Home Articles posted by odadmin (Page 1281)
Odisha News
ପୁରୀ,୨୦/୬: ଆଜି ହେଉଛି ବିଶ୍ବପ୍ରସିଦ୍ଧ ରଥଯାତ୍ରା। ଶୁକ୍ଳପକ୍ଷ ଦ୍ୱିତୀୟା ତିଥିରେ ଘୋଷଯାତ୍ରା ପାଇଁ ରଥ-ପଥ-ଭକ୍ତ ପ୍ରସ୍ତୁତ। ବଡ଼ଦାଣ୍ଡରେ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଜିଉ। ରତ୍ନବେଦୀରୁ ବଡ଼ଦାଣ୍ଡକୁ ଓହ୍ଲାଇବେ ପ୍ରଭୁ।ଏଥିଲାଗି ପୂର୍ବ ନିର୍ଦ୍ଧାରିତ ସମୟ ଆଗରୁ ଆରମ୍ଭ ହୋଇଛି ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି। ଇତିମଧ୍ୟରେ ଶ୍ରୀସୁଦର୍ଶନଙ୍କ ପହଣ୍ଡି ଶେଷ ହୋଇଯାଇଛି। ଏଣେ ଶ୍ରୀବଳଦେବଙ୍କ ପହଣ୍ଡି ଆରମ୍ଭ ହୋଇଛି। ଏହାପରେ ମାତା ସୁଭଦ୍ରାଙ୍କର ଏବଂ Continue Reading
Odisha News
ଭୁବନେଶ୍ୱର, ୧୯/୬: ଚଳିତମାସ ୨୧ତାରିଖରୁ ରାଜ୍ୟର ସମସ୍ତ ସ୍କୁଲ ଖୋଲିବ । ଗ୍ରୀଷ୍ମଛୁଟି ପରେ ୨୧ତାରିଖରୁ ସ୍କୁଲ ଖୋଲୁଥିଲେ ମଧ୍ୟ ୭ଟି ଜିଲ୍ଲାରେ ଗ୍ରୀଷ୍ମପ୍ରବାହର ପରିସ୍ଥିତିକୁ ଦୃଷ୍ଟିରେ ରଖି ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନେ ସକାଳୁଆ ସ୍କୁଲ କିମ୍ବା ସମ୍ପୂର୍ଣ୍ଣ ଛୁଟି ପାଇଁ ନିଷ୍ପତ୍ତି ନେଇପାରିବେ । ବାକି ୨୩ଟି ଜିଲ୍ଲାରେ ଜୁନ୍ ୨୧ରେ ଗ୍ରୀଷ୍ମଛୁଟି ଖୋଲିବ ଓ ସ୍ୱାଭାବିକ ସମୟରେ ସ୍କୁଲ ପାଠପଢ଼ା ହେବ ।ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୯/୬: ବୌଦ୍ଧ ପଂଚାୟତ ମହାବିଦ୍ୟାଳୟର ଛାତ୍ରୀ ପ୍ରିୟା କୁମାରୀ ଗୁପ୍ତା ଚଳିତ ବର୍ଷ ସମ୍ବଲପୁର ବିଶ୍ୱ ବିଦ୍ୟାଳୟର ପ୍ରାଣୀ ବିଜ୍ଞାନରେ ସ୍ନାତକ ସମ୍ମାନରେ ୪ର୍ଥ ସ୍ଥାନ ଅଧିକାର କରି କୃତିତ୍ୱ ହାସଲ କରିଛନ୍ତି ।ତାଙ୍କର ଏହି କୃତିତ୍ୱ ପାଇଁ ସେ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରକାଶ ଚନ୍ଦ୍ର ବେହେରା , ବିଭାଗୀୟ ମୁଖ୍ୟ ଅଧ୍ୟାପିକା ଗୀତାଂଜଳି ମହାପାତ୍ର ତଥା ଅନ୍ୟାନ ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀମାନଙ୍କୁ କୃତଜ୍ଞତା Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୯/୬ : ଗଜପତି ଜିଲ୍ଲା ନୂଆଗଡ ବ୍ଲକ ଅନ୍ତର୍ଗତ ପରିମଳ ଗ୍ରାମ ସ୍ଥିତ ପଞ୍ଚାୟତ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା , ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ କୁମାର , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲା-ପରିଷଦ ଶ୍ରୀ Continue Reading
Odisha News
ବାହାନଗା ଟ୍ରେନ୍ ଦୁର୍ଘଟଣା: ସୋର ସେକସନ୍ ସିଗନାଲ ଜେଇଙ୍କ ଠିକଣାରେ ‘ସିବିଆଇ’ର ଚଢ଼ଉ, ଘର ସିଲ୍ବାଲେଶ୍ବର/ସୋର,୧୯/୬ : ବାଲେଶ୍ବର ଜିଲ୍ଲା ବାହାନଗା ଟ୍ରେନ୍ ଦୁର୍ଘଟଣାରେ ସିବିଆଇ ଆଜି ସୋର ସେକସନ ସିଗନାଲ ଜୁନିୟର ଇଂଜିନିୟର (ଜେଇ)ଙ୍କ ଭଡ଼ା ଘରେ ଚଢ଼ଉ କରିଛି।ବାଲେଶ୍ବର ଜିଲ୍ଲା ସୋର ଥାନା ଅନ୍ତର୍ଗତ କମରପୁରସ୍ଥିତ ସୋର ସେକସନ ସିଗନାଲ ଜେଇ ଅମୀର ଖାନଙ୍କ ଠିକଣାରେ ଆଜି ସିବିଆଇ ଚଢ଼ଉ ପରେ ଘର ସିଲ କରିଥିବା ବିଶ୍ବସ୍ତ ସୂତ୍ରରୁ ସୂଚନା ମିଳିଛି।ସୂଚନା Continue Reading
Odisha News
କିଶୋର ମହାପାତ୍ରଙ୍କ ରିପୋର୍ଟନୟାଗଡ଼ ,୧୮/୦୬ : ସୋମବାର ନୟାଗଡ଼ ମାର୍ଶାଲ ଆର୍ଟ ଆକାଡେମି ର ୧୮ତମ ଟାଇକୋଣ୍ଡ କଲର ବେଲ୍ଟ ପ୍ରମୋସନ ଟେଷ୍ଟ ନୂଆ ରାଜବାଟି କଲ୍ୟାଣ ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଓଡ଼ିଶା ଟାଇକୋଣ୍ଡ ସଂଘର ସାଧାରଣ ସମ୍ପାଦକ ମାଷ୍ଟର ମନମୋହନ ଭଞ୍ଜ ପରିକ୍ଷକ ଭାବରେ ପରିକ୍ଷା ପରିଚାଳନା କରିଥିଲେ । ଏଥିରେ ୬୦ରୁ ଉର୍ଦ୍ଧ ଛାତ୍ରଛାତ୍ରୀ ମାନେ ବିଭିନ୍ନ ରଙ୍ଗ ବେଲ୍ଟର ଯଥା ହ୍ବାଇଟ, ୟଲୋ, ଗ୍ରୀନ, ବ୍ଲୁ, ରେଡ ଇତ୍ୟାଦି ର […]Continue Reading
Odisha News
ଭୁବନେଶ୍ୱର,୧୯/୬: ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁର ଆଗମନ ହୋଇ ନଥିଲେ ସୁଦ୍ଧା ସୋମବାର ପ୍ରବଳ ଖରାରୁ ଆଶ୍ବସ୍ତି ମିଳିଛି। ୨୪ ଘଣ୍ଟା ପୂର୍ବରୁ ପଶ୍ଚିମ ଓଡ଼ିଶାରେ ପ୍ରବଳ ଖରା ଓ ଗରମ ହୋଇଥିଲେ ବି ଆଜି ଏଥିରେ ପରିବର୍ତ୍ତନ ଦେଖିବାକୁ ମିଳିଛି।କେବଳ ଝାରସୁଗୁଡ଼ାରେ ତାପମାତ୍ରା ୪୦ ଡିଗ୍ରି ଉପରେ ରହିଛି। ଏଠାରେ ଦିନ ୨ଟା ୩୦ ସୁଦ୍ଧା ତାପମାତ୍ରା ୪୦.୮ଡିଗ୍ରି ରେକର୍ଡ କରାଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ବିଭାଗ ପକ୍ଷରୁ ଏହି ସୂଚନା Continue Reading
Top Stories
By Mahendra Darjee Rourkela, June 19: Odisha Chief Minister Shri Naveen Patnaik on June 16 launched a mega programme ‘One Step Ahead,’ in virtual mode, for development and promotion of grassroots hockey across Sundargarh district. The programme organised by JSP Foundation in collaboration with Dilip Tirkey Sports Research and Development Foundation (DTSRDF) aims to nurture Continue Reading