Home Articles posted by odadmin (Page 1275)
Odisha News
ବିହାର, ୨୩/୬ : ବିଜେପି ବିରୋଧରେ ଏକାଠି ଲଢ଼ିବା ପାଇଁ ଅଣ୍ଟା ଭିଡ଼ିଥିବା ବିରୋଧୀ ଦଳ ଗୁଡ଼ିକ ଆଜି ବିହାରର ରାଜଧାନୀ ପାଟନାରେ ମହା ବୈଠକ କରିଛନ୍ତି। ୪ ଘଣ୍ଟା ଧରି ଚାଲିଥିବା ଏହି ବୈଠକରେ ୧୭ଟି ଦଳର ନେତା ଯୋଗ ଦେଇଥିଲେ। ବୈଠକ ବେଳେ ଦିଲ୍ଲୀ ଅଧ୍ୟାଦେଶକୁ ନେଇ ଆପ୍ ଓ କଂଗ୍ରେସ ମଧ୍ୟରେ କଥା କଟାକଟି ହୋଇଥିବା ଜଣାପଡ଼ିଛି।ତଥାପି ମହା ବୈଠକ ପରେ ବିରୋଧୀ ଦଳଗୁଡ଼ିକ ଏକାଠି ନିର୍ବାଚନ ଲଢ଼ିବାକୁ ରାଜି ଥିବା କହିଛନ୍ତି। […]Continue Reading
Odisha News
ଭୁବନେଶ୍ବର/କେନ୍ଦ୍ରାପଡ଼ା,୨୩/୬: ଗତ ୨୦ ତାରିଖ ଦିନ ଭୁବନେଶ୍ବରରେ ଜଣେ ଯୁବତୀଙ୍କୁ ଛୁରୀ ଭୁସି ହତ୍ୟା କରିବା ଘଟଣାରେ ଅଭିଯୁକ୍ତ ରମେଶ ବାରିକ ଆଜି କେନ୍ଦ୍ରାପଡ଼ାରୁ ଗିରଫ ହୋଇଛି। ପୁଲିସ ଅଭିଯୁକ୍ତ ରମେଶକୁ ଗିରଫ କରିବା ପରେ ଅଧିକ ପଚରାଉଚରା କରୁଛି।ସୂଚନାଯୋଗ୍ୟ, ୨୦ ତାରିଖ ଅର୍ଥାତ୍ ରଥଯାତ୍ରା ଦିନ ଛୁରାମାଡ଼ରେ ଗୁରୁତର ହୋଇ ଚିକିତ୍ସାଧୀନ ଥିବା ବୈଜୟନ୍ତୀ ସାହୁ(୨୦)ଙ୍କର ଗୁରୁବାର ଦିନ ମୃତ୍ୟୁ ହୋଇଥିଲା। ଗତ ୧୫ ଦିନ ତଳେ ଜଗତସିଂପୁର ଜିଲ୍ଲା Continue Reading
Odisha News
ବାଲେଶ୍ବର/ଭଦ୍ରକ,୨୩/୬: ଗିରଫ ହେଲେ ରାଜ୍ୟ ମହିଳା ଓ ଶିଶୁ କଲ୍ୟାଣ ବିଭାଗରେ ବରିଷ୍ଠ ଅଧିକାରୀ ତଥା ଭଦ୍ରକର ପୂର୍ବତନ ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ (ଡିଏସ୍ଡବ୍ଲୁଓ) ଜୟନ୍ତୀ ବେହେରା।ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଜ୍ୟ ମହିଳା ଓ ଶିଶୁ କଲ୍ୟାଣ ବିଭାଗରେ ବରିଷ୍ଠ ଅଧିକାରୀ ତଥା ଭଦ୍ରକର ପୂର୍ବତନ ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ (ଡିଏସ୍ଡବ୍ଲୁଓ) ଜୟନ୍ତୀ ବେହେରାଙ୍କ ଘରେ ଗତକାଲି ଚଢ଼ାଉ କରିବା ପରେ ଆଜି ଗିରଫ କରିଛି ଭିଜିଲାନ୍ସ। ଚଢ଼ାଉ ପରେ Continue Reading
Odisha News
ନବରଙ୍ଗପୁର/ ଭୁବନେଶ୍ୱର,୨୩/୬: ଆଜି ସକାଳୁ ସକାଳୁ ଭିଜିଲାନ୍ସ ଟିମ୍ ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତଙ୍କ ରାଜଧାନୀର କାନନ ବିହାରସ୍ଥିତ ବାସଭବନରେ ଚଢ଼ଉ କରିବାକୁ ପହଞ୍ଚିଥିଲା। ସେତିକିବେଳେ ପ୍ରଶାନ୍ତ କୁମାର ରାଉତଙ୍କ ପଡ଼ୋଶୀଙ୍କ ଛାତ ଉପରୁ ଠୋଠା ଶବ୍ଦ ଶୁଭିଲା। ଭିଜିଲାନ୍ସ ଟିମ୍ କାଳ ବିଳମ୍ବ ନ କରି ପଡ଼ୋଶୀଙ୍କ କଲିଂ ବେଲ୍ ଚିପି ଡାକିଥିଲେ।ପଡ଼ୋଶୀ ମଧ୍ୟ ଗେଟ୍ ଖୋଲିଲେ। ହେଲେ ସେ କିଛି ବୁଝିପାରି ନଥିଲେ। ଭିଜିଲାନ୍ସ Continue Reading
National News
NEW DELHI,JUNE 23 : Prime Minister Narendra Modi, on a State visit to the US, on Thursday (US local time) highlighted the strong people-to-people connection between the two countries, saying they were getting to know each other better with every passing day. Delivering his remarks at the official dinner with US President Joe Biden standing […]Continue Reading
Odisha News
ନବରଙ୍ଗପୁର,୨୩/୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନବରଙ୍ଗପୁର ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ପ୍ରଶାନ୍ତଙ୍କ ନବରଙ୍ଗପୁର ସରକାରୀ ବାସଭବନ, କାର୍ଯ୍ୟାଳୟ, ଭଦ୍ରକ ସ୍ଥିତ ପୈତୃକ ଘର, ଭୁବନେଶ୍ୱର ସ୍ଥିତ କାନନ ବିହାର ଘର ସମେତ ୯ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି।ଏହି ଚଢ଼ାଉରେ ଭିଜିଲାନ୍ସ ବିଭାଗର ୯ଟି ଟିମ୍ ସାମିଲ ହୋଇଛନ୍ତି। ପ୍ରଶାନ୍ତ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ Continue Reading
Odisha News
ଓ୍ବାସିଂଟନ,୨୨/୬ : ଆମେରିକା ଗସ୍ତର ତୃତୀୟ ଦିନରେ ୱାଶିଂଟନ ଡିସିରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୱାଶିଂଟନରେ ପହଞ୍ଚିବା ମାତ୍ରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା । ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଗାର୍ଡ ଅଫ୍ ଅନର ରେ ସମ୍ମାନିତ କରାଯାଇଥିଲା। ହ୍ଵାଇଟ୍ ହାଉସରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ମଧ୍ୟ ଭେଟିଛନ୍ତି ମୋଦି ।ଭବ୍ୟ ସମ୍ବର୍ଦ୍ଧନା ପରେ ମୋଦୀ ବାଇଡେନଙ୍କୁ କହିଛନ୍ତି ଯେ ଏହି ସମ୍ମାନ ପାଇଁ ଧନ୍ୟବାଦ । ଏହି ଗୌରବ ୧୪୦ Continue Reading