Home Articles posted by odadmin (Page 130)
National News
INDORE, OCT 16 : Nearly 25 persons from the transgender community in Indore claimed to have consumed phenyl, following which they were hospitalised, an official said. None of the patients was in a critical condition, Dr Basant Kumar Ningwal, Superintendent-in-Charge of the government-run Maharaja Yashwantrao Hospital, told PTI on Wednesday. “Around 25 persons from Continue Reading
National News
WASHINGTON, OCT 16 : With a fragile Israel-Hamas ceasefire and hostage deal holding, US President Donald Trump says he’s now turning his attention to bringing Russia’s war on Ukraine to an end and is weighing providing Kyiv long-range weaponry as he looks to prod Moscow to the negotiating table. Ending the wars in Ukraine and […]Continue Reading
Odisha News
ଭୁବନେଶ୍ବର ୧୬/୧୦: ପୋଲିସ ଏସ୍‌ଆଇ ପରୀକ୍ଷା ବିଭ୍ରାଟ ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ପୋଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆ । ପୂର୍ବରୁ ପରୀକ୍ଷା ତ୍ରୁଟିଶୂନ୍ୟ ଏବଂ ଦୁର୍ନୀତି ମୁକ୍ତ କରିବା ପାଇଁ ଆମେ ବ୍ୟବସ୍ଥା କରିଥିଲୁ ।ଏଥିପାଇଁ ଜିଲ୍ଲା ଏସ୍‌ପି ଓ ପୋଲିସ ଅଧିକାରୀ ମାନଙ୍କୁ ସତର୍କ କରାଯାଇଥିଲା । ଫଳସ୍ୱରୂପ ଆମେ ପରୀକ୍ଷାରେ ବିଭ୍ରାଟ ହେବା ପୂର୍ବରୁ ଠାବ କରିପାରିଲୁ । ଏ ଘଟଣାର ତଦନ୍ତ ଚାଲିଛି ଖୁବ୍‌ଶୀଘ୍ର ଅନ୍ୟ ଅଭିଯୁକ୍ତ ଧରାପଡ଼ିବେ ।Continue Reading
Odisha News
ଭୁବନେଶ୍ୱର , ୧୬/୧୦: ଆଜି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ୮୦ ବର୍ଷରେ ପାଦ ଥାପିଛନ୍ତି ନବୀନ ପଟ୍ଟନାୟକ । ନିଜର ନିଆରା ଓ ଭିନ୍ନ ରାଜନୀତି ପାଇଁ ସବୁବେଳେ ଚର୍ଚ୍ଚାରେ ଥିବା ନବୀନ ଏଥର ନିଜ ଜନ୍ମଦିନକୁ ଭିନ୍ନ ଢ଼ଙ୍ଗରେ ପାଳନ କରିବେ । ଏହି ଅବସରରେ ତାଙ୍କୁ ଚାରିଆଡୁ ଛୁଟିଛି ଶୁଭେଚ୍ଛାର ସୁଅ ।ଏହି ଅବସରରେ ଫୋନ କରି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ […]Continue Reading
Top Stories
By Chandrabhanu Singh| Rayagada | October 16, 2025: The 9th District Mineral Foundation (DMF) Trust Board meeting of Rayagada district was held at the Zilla Parishad Conference Hall on Wednesday under the chairmanship of District Collector and DMF Chairperson Ashutosh Kulkarni, IAS, to review progress of ongoing projects and finalize future strategies under the Odisha […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୫/୧୦ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ମାନ୍ୟବର ବ୍ରହ୍ମପୁର ସାଂସଦ ଡ଼.ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ଅଧକ୍ଷତାରେ ସାଂସଦ ଖେଳ ମହୋତ୍ସବ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।ସାଂସଦ ଖେଳ ମହୋତ୍ସବ ମାଧ୍ୟମରେ ସହରାଞ୍ଚଳ ଓ ଗ୍ରାମାଞ୍ଚଳର ଲୁକାୟିତ ଉଦୀୟମାନ କ୍ରୀଡ଼ା ପ୍ରତିଭା ମାନଙ୍କୁ ଲୋକ ଲୋଚନକୁ ଆଣିବାର ଲକ୍ଷ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୧୫/୧୦ : ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଓଡ଼ିଶା ସରକାରଙ୍କ ପତ୍ର ସଂଖ୍ୟା -,୯୮୮୩ ତାରିଖ-୧୨.୦୯.୨୦୨୫ ଅନୁଯାୟୀ ଆଜି ବାଜପୁର କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୫ କାର୍ଯ୍ୟକ୍ରମ ସରକାରୀ ଉଚ୍ଚ ବିଦ୍ୟାଳୟ, ବାଜପୁର ଖୋର୍ଦ୍ଧା ଠାରେ ଖୁବ୍ ଯାକଜମକରେ ଅନୁଷ୍ଠିତ ହୋଇଯାଇଛି ।ଏହି କ୍ଲଷ୍ଟର୍ ରେ ୧୨ ଟି ବିଦ୍ୟାଳୟରୁ ପ୍ରାୟ ୧୫୦ ରୁ ଉର୍ଦ୍ଧ୍ବ ଶିକ୍ଷାର୍ଥୀମାନେ ଯୋଗ ଦେଇଥିଲେ। ଚତୁର୍ଥ ରୁ ଦଶମ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୫/୧୦ : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଖମନଖୋଲ ପଞ୍ଚାୟତ ପୁରୁଭଟ୍ଟା କ୍ଲଷ୍ଟର ର ରାଇପାଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୫ ଅନୁଷ୍ଠିତ ହୋଇଯାଇଛି ।ପୁରୁଭଟ୍ଟା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ସୂର୍ଯ୍ୟ ନାରାୟଣ ଫତେସିଂହ ଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଆୟୋଜିତ କାର‌୍ୟ୍ୟକ୍ରମ ରେ କ୍ଲଷ୍ଟରର ମୋଟ ୭ ଟି ବିଦ୍ୟାଳୟ ରୁ ୧୫୦ ରୁ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧୫/୧୦ : ରୋଟାରୀ କ୍ଲବ ନୟାଗଡ଼ ଏବଂ ରୋଟାରି କ୍ଲବ ଅଫ ବ୍ରହ୍ମପୁର ଇଷ୍ଟର ମିଳିତ ଆନୁକୂଲ୍ୟରେ, ରାଜ୍ୟ ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ, ବିଜୁ ମହାବୀର ଫୁଟ୍ ସେଣ୍ଟର, ଖୋର୍ଦ୍ଧାଙ୍କ ସହଭାଗିତାରେ ନୟାଗଡ ରୋଟାରୀ କ୍ଲବ ପରିସରରେ ଭିନ୍ନକ୍ଷମଙ୍କ ପାଇଁ ମାଗଣାରେ କୃତ୍ରିମ ଅଙ୍ଗ ରୋପଣ ଶିବିର ଆୟୋଜନ କରାଯାଉଛି ।ଏହି କ୍ରମରେ ନୟାଗଡଠାରେ ନଭେମ୍ବର ୩ ରୁ ୭ ପର୍ଯ୍ୟନ୍ତ ଆୟୋଜନ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି , ୧୫/୧୦ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ୟୁନିଅନ ବ୍ୟାଙ୍କ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ କେନ୍ଦ୍ରର ସମ୍ମିଳନୀ କକ୍ଷ ଠାରେ ଆଜି “ସାଇଟ୍ ସେଭର୍ଷ-ଇଣ୍ଡିଆ” ସହଯୋଗରେ ଭିନ୍ନକ୍ଷମ ଅନୁଷ୍ଠାନ “ସମର୍ଥ” ପକ୍ଷରୁ ଜିଲ୍ଲାସ୍ତରୀୟ ବିଶ୍ଵ-ଧଳା ବାଡ଼ି ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ଅନୁଷ୍ଠିତ ଏକ ସଚେତନତା ସଭା କାର୍ଯ୍ୟକ୍ରମରେ Continue Reading