ନୂଆଦିଲ୍ଲୀ,୪/୬: ଏବେ ପନିପରିବାର ଆକାଶ ଛୁଆଁ ଦର ଲୋକଙ୍କୁ ଘାଇଲା କରୁଥିବା ବେଳେ ପୁଣି ଥରେ ଗରାଖଙ୍କ ଉପରେ ବାଜିଛି ମହଙ୍ଗା ଛାଟ। ବଢ଼ିଛି କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ଦାମ । ଆଜି ସକାଳୁ କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ଦାମ ୭ ଟଙ୍କା ବଢ଼ିଛି। ତେବେ ଘରୋଇ ଗ୍ୟାସ୍ ସିଲିଣ୍ଡର ଦର ଅପରିବର୍ତ୍ତିତ ରହିଛି।ନୂଆ ରେଟ୍ ଲାଗୁ ହେବା ପରଠୁ ଦିଲ୍ଲୀରେ ୧୯ କେଜି କମର୍ସିଆଲ ସିଲିଣ୍ଡର ଦର ପୂର୍ବରୁ ୧୭୭୩ ଥିବା ବେଳେ ଆଜି ନୂଆ […]Continue Reading
Chhattisgarh Governor Biswa Bhusan Harichandan orders ban of single-use plastics in Raj Bhawan ଋାୟପୁର/ଭୁବନେଶ୍ୱର, ୩/୭: ଆଜି ଅନ୍ତରାଷ୍ଟ୍ରିୟ ପ୍ଲାଷ୍ଟିକ ବ୍ୟାଗ୍ ବ୍ୟବହାର ମୁକ୍ତ ଦିବସ ଅବସରରେ ଛତିଶଗଡ଼ ରାଜଭବନରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ରାଜ୍ୟପାଳ ଶ୍ରୀ ବିଶ୍ୱଭୂଷଣ ହରିଚନ୍ଦନ ଯୋଗଦେଇ ଉପସ୍ଥିତ ଅଧିକାରୀଙ୍କୁ ରାଜଭବନରେ ସଂପୂର୍ଣ୍ଣ ରୂପେ ଏକକ ବ୍ୟବହାର ପ୍ଲାଷ୍ଟିକ୍କୁ ନିଷେଧ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି Continue Reading
କେରଳ,୩/୭: କେରଳର ଅଲପୁଝାରେ ସୋମବାର ନୌ-ଚାଳନା ପ୍ରତିଯୋଗିତା ଚାଲିଥିବା ବେଳେ ଏକ ଡଙ୍ଗା ବୁଡ଼ି ଯାଇଛି। ଡଙ୍ଗାଟିରେ ୨୫ ଜଣ ମହିଳା ଥିଲେ। ଖବର ଲେଖାଯିବା ବେଳକୁ ଉଦ୍ଧାର କାର୍ୟ୍ୟ ଜାରି ରହିଥିଲା।ଏହି ଦୁର୍ଘଟଣା ଘଟିବା ପରେ ନୌ-ଚାଳନା ପ୍ରତିଯୋଗିତାକୁ ବନ୍ଦ କରି ଦିଆଯାଇଥିଲା।Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୩/୭:ଗଞ୍ଜେଇ ଚୋରା ଚାଲାଣ ପାଇଁ ସାଥି ସହଯୋଗୀଙ୍କ ଅପେକ୍ଷାରେ ଥିବା ଜଣେ ମହିଳାଙ୍କୁ ବୌଦ୍ଧ ଅବକାରୀ ବିଭାଗ ଗିରଫ କରି କୋର୍ଟ ଚାଲାଣ କରିଛି।ବୌଦ୍ଧ ଥାନା ଆମ୍ବଝରି ଗ୍ରାମ ଛକରେ ଜଣେ ମହିଳା ଗଞ୍ଜେଇ ଭର୍ତ୍ତି ବ୍ୟାଗ ନେଇ ଛିଡ଼ା ହୋଇଥିବା ଅବକାରୀ ବିଭାଗକୁ ସୂଚନା ମିଳିଥିଲା। ଅବକାରୀ ବିଭାଗ ପକ୍ଷରୁ ଚଢ଼ଉ କରାଯାଇ ମହିଳାଙ୍କ ପାଖରେ ଥିବା ବ୍ୟାଗ ଯାଞ୍ଚ କରିବାରେ ସେଥିରୁ ଗଞ୍ଜେଇ ବାହାରିଥିଲା। ଓଜନ କରାଯିବାରେ Continue Reading
NEW DELHI,JULY 3 : Seema Ghulam Haider, a woman from Pakistan, met Sachin, a man from Greater Noida near Delhi, on gaming app PUBG Mobile. They fell in love, and Seema illegally entered India through Nepal. She was accompanied by her four children, as she reached Greater Noida where Sachin lived. Seema and Sachin met […]Continue Reading
BIHAR,JULY 3: The Central Bureau of Investigation on Monday filed a chargesheet against Bihar deputy chief minister Tejashwi Yadav, Rashtriya Janata Dal(RJD) chief Lalu Yadav and Rabri Devi in land-for-job scam. The chargesheet has been filed before Delhi’s Rouse Avenue Court. However, no date for the hearing on this chargesheet has been provided yet. The […]Continue Reading
Maharashtra, July 3 : Nationalist Congress Party (NCP) supremo Sharad Pawar has ordered the removal of MPs Sunil Tatkare and Praful Patel, who have sided with Maharashtra deputy CM Ajit Pawar in his rebellion, from the Register of Members of the NCP Party. In a tweet, Sharad Pawar said the two MPs have been removed […]Continue Reading
NEW DELHI,JULY 3:The Reserve Bank of India (RBI) on Monday said 76 per cent of Rs 2,000 banknotes have been returned to banks since it announced its withdrawal from circulation. The central bank further disclosed that 87 per cent of the Rs 2,000 notes were deposited with banks, while the remaining 13 per cent were […]Continue Reading
ଭୁବନେଶ୍ବର,୩/୭: ଓଲିଉଡର ଖ୍ୟାତନାମା ଅଭିନେତା ତଥା ପୂର୍ବତନ ସାଂସଦ ସିଦ୍ଧାନ୍ତ ମହାପାତ୍ରଙ୍କୁ ରାଜ୍ୟ ପରିବହନ କର୍ତ୍ତୃପକ୍ଷ(ଏସଟିଏ) ପକ୍ଷରୁ ପ୍ରଶଂସା କରାଯାଇଛି। ଗୋଲ୍ଡେନ ଆୱାରରେ ଦୁର୍ଘଟଣାରେ ଆହତଙ୍କୁ ଉଦ୍ଧାର ପାଇଁ ତାଙ୍କର ତାରିଫ କରାଯିବା ସହ ସିଦ୍ଧାନ୍ତ ଅନ୍ୟମାନଙ୍କ ପାଇଁ ରୋଲ୍ ମଡେଲ ବୋଲି ଟୁଇଟ୍ କରିଛି ଏସଟିଏ।ସୂଚନାଯୋଗ୍ୟ, ରବିବାର ଖରାବେଳେ ପାହାଳ ପାଖ ରାଜପଥ ଉପରେ ଚଳଚ୍ଚିତ୍ର ତାରକା ତଥା ପୂର୍ବତନ ସାଂସଦ ସିଦ୍ଧାନ୍ତ ମହାପାତ୍ର ଜଣେ Continue Reading
ଭୁବନେଶ୍ବର,୩/୭: ରାଜ୍ୟରେ ଡେଙ୍ଗୁର ସ୍ଥିତି ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏବର୍ଷ ମଧ୍ୟ ଡେଙ୍ଗୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଜୁଲାଇରୁ ସେପ୍ଟେମ୍ବର ମାସରେ ଏହା ବଢିଥାଏ ବୋଲି ଆମେ ଜାଣିଛେ। କିନ୍ତୁ ପୂର୍ବ ବର୍ଷ ତୁଳନାରେ ଏ ବର୍ଷ ଟେଷ୍ଟିଙ୍ଗ ସଂଖ୍ୟା ଅଧିକ ଓ ପଜିଟିଭ ସଂଖ୍ୟା ବହୁତ କମ୍ ରହିଛି।ମୋଟ ୧୬ ଜିଲ୍ଲାରୁ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହୋଇଛି। ଖୋର୍ଦ୍ଧା ଜିଲ୍ଲାର ୯୬ ଜଣ ପଜିଟିଭ, Continue Reading




