Home Articles posted by odadmin (Page 1259)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨/୭: ପରିବାର ପ୍ରତିପୋଷଣ ପାଇଁ ମୁମ୍ବାଇ ଗସ୍ତ, କିଛି ଦିନ ପରେ ପଙ୍ଗୁ ହୋଇ ଯୁବକ ଫେରିଲେ ଘରକୁ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅଞ୍ଚଳରେ । ସୂଚନା ପ୍ରକାରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଏନ୍ଏସି ଅନ୍ତର୍ଗତ ଦୁଇ ନମ୍ବର ୱାର୍ଡର ଡହଲପଡ଼ି ସାହିର ଅଙ୍ଗଦ ମଳିକ(୨୨) ନାମକ ଜଣେ ଯୁବକ ଭଗାମୁଣ୍ଡା ସାହିର ତାଙ୍କ ସାଙ୍ଗ ରବି ସାହାଣି ସହ କାମଧନ୍ଦା କରିବା ପାଇଁ […]Continue Reading
Odisha News
ଅନୁଗୋଳ/ବଡ଼କେରା,୨/୭: ୫୫ ନମ୍ବର ଜାତୀୟ ରାଜପଥରେ ଆଜି ଅପରାହ୍ଣରେ ପୁଣି ଏକ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ୍ ବାଇକ୍ ଆରୋହୀଙ୍କ ଉପରେ ଚଢ଼ିଯାଇଛି। ଫଳରେ ଘଟଣାସ୍ଥଳରେ ହିଁ ସେମାନଙ୍କର ଜୀବନ ଚାଲି ଯାଇଛି। ମୃତକମାନେ ହେଲେ ଗୁରଙ୍ଗ ଦେହୁରୀସାହିର ଅକ୍ଷୟ ବେହେରା ଓ ତାଙ୍କ ସ୍ତ୍ରୀ ମମତା ବେହେରା।ସୂଚନା ଅନୁସାରେ ଉଭୟ ବାଇକ ଆରୋହୀ ସ୍ବାମୀ ଅକ୍ଷୟ ବେହେରା ଓ ସ୍ତ୍ରୀ ମମତା ବେହେରା ଆଜି ଅପରାହ୍ଣ ପ୍ରାୟ ସାଢ଼େ ୩ଟାରେ ବଡ଼କେରା ପଟରୁ ଅନୁଗୁଳ […]Continue Reading
National News
Maharashtra,July 2 :  Nationalist Congress Party leader Ajit Pawar, backed by several MLAs, today took oath as the Deputy Chief Minister of Maharashtra in the Eknath Shinde-led government, triggering a shock split in the party. Pawar will share the post with BJP’s Devendra Fadnavis. Eight other NCP MLAs, including senior leaders Chhagan Bhujbal, Dhananjay Munde […]Continue Reading
Odisha News
ଭୁବନେଶ୍ବର,୨/୭: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ବିସ୍ତୃତି ବଢିବ। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି।ସେ କହିଛନ୍ତି, ୪ ତାରିଖରୁ ସମଗ୍ର ରାଜ୍ୟରେ ବର୍ଷାର ବିସ୍ତୃତି ବଢିବ। ଏହା ସହ ଆଜି ଉତ୍ତର ଏବଂ ଉପକୂଳ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଆସନ୍ତାକାଲି ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ Continue Reading
Odisha News
ଭୁବନେଶ୍ବର,୨/୭: ରାଜଧାନୀରେ ଦିନକୁ ଦିନ ଡେଙ୍ଗୁ ସ୍ଥିତି ଜଟିଳ ହେଉଛି। ରାଜଧାନୀର ଆଇଆରସି ଭିଲେଜ, ସାଲିଆ ସାହି ଏବଂ ଓଲଡ ଟାଉନ ଚଳିତବର୍ଷର ନୂଆ ହଟସ୍ପଷ୍ଟ ପାଲଟିଛି। ଏନେଇ ବିଏମସି ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି।ଏନେଇ ଭୁବନେଶ୍ୱର ମେୟର୍ ସୁଲୋଚନା ଦାସ କହିଛନ୍ତି, ରାଜଧାନୀର ବିଭିନ୍ନ ସ୍ଥାନରେ ସଫେଇ କାର୍ଯ୍ୟକ୍ରମ ଜାରି ରହିଛି। ଆଜି ଏଜି ଛକ ଆଖପାଖ ଅଞ୍ଚଳରେ ବିଏମସି ଟିମ ସଫେଇ କରିଛି। ରାଜଧାନୀରେ କିଛି କିଛି ସ୍ଥାନରେ ଡେଙ୍ଗୁ ବ୍ୟାପିଥିବା ଖବର Continue Reading
Odisha News
ପୁରୀ,୨/୭: ଅସହ୍ୟ ହେଲା ଘରୋଇ ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କ ମାନସିକ ନିର୍ଯାତନା। ଅସମୟରେ ଚଢ଼ା ସୁଧହାରରେ ଲୋନ୍ ନେଇ ଲୋନ୍ ଶୁଝି ପାରି ନ ଥିଲେ ବୃଦ୍ଧ ଦମ୍ପତି।ଫଳରେ ବାରମ୍ବାର ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କ ଦ୍ୱାରା ଲାଞ୍ଚିତ, ଅପମାନିତ ହେବା ସହ ଧମକ ବି ମିଳିଲା। ଏଥିରେ ଅତିଷ୍ଠ ହୋଇ ଜୀବନର ଶେଷ ସୋପାନରେ ରଶି ଲଗାଇ ଝୁଲି ପଡ଼ିଛନ୍ତି ବୃଦ୍ଧ ଦମ୍ପତି ।ଏପରି ଏକ ହୃଦୟ ବିଦାରକ ଘଟଣା ଆଜି ଭୋରରୁ ପୁରୀ ଜିଲ୍ଲା କଣାସ […]Continue Reading
National News
WEST BENGAL,JULY 2: The ruling Trinamool Congress decided to include the state capital in the process of party’s campaign for the upcoming rural polls. The party decided to organise street meetings and distribute TMC’s mouthpiece at both Howrah and Sealdah railway stations aiming the commuters coming from the rural parts of Bengal.  “Though Kolkata has […]Continue Reading