Home Articles posted by odadmin (Page 1289)
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୪/୬: ବୌଦ୍ଧ ଜିଲାପାଳଙ୍କ କାର୍ଯ୍ୟାଳୟ ଠାରେ ଆଜି ମଧ୍ୟାହ୍ନ ଭୋଜନ ପାଚିକା ଓ ସହାୟିକା ମାନଙ୍କ ଦିଗଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଜିଲାପାଳ ସତ୍ୟରଂଜନ ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲାର ବିଭିନ୍ନ ଅଂଚଳରୁ ଆସିଥିବା ମଧ୍ୟାହ୍ନ ଭୋଜନ ପାଚିକା ଓ ସହାୟିକା ମାନେ ଅଂଶଗ୍ରହଣ କରିଥିଲେ ।ମଧ୍ୟାହ୍ନ ଭୋଜନ ପରିଚାଳନାରେ ପାଚିକା ଓ ସହାୟିକା ମାନଙ୍କ ରହିଥିବା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ Continue Reading
Odisha News
ନୂଆଦିଲ୍ଲୀ,୧୩/୬: ପ୍ରକାଶ ପାଇଛି ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ-ୟୁଜି ୨୦୨୩ର ରେଜଲ୍ଟ। ନ୍ୟାଶନାଲ ଟେଷ୍ଟ ଏଜେନ୍ସି(ଏନଏଟି) ଟ୍ୱିଟ କରି ଏହି ସୂଚନା ଦେଇଛି। ଚଳିତ ବର୍ଷ ୨ ଜଣ ଶିକ୍ଷାର୍ଥୀ ଟପ୍ପର ହେବା ସହ ୯୯.୯୯% ମାର୍କ ରଖିଛନ୍ତି। ତାମିଲନାଡୁର ପ୍ରଭଞ୍ଜନ ଜେ ଓ ଆନ୍ଧ୍ର ପ୍ରଦେଶର ବୋରା ବରୁଣ ଚକ୍ରବତ୍ତି ନିଟ୍ ୟୁଜି-୨୦୨୩ ପରୀକ୍ଷାରେ ୯୯.୯୯% ମାର୍କ ରଖିଛନ୍ତି।ଟପ୍ ୫୦ ଜଣଙ୍କ ମଧ୍ୟରେ ଓଡ଼ିଶାର ୨ ଶିକ୍ଷାର୍ଥୀ ରହିଛନ୍ତି। ୮ମ ସ୍ଥାନରେ ଓଡ଼ିଶାର Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀ ରିପୋର୍ଟବାଲିଗୁଡ଼ା,୧୩/୬: ନବ ବିବାହିତାଙ୍କ ଯୌତୁକକୁ ବିରୋଧ ଘଟଣା ଏବେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଅଞ୍ଚଳରେ ବେଶ୍ ଚର୍ଚ୍ଚାର ବିଷୟ ପାଲଟିଛି । ଯୌତୁକରେ ବର ମୋଟର ସାଇକେଲ ମାଗିବାରୁ ସମସ୍ତଙ୍କ ସାମ୍ନାରେ ମଙ୍ଗଳ ସୂତ୍ର ଓ ଶଙ୍ଖା,ଚୁଡି ଖୋଲି ଦେଇ ବାପା ଘରକୁ ଫେରି ଯାଇଛନ୍ତି ଜଣେ ନବ ବିବାହିତା କନ୍ୟା ।ଏହି ଘଟଣାକୁ ନେଇ ଏବେ ଅଞ୍ଚଳରେ ଚର୍ଚ୍ଚା ଜୋର୍ ଧରିଛି । ଘଟଣା ପ୍ରକାରେ ତୁମୁଡିବନ୍ଧ ଥାନା ସାରୁପାଟା ଦୁର୍ଗମ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୩/୬ : ହରଭଂଗା ବ୍ଲକ କାର୍ଯ୍ୟାଳୟଠାରେ ଆଜି ଆୟୋଜିତ ସ୍ୱତନ୍ତ୍ର ସହାୟତା ପ୍ରଦାନ ଶିବିରରେ ନିର୍ମାଣ ଶ୍ରମିକ ମାନଙ୍କୁ ମନ୍ତ୍ରୀ ପ୍ରଦୀପ କୁମାର ଅମାତ୍ ସହାୟତା ବଣ୍ଟନ କରିଛନ୍ତି ।ରାଜ୍ୟ ସରକାରଙ୍କ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ତରଫରୁ ବୌଦ୍ଧ ଜିଲାର ୬୧୭ ଜଣ କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ ମାନଙ୍କୁ ୩ କୋଟି ୪ ଲକ୍ଷ ଟଙ୍କାର ଏହି ସହାୟତା ରାଶି ପ୍ରଦାନ କରାଯାଇଛି ।ଡିବିଟି ମାଧ୍ୟମରେ ହିତାଧିକାରୀଙ୍କ Continue Reading
Odisha News
ଭୁବନେଶ୍ଵର,୧୩/୬: ସ୍ଥାନୀୟ ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଭେନସ୍ ବାରରେ ବିଳମ୍ବିତ ରାତିରେ ଗଣ୍ଡଗୋଳ ଘଟଣାରେ ୧୦ଜଣଙ୍କୁ ଗିରଫ କରିଛି ଚନ୍ଦ୍ରଶେଖରପୁର ପୁଲିସ ।ବିଳମ୍ବିତ ରାତିରେ ଗଣ୍ଡଗୋଳ ସମୟର ଭିଡିଓ ସମ୍ନାକୁ ଆସିବା ପରେ ଆକ୍ସନ ମୋଡରେ କମିସନରେଟ ପୁଲିସ । ଏହି ୧୦ଜଣଙ୍କ ମଧ୍ୟରେ ବାର୍ ମ୍ୟାନେଜର, କର୍ମଚାରୀ ଓ ବାଉଁସର ଥିବା ପୁଲିସ କହିଛି।ଏହି ଘଟଣା ସମ୍ପର୍କରେ ଅବକାରୀ ବିଭାଗକୁ ଅବଗତ କରାଯାଇଥିବା ଥାନା ଅଧିକାରୀ ସୂଚନା ଦେଇଛନ୍ତି। ଯେଉଁମାନେ Continue Reading
National News
AHMEDABAD,JUNE 13: As cyclone ‘Biparjoy’ with an extensive damaging potential is likely to make landfall near Jakhau port in Gujarat’s Kutch district on Thursday evening, the administration has so far shifted 21,000 people from different coastal districts to temporary shelters, an official said on Tuesday. The government is aiming to evacuate people Continue Reading
Odisha News
ମେରାମଣ୍ଡଳୀ/ଢେଙ୍କାନାଳ,୧୩/୬: ଢେଙ୍କାନାଳ ଜିଲ୍ଲା ମେରାମଣ୍ଡଳୀସ୍ଥିତ ଟାଟା ଷ୍ଟିଲ ପ୍ଲାଣ୍ଟରେ ଆଜି ଅପରାହ୍ଣରେ ଏକ ବଡ଼ଧରଣର ଦୁର୍ଘଟଣା ଘଟିଥିବାର ଖବର ମିଳିଛି। ଏଠାରେ ବ୍ଲାଷ୍ଟ ଫର୍ଣ୍ଣେସର ଷ୍ଟିମ୍ ଲାଇନ୍ ବିସ୍ଫୋରଣ ଘଟି ୧୯ ଜଣ ଗୁରୁତର ହୋଇଥିବା ଜଣାଯାଇଛି। ସମସ୍ତ ଗୁରୁତରଙ୍କୁ କଟକର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।ସୂଚନା ଅନୁସାରେ ଓଡ଼ାପଡା ବ୍ଲକ ନରେନ୍ଦ୍ରପୁରସ୍ଥିତ ଟାଟା ଷ୍ଟିଲ ମେରାମଣ୍ଡଳୀ କମ୍ପାନିରେ ଆଜି ମଧ୍ୟାହ୍ନ ସମୟରେ Continue Reading
Top Stories
PUJA MISHRA Bhubaneswar ,JUNE 13 :  A week-long national e-workshop on Innovation and Intellectual Property Rights is being organized by INTEC as part of the sensitization activities of CSIR-IMMT.  Hon’ble Chief Guest Arvind C. Ranade, Director of Gandhinagar National Innovation Foundation, inaugurated the workshop. More than 1500 students, faculty, Continue Reading
Odisha News
ଗାନ୍ଧିନଗର,୧୩/୬: ଆରବ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ବିପର୍ଯ୍ୟୟ’ ଆସନ୍ତା ଗୁରୁବାର ଦିନ ସ୍ଥଳଭାଗ ଛୁଇଁବ। ଗୁଜରାଟର କଚ୍ଛ ଏବଂ ପାକିସ୍ତାନର କରାଚି ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବ ବୋଲି ପାଣିପାଗ ବିଭାଗ ଆକଳନ କରିଛି।ଯଦିଓ ବାତ୍ୟା ବିପର୍ଯ୍ୟୟ ଉପକୂଳରେ ପହଞ୍ଚିବାକୁ ଆହୁରି ୨ ଦିନ ବାକି ଅଛି, କିନ୍ତୁ ଏହା ଏବେ ଏହାର ରୂପ ଦେଖାଇବା ଆରମ୍ଭ କରିଦେଲାଣି । ତେବେ ଆଶ୍ବସ୍ତିର କଥା ହେଉଛି ଯେ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ବାତ୍ୟା Continue Reading