Home Articles posted by odadmin (Page 1269)
Top Stories
By Subrat Sarangi New Delhi, June 27: The Union Minister of Ports, Shipping & Waterways and Ayush Shri Sarbananda Sonowal launched ‘Sagar Samajik Sahayyog’ – the new guidelines of Corporate Social Responsibility (CSR) by the Ministry of Ports, Shipping & Waterways. The new guidelines empower ports to undertake CSR activities directly. The event was also […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୭/୬: ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାସ୍ତରୀୟ ଶିଶୁ ଶ୍ରମିକ ଉଚ୍ଛେଦ ଓ କିଶୋର ଶ୍ରମିକ ନିରାକରଣ ସଂପର୍କିତ ସଚେତନତା ସଭା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଗଜପତି ଜିଲ୍ଲା ଶ୍ରମ ଅଧିକାରୀ ଶ୍ରୀ ଲୋକନାଥ ପଣ୍ଡାଙ୍କ ସଭାପତିତ୍ବରେ ଗଜପତି ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଜିଲ୍ଲା ଶିଶୁ କଲ୍ୟାଣ କମିଟି ଅଧକ୍ଷ ଶ୍ରୀ ଅଶ୍ୱନି Continue Reading
Odisha News
ଗଜପତି,୨୭/୬ : ପାରଳାଖେମୁଣ୍ଡି ସହର ସ୍ଥିତ ନୂଆ ବସଷ୍ଟାଣ୍ଡ ପରିସରରେ ଥିବା ମାର୍କେଟ କମ୍ପ୍ଲେକ୍ସ ଠାରେ ଆଜି ଜିଲ୍ଲା ଓରମାସ ଏବଂ ମିଶନ-ଶକ୍ତିର ମିଳିତ ଆନୁକୁଲ୍ୟରେ ଜିଲ୍ଲାସ୍ତରୀୟ ୩ ଦିନିଆ “ଆମ୍ବ-ମେଳା” ତଥା “ମୋ ପସରା ଆମ୍ବ” ଉତ୍ସବ କାର୍ଯ୍ୟକ୍ରମ ଉଦଘାଟିତ ହୋଇଯାଇଛି ।ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନ ଏବଂ ଜିଲ୍ଲା ସ୍ଵତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷା ଶ୍ରୀମତୀ ମରୀୟମ ରଇତ ଏହି ଉତ୍ସବ କାର୍ଯ୍ୟକ୍ରମରେ Continue Reading
National News
Imphal,June 27: The Manipur government has decided to invoke a “no work, no pay” rule for its employees who are not attending office. The General Administration Department (GAD) has been asked to furnish details of employees who are not able to attend their official work due to the prevailing situation in the state. A circular […]Continue Reading
Odisha News
ପୁରୀ,୨୭/୬ : ଆଡପ ମଣ୍ଡରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ହେଲା ଶେଷ ଦର୍ଶନ। ମହାପ୍ରଭୁଙ୍କୁ ଆଡପ ମଣ୍ଡପରେ ଦର୍ଶନ କରି ଫେରିବା ବେଳେ ଭକ୍ତଙ୍କ ମୃତ୍ୟୁ ହୋଇଛି। ଆଜି ପୁରୀ ଶ୍ରୀଗୁଣ୍ଡିଚା ମନ୍ଦିର ନିକଟରେ ଏହି ଅଘଟଣ ଘଟିଛି। ମୃତ ଭକ୍ତ ହେଉଛନ୍ତି କାକଟପୁର ଅଞ୍ଚଳର ଲକ୍ଷ୍ମୀଧର ଖୁଣ୍ଟିଆ।ସେ ଗୁଣ୍ଡିଚା ମନ୍ଦିରରେ ଦର୍ଶନ ସାରି ଫେରିବା ବେଳେ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ପରିବାର ଲୋକେ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ହେଲେ Continue Reading
Odisha News
ଭୁବନେଶ୍ବର,୨୭/୬: ଓଡ଼ିଶା ସରକାରଙ୍କ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କୁ କେନ୍ଦ୍ର ସରକାର ଚିଠି ଲେଖିଛନ୍ତି। କେନ୍ଦ୍ର କାର୍ମିକ ଓ ପ୍ରଶିକ୍ଷଣ ବିଭାଗ ଅନୁ ସଚିବ ରୂପେଶ କୁମାର ଏହି ଚିଠି ଲେଖିଛନ୍ତି।ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ଓ ବିଜେପିର ଓଡ଼ିଶା ସଭାପତି ମନମୋହନ ସାମଲଙ୍କ ଦ୍ବାରା ଗତ ୨୪ ତାରିଖ ଦିନ ଅଭିଯୋଗ ଆଧାରରେ କେନ୍ଦ୍ରୀୟ ସଚିବ ଏହି ଚିଠି ରାଜ୍ୟ ମୁଖ୍ୟ ଶାସନ ସଚିବ ଶ୍ରୀ ଜେନାଙ୍କୁ ଲେଖିଛନ୍ତି।ଜଣେ ଆଇଏଏସ ଅଧିକାରୀଙ୍କ ବିରୋଧରେ Continue Reading
Odisha News
ଦିଗପହଣ୍ଡି,୨୭/୬: ପୁଣି ଭିଜିଲାନ୍ସ ଜାଲରେ ଆଉଜଣେ ସରକାରୀ ବାବୁ। ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜର କାହ୍ନୁ ଚରଣ ପଟ୍ଟନାୟକଙ୍କ ଦିଗପହଣ୍ଡି ସରକାରୀ କାର‌୍ୟ୍ୟାଳୟ, ସରକାରୀ ବାସଭବନ ଏବଂ ବ୍ରହ୍ମପୁର ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ଉ କରାଯାଉଛି। ବ୍ରହ୍ମପୁର ଭିଜିଲାନ୍ସର ୬ଜଣିଆ ଟିମ ଚଢ଼ଉ କରିଥିବାର ସୂଚନା ରହିଛି।ପ୍ରାପ୍ତ ସୂଚନା ଅନୁଯାୟୀ, ବିଳମ୍ବିତ ରାତିରେ ଦିଗପହଣ୍ଡି ସରକାରୀ କାର୍ଯ୍ୟାଳୟରୁ ଘରକୁ ଫେରୁଥିବା ବେଳେ ଗଣିଆନାଳ ଛକରେ Continue Reading
Odisha News
କଟକ,୨୭/୬ : ସେଞ୍ଚୁରି ଛୁଇଁଛି ଟମାଟୋ। ଟମାଟୋ କେଜି ପିଛା ଦାମ ୧୦୦ ଟଙ୍କା ପାର କରିଛି। ପ୍ରତିବର୍ଷ ଏହି ସମୟରେ ଟମାଟୋ କେଜି ପିଛା ୩୦ରୁ ୪୦ ଟଙ୍କାରେ ବିକ୍ରି ହୋଇଥାଏ। କିନ୍ତୁ ଏବର୍ଷ ସ୍ଥିତି ବଦଳି ଯାଇଛି। ୧୦୦ ଟଙ୍କା ଉପରେ ଟମାଟୋ କିଲୋପତି ବିକ୍ରି ହେଉଛି। କଟକରେ ଟମାଟୋ କେଜି ପିଛା ଶହେରୁ ୧୨୦ ଟଙ୍କାରେ ବିକ୍ରି ହେଉଛି। ସେହିପରି ବାଲେଶ୍ୱରରେ କେଜି ପ୍ରତି ୧୦୦ଟଙ୍କା ରହିଛି ଟମାଟୋ ଦର। ବ୍ରହ୍ମପୁରରେ ମଧ୍ୟ […]Continue Reading
Odisha News
ଭୁବନେଶ୍ବର,୨୭/୬: ରାଜ୍ୟ ସରକାର ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତଙ୍କ ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତଙ୍କୁ ଚାକିରିରୁ ବିଦା କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଭିଜିଲାନ୍ସ ଗିରଫ କରିବା ପରେ ସରକାର ତାଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ Continue Reading