Home Articles posted by odadmin (Page 1285)
National News
KARNATAKA,JUNE 16: A tractor driver has been arrested for allegedly crushing to death under his vehicle a police constable in Karnataka’s Kalaburagi district, police said on Friday. The incident took place when the constable was attempting to stop a tractor from transporting illegally mined sand in Jewargi taluk, they said. The prime accused tractor driver […]Continue Reading
Odisha News
ବାଲେଶ୍ୱର,୧୬/୬ : ବାଲେଶ୍ୱର ଜିଲ୍ଲା ବାହାନଗାରେ ଘଟିଥିବା ଟ୍ରେନ୍ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ବଢ଼ିଛି। ଏହି ଘଟଣାରେ ଗୁରୁତର ଭାବେ ଆହତ ହୋଇ କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା ଆଉ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିବା ପରେ ଏହି ସଂଖ୍ୟା ୨୯୦କୁ ବୃଦ୍ଧି ପାଇଛି।ମୃତ ବ୍ୟକ୍ତିଙ୍କ ନାଁ ପ୍ରକାଶ ରାମ। ତାଙ୍କ ଘର ବିହାରରେ। ସର୍ଜରୀ ୱାର୍ଡରେ ତାଙ୍କର ଚିକିତ୍ସା ଚାଲିଥିଲା।ଏହା ପୂର୍ବରୁ ଏହି ଦୁର୍ଘଟଣାରେ ଗୁରୁତର ଆହତ ହୋଇ କଟକ ବଡ଼ ଡାକ୍ତରଖାନାରେ Continue Reading
Odisha News
ନବରଙ୍ଗପୁର.୧୬/୬ ଘରେ ଲୁଚାଇ ରଖିଥିଲେ ବାଘଛାଲ ଓ ହରିଣ ଶିଙ୍ଗ। ଭାବିଥିଲେ କେହି ଜାଣିପାରିବେନି। ବନ ବିଭାଗ କୌଣସି ସୂତ୍ରରୁ ଖବର ପାଇ ରାତିଅଧରେ ଚଢ଼ାଉ କରି ବାଘ ଛାଲ, ହରିଣ ଶିଙ୍ଘ ଏବଂ କିଛି ଅନ୍ୟ ଜୀବଙ୍କ ଅବଶେଷ ଜବତ କରିଛି। ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ୍ ଅନ୍ତର୍ଗତ ଛତିଶଗଡ଼ ସୀମାନ୍ତ କଲମାଡଙ୍ଗରି ଗାଁରେ ଏହି ଘଟଣା ଘଟିଛି। ଏହି ଘଟଣାରେ ୩ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ କୁଶ ଭତରା, ମୋହନସିଂ ରାବତ […]Continue Reading
Odisha News
ଗୁଜରାଟ,୧୬/୬ : ବାତ୍ୟା ‘ବିପର୍ଯ୍ୟୟ’ ଗତକାଲି ଗୁଜରାଟର ଲ୍ୟାଣ୍ଡଫଲ କରିଥିବା ବେଳେ ଏଥିଯୋଗୁ ସେଠାରେ ବ୍ୟାପକ କ୍ଷୟକ୍ଷତି ହୋଇଛି।ରାଜ୍ୟର ୧୦ଟି ଜିଲ୍ଲାର ଲୋକେ ପ୍ରଭାବିତ ହୋଇଛନ୍ତି। ବାତ୍ୟା ଯୋଗୁ ୨ ଜଣଙ୍କ ଜୀବନ ଯାଇଥିବା ବେଳେ ୨୨ ଜଣ ଆହତ ହୋଇଛନ୍ତି। ୨୦ରୁ ଅଧିକ ପ୍ରାଣୀଧନଙ୍କ ଜୀବନ ଯାଇଛି। ୫୦୦ରୁ ଅଧିକ ଗଛ ଉପୁଡ଼ି ପଡ଼ିଛି। ବହୁ ସଂଖ୍ୟାରେ ବିଜୁଳି ଖୁଣ୍ଟ ଉପୁଡ଼ି ପଡ଼ିଥିବାରୁ ୯୦୦ରୁ ଅଧିକ ଗାଁକୁ ବିଜୁଳି ସେବା ବିଚ୍ଛିନ୍ନ ହୋଇଯାଇଛି।ଏନ୍ଡିଆରଏଫ୍ Continue Reading
Odisha News
ଭୁବନେଶ୍ୱର,୧୬/୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନୟାଗଡ଼ର ପୂର୍ବତନ ଯୋଗାଣ ଅଧିକାରୀ ବ୍ରଜେନ୍ଦ୍ର ନାୟକଙ୍କ ଘର ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ଚଢଉ ହେଉଛି। ପୂର୍ବରୁ ରାଜ୍ୟ ସରକାର ତାଙ୍କୁ ନିଲମ୍ବିତ କରିଛନ୍ତି।ସକାଳୁ ସକାଳୁ ଓଡ଼ିଶା ଭିଜିଲାନ୍ସ ଟିମ୍ ୫ଟି ସ୍ଥାନରେ ଚଢଉ କରିଛନ୍ତି। ଭୁବନେଶ୍ୱର ଏବଂ ପୁରୀ ଜିଲ୍ଲାରେ ଏହି ଚଢଉ ଚାଲିଛି। ଭୁବନେଶ୍ୱରର ଭୀମଟାଙ୍ଗୀ, ହାଉସିଂ ବୋର୍ଡ କଲୋନିରେ ଥିବା ଘର, ରାଜାରାଣୀ କଲୋନିରେ ଥିବା ପ୍ଲଟ ନଂ ୩୮୪ ଓ Continue Reading
Odisha News
ବଲାଙ୍ଗିର,୧୬/୬: ଜଣେ ବ୍ୟକ୍ତିଙ୍କ ଉପରେ ମାଡ଼ିଗଲା ଆମ୍ବୁଲାନ୍ସ। ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ରାସ୍ତାର ମାୟାବର୍ହା ଛକ ନିକଟରେ ଆଜି ସକାଳେ ଏପରି ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ଜଣ ଗୁରୁତର ଆହତ ହୋଇଛନ୍ତି। ମୃତ ବ୍ୟକ୍ତି ଜଣକ ଭାଳୁଜୁରୀ ଗାଁର ଖୁସିରାମ ମହନନ୍ଦ। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।ଗତକାଲି ରାତିରେ ଖୁସିରାମ ନିଜ ସ୍ତ୍ରୀ ଓ ଝିଅ ସହ ମିଶି ନିଜ କାର୍ରେ ବଲାଙ୍ଗିର ଯାଉଥିଲେ। Continue Reading
Odisha News
ଭୁବନେଶ୍ୱର,୧୬/୬ : ରାଜ୍ୟରେ ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳି ଲାଗି ରହିଥିବା ବେଳେ ଏବେ ଏଥରୁ ମିଳିବନି ନିସ୍ତାର। ୧୮ ତାରିଖ ପର‌୍ୟ୍ୟନ୍ତ ଗରମ ସହ ଗୁଳୁଗୁଳିରେ ଛଟପଟ ହେବେ ରାଜ୍ୟବାସୀ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କରାଯାଇଥିବା ଆକଳନରୁ ଏହା ଜଣାପଡ଼ିଛି।ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ୧୮ ତାରିଖ ଯାଏ ରାଜ୍ୟରେ ଭୀଷଣ ଗ୍ରୀଷ୍ମ ପ୍ରବାହ ଲାଗି ରହିବ। କିଛି ଜିଲ୍ଲାରେ ତାପମାତ୍ରା ସ୍ୱାଭାବିକ ତୁଳନାରେ ୫ ରୁ ୭ ଡିଗ୍ରୀ ଅଧିକ Continue Reading