Home Articles posted by odadmin (Page 1294)
Odisha News
ନୂଆଦିଲ୍ଲୀ,୧୧/୬: ପୂର୍ବ-କେନ୍ଦ୍ରୀୟ ଆରବ ସାଗର ଉପରେ କେନ୍ଦ୍ରୀଭୂତ ହୋଇଥିବା ଅତି ଭୀଷଣ ସାମୁଦ୍ରିକ ବାତ୍ୟା ‘ବିପର୍ଯ୍ୟୟ’ ଘଣ୍ଟାପ୍ରତି ୫ କିଲୋମିଟର୍ ବେଗରେ ଉତ୍ତର ଦିଗକୁ ଗତିକରୁଛି ଏବଂ ଆଗାମୀ ୬ ଘଣ୍ଟା ମଧ୍ୟରେ ଏହା ଆହୁରି ତୀବ୍ରତର ହୋଇ ଅତ୍ୟନ୍ତ ଉଗ୍ର ସାମୁଦ୍ରିକ ବାତ୍ୟା ପାଲଟିବାର ସମ୍ଭାବନା ଅଛି ବୋଲି ଆଜି ଭାରତୀୟ ପାଣିପାଗ ବିଭାଗ କହିଛି।ପାଣିପାଗ ବିଭାଗ ଆହୁରି ମଧ୍ୟ କହିଛି ଯେ, ଅତି ଉଗ୍ର ପାଲଟିଥିବା ଏହି ସାମୁଦ୍ରିକ ବାତ୍ୟା ଉତ୍ତର Continue Reading
Odisha News
କଟକ,୧୧/୬: କୋଇଲା ବୋଝେଇ ଟ୍ରେନରେ ଲାଗିଲା ନିଆଁ। କଟକ ଜିଲ୍ଲା ଆଠଗଡ଼ ବ୍ଳକ ଅନ୍ତର୍ଗତ ରାଧାକିଶୋରପୁର ଷ୍ଟେସନରେ ଏକ କୋଇଲା ବୋଝେଇ ଟ୍ରେନର ଗୋଟିଏ ୱାଗନରେ ନିଆଁ ଲାଗି ଯାଇଥିଲା। ଆଠଗଡ଼ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।ଗତକାଲି ରାତି ୮ଟାରୁ ଏହି କୋଇଲା ବୋଝେଇ ଟ୍ରେନ୍ଟି ଷ୍ଟେସନରେ ଛିଡ଼ା ହୋଇଥିଲା। ରାତି ପ୍ରାୟ ୩ଟା ବେଳେ ଏହାର ଗୋଟିଏ ୱାଗନରୁ ଧୂଆଁ ବାହାରୁଥିବା ଷ୍ଟେସନ କର୍ମଚାରୀମାନେ ଦେଖିବାକୁ ପାଇଥିଲେ। ଏହା ପରେ ଷ୍ଟେସନ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୧/୬: ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ରାଜ୍ୟସ୍ତରୀୟ ସନ୍ତରଣ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ଆଜି ମନ୍ତ୍ରୀ ସମ୍ବର୍ଦ୍ଧିତ କରିଛନ୍ତି କ୍ଷ ଆୟୋଜିତ ଉତ୍ସବରେ ବୌଦ୍ଧ ବିଧ୍ୟାୟକ ତଥା ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ମୁଖ୍ୟ ଅତିଥିଭାବେ ଯୋଗଦେଇ ବୌଦ୍ଧ ଜିଲ୍ଲାର କୃତି ପ୍ରତିଯୋଗୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ ।କ୍ରୀଡା କ୍ଷେତ୍ରରେ ବୌଦ୍ଧ ଜିଲା ଅନେକ ସୁନାମ ଅର୍ଜନ କରିଥିବା ବେଳେ Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର,୧୧/୬: ଯାଜପୁର ଜିଲା ବାହାବଳପୁର ଗ୍ରାମର ସୂର୍ଯ୍ୟପ୍ରକାଶ ଦାସ ଓ ରମଣଦୀପ କୌରଙ୍କ କୁନିଝିଅ ସାରା(୪) ନିଜ ଜନ୍ମଦିନରେ ପାଇଥିବା ଉପହାର ଟଙ୍କା ରେଳ ଦୁର୍ଘଟଣାରେ ଆହତ ଲୋକ ମାନଙ୍କ ଚିକିତ୍ସା ପାଇଁ ଦାନ କରିଛନ୍ତି।ସାରା ତାଙ୍କ ଜନ୍ମ ଦିନରେ ୨୦ ହଜାର ଟଙ୍କା ଉପହାର ମିଳିଥିଲା ।ଟ୍ରେନ୍ ଦୁର୍ଘଟଣା ଆହତ ବ୍ୟକ୍ତିଙ୍କ ସହାୟତା ପାଇଁ ଗତ ଶୁକ୍ରବାର ଦିନ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଜିଲ୍ଲାପାଳ ଚକ୍ରବର୍ତ୍ତୀ ସିଂ Continue Reading
Top Stories
By Dr Gouranga Charan Rout Bhubaneswar, June 11: Observing World Environment Week, Vedanta Aluminium, the largest aluminium producer in India, undertook its annual #GreenHearts campaign which aims to bolster awareness and actions around environmental conservation. Adhering to the principles of ‘Lifestyle for Environment – LiFE’ a Government of India initiative and this Continue Reading
Odisha News
କଟକ,୧୦/୬ : ଓଡ଼ିଶା ସିମ୍ ଆସାମ୍, ହରିଆଣା, ଦିଲ୍ଲୀ, ରାଜସ୍ଥାନ, ଉତ୍ତରପ୍ରଦେଶ ସାଇବର ଠକଙ୍କୁ ବିକୁଥିଲେ। ସାଇବର ଠକମାନେ ଏହି ସିମ୍ ବ୍ୟବହାର କରି ଲୋକଙ୍କୁ ଠକୁଥିଲେ।ସାଇବର ଠକଙ୍କୁ ସିମ୍ ଯୋଗାଇ ଦେଇ ମାଲେମାଲେ ହେଉଥିବା ୮ ଜଣ ଯୁବକଙ୍କୁ ଗିରଫ କରିଛି କଟକ ସାଇବର ଥାନା ପୁଲିସ। ଏହି ୮ ଯୁବକ ଗ୍ରାହକଙ୍କ ଠକି ସେମାନଙ୍କ ନାମରେ ସିମ୍ କାର୍ଡ ବାହାର କରୁଥିଲେ। ଯାହାକୁ ସେମାନେ ବାହାର ରାଜ୍ୟର ସାଇବର ଠକଙ୍କୁ ବିକୁଥିଲେ। ଏନେଇ ଆଜି […]Continue Reading
Odisha News
ନୂଆଦିଲ୍ଲୀ,୧୦/୬ : ଏଥର ରଜରେ ଭିଜିବେନି ରାଜ୍ୟବାସୀ ବରଂ ଖରା ସାଙ୍ଗକୁ ଗୁଳୁଗୁଳିରେ ସିଝିବେ। କାରଣ ଏଥର ରଜ ପରେ ଓଡ଼ିଶା ଛୁଇଁପାରେ ମୌସୁମୀ ବାୟୁ।ଦକ୍ଷିଣ-ପଶ୍ଚିମ ମୌସୁମୀ ସମଗ୍ର କେରଳକୁ ଛୁଇଁବା ସହ କର୍ଣ୍ଣାଟକ ଓ ତାମିଲନାଡ଼ୁର କିଛି ଅଂଶରେ ପହଞ୍ଚିଛି । ଏହା ସହିତ ଉତ୍ତର-ପୂର୍ବ ଭାରତର କିଛି ଅଂଶକୁ ଛୁଇଁଛି ।ଆଗାମୀ ୨-୩ଦିନରେ ଏହା ସିକ୍କିମ, ହିମାଳୟ ପାଦବର୍ତ୍ତୀ ପଶ୍ଚିମବଙ୍ଗରେ ଛୁଇଁବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ କହିଛି । ତେବେ Continue Reading
National News
NEW DELHI,JUNE10 : NCP chief Sharad Pawar on Saturday announced Supriya Sule and Praful Patel as working presidents of the Nationalist Congress Party. Pawar made the announcement while addressing the party workers at the celebration of the 25th celebration of NCP. NCP chief Sharad Pawar’s decision of appointing his daughter Baramati Lok Sabha MP Supriya […]Continue Reading