Home Articles posted by odadmin (Page 1296)
Odisha News
ଭୁବନେଶ୍ୱର,୯/୬: ମନ୍ତ୍ରିମଣ୍ଡଳରୁ ଆଜି ବାଦ୍ ପଡ଼ିଛନ୍ତି ରେଢ଼ାଖୋଲ ବିଧାୟକ ରୋହିତ ପୂଜାରୀ। ତାଙ୍କୁ ମନ୍ତ୍ରିମଣ୍ଡଳରୁ ବାଦ୍ ଦେବାକୁ ରାଜ୍ୟପାଳଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁପାରିଶ କରିଥିଲେ ।ମୁଖ୍ୟମନ୍ତ୍ରୀଙ୍କ ସୁପାରିଶ ଆଧାରରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ତାଙ୍କୁ ମନ୍ତ୍ରିମଣ୍ଡଳରୁ ବାଦ୍ ଦେଇଥିଲେ । ତେବେ ମନ୍ତ୍ରିମଣ୍ଡଳରୁ ବାଦ ପଡିବା ପରେ ପ୍ରତିକ୍ରିୟାରେ ରୋହିତ କହିଛନ୍ତି ଯେ ମୁଁ ମୋର ସର୍ବଶ୍ରେଷ୍ଠ ପ୍ରଦର୍ଶନ ଦେଇଛି । ବୋଧେ Continue Reading
Odisha News
ଭୁବନେଶ୍ୱର,୯/୬: କଂଗ୍ରେସ ପକ୍ଷରୁ ଆଜି ୧୦ଟି ଜିଲ୍ଲା ପାଇଁ ସଭାପତିମାନଙ୍କର ନାମ ଘୋଷଣା କରାଯାଇଛି । ଏହା ସହ ଶୃଙ୍ଖଳା କମିଟି, ଇସ୍ତାହାର କମିଟି ବାବଦରେ ମଧ୍ୟ ଘୋଷଣା କରାଯାଇଛି ।ତେବେ କୋରାପୁଟ ଜିଲ୍ଲା କଂଗ୍ରେସ ସଭାପତି ଭାବରେ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ପତ୍ନୀ ମିନାକ୍ଷୀ ବାହିନୀପତିଙ୍କ ନାମ ହଟାଯାଇ ଦୁର୍ଗାଶଙ୍କର ସାହୁଙ୍କୁ ଦାୟିତ୍ୱ ଦିଆଯାଇଛି । ଉଲ୍ଲେଖ ଥାଉ କି କିଛିଦିନ ତଳେ କଂଗ୍ରେସ ଭବନରେ ତାରା ଶକ୍ତି ପ୍ରଦର୍ଶନ କରିଥିଲେ । Continue Reading
Odisha News
ଭୁବନେଶ୍ୱର,୯/୬: ମାତ୍ର ୧୨ମାସ ପୂର୍ବରୁ ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ଭାବେ ଦାୟିତ୍ୱ ନେଇଥିବା ରେଢ଼ାଖୋଲ ବିଧାୟକ ରୋହିତ ପୂଜାରୀଙ୍କୁ ଆଜି ମନ୍ତ୍ରୀ ପଦ ହରାଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସୁପାରିଶ ଆଧାରରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ତାଙ୍କୁ ମନ୍ତ୍ରିମଣ୍ଡଳରୁ ବାଦ୍ ଦେଇଛନ୍ତି ।ଶ୍ରୀ ପୂଜାରୀଙ୍କ ସ୍ଥାନରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କୁ ଉଚ୍ଚଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ Continue Reading
Odisha News
ବାଲେଶ୍ୱର,୯/୬: ବାହାନଗାରେ ଟ୍ରେନ୍ ଦୁର୍ଘଟଣା ପରେ ମୃତଦେହ ରଖାଯାଇଥିବା ହାଇସ୍କୁଲକୁ ଭଙ୍ଗାଯାଉଛି। ସ୍କୁଲ ପରିଚାଳନା କମିଟି ଉପସ୍ଥିତିରେ ଆଜି ସକାଳେ ସ୍କୁଲ ଘର ଭଙ୍ଗାଯାଇଛି। ସ୍କୁଲରେ ଶତାଧିକ ଶବ ରଖାଯାଇଥିବାରୁ ଓ ଆଗକୁ ସ୍କୁଲ ଖୋଲିବାକୁ ଥିବାରୁ ପିଲାମାନଙ୍କ ମଧ୍ୟରେ ଭୟ ରହିଥିବା ଜଣାପଡ଼ିବା ସରକାର ଓ ଜିଲ୍ଲା ପ୍ରଶାସନ ଏଭଳି ପଦକ୍ଷେପ ନେଇଛନ୍ତି।ଦୁର୍ଘଟଣାପରେ ମୃତଦେହ ସ୍କୁଲରେ ରଖାଯାଇଥିବାରୁ ପିଲାମାନଙ୍କ ମଧ୍ୟରେ ଟିକେ ଭୟ ରହିଛି। ଏଥିପାଇଁ Continue Reading
Odisha News
ନୂଆଦିଲ୍ଲୀ,୯/୬: ଶୁକ୍ରବାର ରାତିରେ ପଶ୍ଚିମ ଦିଲ୍ଲୀ ଅନ୍ତର୍ଗତ ଜନକପୁରୀ ଅଞ୍ଚଳରେ ନିଆଁ ଲାଗିଯାଇଥିବା ଏକ ହସ୍ପିଟାଲ୍ରୁ ଦିଲ୍ଲୀ ଅଗ୍ନିଶମ ସେବା ୨୦ଜଣ ନବଜାତ ଶିଶୁଙ୍କୁ ଉଦ୍ଧାର କରିଛି।ପୁଲିସ କହିବା ଅନୁସାରେ, ବୈଶାଳୀ କଲୋନିରେ ଥିବା ଏକ ନବଜାତ ଶିଶୁ ଡାକ୍ତରଖାନାରେ ନିଆଁ ଲାଗିଯାଇଥିଲା।ଦିଲ୍ଲୀ ଅଗ୍ନିଶମ ସେବା ନିର୍ଦେଶକ ଅତୁଲ୍ ଗର୍ଗ କହିଛନ୍ତି, ହସ୍ପିଟାଲ୍ରେ ନିଆଁ ଲାଗିଛି ବୋଲି ରାତି ୧.୩୫ରେ କଲ୍ ପାଇଲୁ। ପ୍ରଥମେ ୪ଟି ଦମକଳ ପଠାଇଲୁ। Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୯/୬ : ବୌଦ୍ଧ ଜିଲାପାଳଙ୍କ କାର୍ଯ୍ୟାଳୟ ଠାରେ ଜିଲାପାଳ ସତ୍ୟରଂଜନ ସାହୁ ଆଜି ୧୪ ଜଣଙ୍କୁ ଉଚ୍ଚଚିକିତ୍ସା ଏବଂ ଜିବିକା ନିର୍ବାହ ପାଇଁ ୧ ଲକ୍ଷ ୯ ହଜାର ଟଙ୍କାର ସହାୟତା ପ୍ରଦାନ କରିଛନ୍ତି । ଜିଲାପାଳ ସତ୍ୟରଂଜନ ସାହୁ ଜିଲା ରେଡକ୍ରସ ଫଣ୍ଡରୁ ୧୪ ଜଣଙ୍କୁ ଏହି ସହାୟତା ପ୍ରଦାନ କରିଛନ୍ତି ।ବ୍ଳଡ କେନସରରେ ପିଡିତ ଜଣେ ନାବାଳକ, ବ୍ରେନଟ୍ୟୁମରରେ ପିଡିତ ଆଉଜଣେ ନାବାଳକଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଗୋଟିଏ Continue Reading