Home Articles posted by odadmin (Page 1280)
Odisha News
ବିଶ୍ୱ ଭୂଷଣ ମହାପାତ୍ର/ମମତା ମହାପାତ୍ରଙ୍କ ରିପୋର୍ଟନଆଗଡ଼,୨୦/୬: ଆଜି ବି ବଞ୍ଚିଛି ମାନବିକତା । ଆଜି ବି ରହିଛି ମଣିଷ ପଣିଆର ନିଆରା ଉଦାହରଣ । ଯେଉଁଠି ସେବା କେବଳ ସାମାଜିକ ଗଣମାଧ୍ୟମର ପୃଷ୍ଠା ବିମଣ୍ଡିତ କରୁଛି ସେଇଠି ସେବାର ନୂଆ ନୂଆ ଦୃଷ୍ଟାନ୍ତ ସାମ୍ନାକୁ ଆସୁଅଛି । ଏମିତି ଏକ ଘଟଣା ଦେଖିବାକୁ ମିଳିଛି ନୟାଗଡ଼ ରାଜସୁନାଖଳା ପଞ୍ଚାୟତ ନୃସିଂହପୁର ଟାଙ୍ଗୀସାହି ଗାଁରେ । ଏହି ଗାଁରେ ଦୀର୍ଘ ୬ ଘଣ୍ଟା ଧରି ଦୁର୍ଗନ୍ଧ ପରିବେଶରେ ଏକ […]Continue Reading
Odisha News
ପୁରୀ,୨୦/୬: ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରାର ଅନ୍ୟତମ ଆକର୍ଷଣ ‘ରଥଟଣା’ କାର‌୍ୟ୍ୟ ଆରମ୍ଭ ହୋଇଯାଇଛି। ପ୍ରଶାସନ ପକ୍ଷରୁ ରଥଟଣା କାମ ୪ଟାରୁ ଆରମ୍ଭ ହେବାକୁ ଥିବା ବେଳେ, ନୀତିନିର୍ଘଣ୍ଟ ଆଗୁଆ ଶେଷ ହୋଇଯାଇଥିବାରୁ ଅପରାହ୍ଣ ୩ଟା ୪ ମିନିଟରେ ରଥଟଣା ଆରମ୍ଭ ହୋଇଯାଇଛି।ଭକ୍ତମାନେ ପ୍ରଥମେ ବଳଭଦ୍ରଙ୍କ ତାଳଧ୍ବଜକୁ ବଡ଼ଦାଣ୍ଡରେ ଟାଣିବା ଆରମ୍ଭ କରିଦେଇଛନ୍ତି। ଭକ୍ତଙ୍କ ହରିବୋଲ, ହୁଳହୁଳି ଡାକ ସହ ଘଣ୍ଟଘଣ୍ଟି ଧ୍ବନିରେ ବଡ଼ଦାଣ୍ଡ ଉଛୁଳି ପଡୁଛି। ଭକ୍ତମାନେ Continue Reading
Odisha News
ବାଲେଶ୍ବର/ସୋର,୨୦/୬: ବାଲେଶ୍ବର ଜିଲ୍ଲା ବାହାନଗାଠାରେ ଘଟିଥିବା ଦୁର୍ଘଟଣାକୁ ନେଇ ସିବିଆଇ ସ୍କାନରରେ ଅଛନ୍ତି ସିଗନାଲ୍ କନିଷ୍ଠ ଯନ୍ତ୍ରୀ ଅମୀର ଖାନ୍। ସିବିଆଇ ହେପାଜତରେ ଅଛନ୍ତି ଅମୀର। ଆଜି ସକାଳେ ତାଙ୍କ ଘରେ ପହଞ୍ଚି ସିବିଆଇ ଟିମ୍ ଅମୀର ଖାନଙ୍କ ଉପସ୍ଥିତିରେ ଘରର ସିଲ ଖୋଲିଛି। ଘର ଭିତରେ ପଶି ସିବିଆଇ ଟିମ୍ ତନାଘନା କରୁଛି।ସୂଚନାଯୋଗ୍ୟ, ଗତକାଲି ୩ ଜଣିଆ ସିବିଆଇ ଟିମ ଗତକାଲି ସୋର ସ୍ଥିତ ଅମୀରଙ୍କ ଭଡ଼ା ଘରେ ଚଢ଼ାଉ କରିଥିଲେ। ତାଙ୍କ ପତ୍ନୀ ଘରେ Continue Reading
Odisha News
ପୁରୀ,୨୦/୬: ଆଜି ହେଉଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା। ଏହି ଅବସରରେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ରାଜ୍ୟବାସୀ ତଥା ଦେଶବାସୀଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜ୍ଞାପନ କରିଛନ୍ତି।ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଜର ଟୁଇଟରରେ ଲେଖିଛନ୍ତି, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ Continue Reading