights body chairman Priyank Kanoongo informed through his Twitter handle that the NCPCR team will soon visit Dhanbad to look into the matter. “A girl reportedly has committed suicide after being thrashed […]Continue Reading
ବିଶ୍ୱ ଭୂଷଣ ମହାପାତ୍ର/ମମତା ମହାପାତ୍ରଙ୍କ ରିପୋର୍ଟନୟାଗଡ଼,୧୨/୭: ଓଡ଼ିଶା ପାଠାଗାର ଆନ୍ଦୋଳନର ପ୍ରବାଦ ପୁରୁଷ,ପ୍ରଖ୍ୟାତ ସଂଗ୍ରାହକ ତଥା ନୟାଗଡ଼ ମାଟିର ଗର୍ବ ଓ ଗୌରବ ଏବଂ ସମସ୍ତଙ୍କ ପ୍ରିୟ ଦାଶରଥି ପଟ୍ଟନାୟକ ଓରଫ ଦାସିଆ ଅଜାଙ୍କ ୧୧୬ତମ ଜନ୍ମ ଜୟନ୍ତୀ ଅବସରରେ ଦାସିଆ ଅଜା ସ୍ମୃତି ୍କମିଟି ତରଫରୁ କଚେରୀ ବଜାର ସ୍ଥିତ ତାଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ସହିତ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି ।ଦାସିଆ ଅଜା ଅମର ରହେ,ଦାସିଆ ଅଜା ଆମ ପ୍ରଣାମ ଘେନ Continue Reading




