ସୁନ୍ଦରଗଡ଼,୩/୭: ସୁନ୍ଦରଗଡ଼ ଭିଜିଲାନ୍ସ କୋର୍ଟରେ ହାଜର ହେଲେ ନବରଙ୍ଗପୁର ପୂର୍ବତନ ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତ। ରିମାଣ୍ଡ ଅବଧି ସରିବା ପରେ ଆଜି ପ୍ରଶାନ୍ତ ରାଉତଙ୍କୁ କୋର୍ଟରେ ହାଜର କରିଛି ଭିଜିଲାନ୍ସ।ଭିଜିଲାନ୍ସ ୫ ଦିନିଆ ରିମାଣ୍ଡରେ ପ୍ରଶାନ୍ତଙ୍କୁ ନେଇଥିଲା। ଦୀର୍ଘ ୫ ଦିନ ଧରି ଭିଜିଲାନ୍ସର କଟକ ଅଫିସରେ ଜେରା ଚାଲିଥିଲା। ଦୀର୍ଘ ୫ ଦିନ ଧରି ଭିଜିଲାନ୍ସ ପ୍ରଶାନ୍ତ ଏତେ ସମ୍ପତ୍ତି କେଉଁଠୁ ଆଣିଲେ ତା ଉପରେ ତଦନ୍ତ କରିଛି Continue Reading
କେନ୍ଦ୍ରାପଡ଼ା, ୩/୭: ଆଜି ସକାଳେ କେନ୍ଦ୍ରାପଡ଼ା ଜିଲ୍ଲାର କୃଷ୍ଣନଗର ପଞ୍ଚାୟତର ବାଘୁଆ ଗାଁରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ରାସ୍ତାକଡ଼ ଘର ଉପରକୁ ଏକ ଚିପ୍ସ ବୋଝେଇ ହାଇୱା ମାଡ଼ିଯିବା ଫଳରେ ଘର ଭିତରେ ଥିବା ଶାଶୂ ଓ ବୋହୂ ଗୁରୁତର ହୋଇଛନ୍ତି। ଉଭୟଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।ସୂଚନା ଅନୁଯାୟୀ, ଏକ ଚିପ୍ସ ବୋଝେଇ ହାଇୱା ତାଳଚୁଆକୁ ଯାଉଥିଲା। ବର୍ଷା ଯୋଗୁ ରାସ୍ତା ଖରାପ ହୋଇଥିବାରୁ Continue Reading
ଭୁବନେଶ୍ୱର,୩/୭: ଆଉ ସୁରକ୍ଷିତ ନାହିଁ ରାଜଧାନୀ ଭୁବନେଶ୍ୱର ରାଜରାସ୍ତା। ରାଜଧାନୀର ଛାତି ଉପରେ ବିଚ୍ ରାସ୍ତାରେ ହେଉଛି ଲୁଟ୍, ରାହାଜାନୀ ଓ ହତ୍ୟା। । ଏପରି କାଣ୍ଡ ଭିଆଇ କମିଶନରେଟ୍ ପୁଲିସ୍କୁ ଖୋଲା ଚ୍ୟାଲେଞ୍ଜ ଦେଉଛନ୍ତି ଅପରାଧୀ।ଗତକାଲି ରାତିରେ ବାଲେଶ୍ୱର ଏସ୍ପି ତଥା ଆଇପିଏସ୍ ଅଧିକାରୀ ସାଗରିକା ନାଥଙ୍କ ବାପାମା’ଙ୍କ ଠାରୁ ଲୁଟ୍ ଉଦ୍ୟମ କରିବାକୁ ପଛାଇ ନାହାନ୍ତି ଦୁର୍ବୃତ୍ତମାନେ। ଏହାସହ ସେମାନଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିବା ମଧ୍ୟ ଅଭିଯୋଗ Continue Reading
NEW DELHI,JULY 3The Delhi Police received a call about a drone hovering over the residence of Prime Minister Narendra Modi in New Delhi today morning. A search operation was launched but nothing suspicious was found. At around 5 am, the police were informed about the drone sighting by officers of the Special Protection Group, an […]Continue Reading
MUMBAI,JULY 3: Maharashtra NCP president Jayant Patil on Sunday said his party has moved a disqualification petition against Ajit Pawar and eight others who took oath as ministers in the Eknath Shinde-led state government. Addressing a press conference late Sunday, Patil said the disqualification petition has been sent to Speaker Rahul Narvekar. He said an […]Continue Reading
କଟକ,୩/୭: ଆଜିଠାରୁ ଆରମ୍ଭ ହେଉଛି ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା। ସପ୍ଲିମେଣ୍ଟାରୀ ପରୀକ୍ଷା ସହ ଷ୍ଟେଟ ଓପନ ସ୍କୁଲ ପରୀକ୍ଷା ମଧ୍ୟ ଅନୁଷ୍ଠିତ ହେବ। ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇ ଦିନ ୧୧ଟାରେ ସରିବ। ଦ୍ୱିତୀୟ ସିଟିଂରେ ଷ୍ଟେଟ୍ ଓପନ ସ୍କୁଲ ପରୀକ୍ଷା ହେବ।ସାରା ରାଜ୍ୟରେ ୮୦ଟି କେନ୍ଦ୍ରରେ ଅନୁଷ୍ଠିତ ହେଉଛି ଏହି ପରୀକ୍ଷା। ଆଜିଠାରୁ ଆରମ୍ଭ ହୋଇ ଆସନ୍ତା ୮ ତାରିଖ ପର୍ୟ୍ୟନ୍ତ ଚାଲିବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ।ଛାତ୍ରଛାତ୍ରୀ Continue Reading
Mumbai, July 3 (Hindustan Times): Maharashtra Nationalist Congress Party president Jayant Patil on Sunday announced that the party has moved disqualification petitions against Ajit Pawar and eight others who ditched the Maha Vikas Aghadi (MVA) and took oath as ministers in the National Democratic Alliance or NDA government in the state led by Shiv Sena’s […]Continue Reading
Suspected fake certificate holding teachers set to get promotions in Bolangir By Mahendra Kumar Darjee ବଲାଙ୍ଗୀର, July 3: ବର୍ତ୍ତମାନ ବଲାଙ୍ଗୀର ଜିଲ୍ଲାରେ କାର୍ଯ୍ୟରତ ପ୍ରାଥମିକ ବିଦ୍ୟାଳୟର ଲେବେଲ୍ -୪ ର ଶିକ୍ଷକଙ୍କୁ ଲେବେଲ -୩ କୁ ପଦୋନ୍ନତି କରାଯାଉଛି । ଏହି ପରିପ୍ରେକ୍ଷୀରେ ଜିଲ୍ଲାରେ ପଦୋନ୍ନତି ତାଲିକା ପ୍ରସ୍ତୁତି ହୋଇସାରିଛି ଏବଂ ଆଗାମୀ ୪.୭.୨୦୨୩ ରିଖ ରେ ୪୫୩ ଜଣ ଶିକ୍ଷକ ଙ୍କ ନିଯୁକ୍ତି କାଉନସେଲିଂ ସ୍ଥାନୀୟ Continue Reading
Ministry of Railway fulfills demands of Utkal Alumina and Public By Chandrabhanu Singh Tikiri (Odisha), July 2: A long-standing request by people of Tikiri led by Utkal Alumina, for the stoppage of Train No. 18005/06, the Howrah-Jagdalpur Samaleswari Express, at Tikiri Station in Odisha’s Rayagada district has been fulfilled by the ministry of railways. In […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୨/୭: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଜକିକିଆ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଭାରସାମ୍ୟ ହରାଇ ମୋଟର ସାଇକେଲ ଦୁର୍ଘଟଣା ଗ୍ରସ୍ତ ।ଦୁର୍ଘଟଣାରେ ଜଣେ ମୃତ୍ୟୁବରଣ କରିଥିବା ବେଳେ ଅନ୍ୟ ଜଣକ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି । ମୃତକ କ.ନୂଆଗାଁ ଥାନା ରାଜଘରା ଗ୍ରାମର ସୁବେରସିଂ ପ୍ରଧାନଙ୍କ ପୁଅ ଆଡଭାନସିଂ ପ୍ରଧାନ ହୋଇଥିବା ଜଣାପଡ଼ିଛି ।ସୂଚନା ପ୍ରକାରେ ରବିବାର ସକାଳେ ରାଜଘରା ଗ୍ରାମର ଦୁଇ Continue Reading




