ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୩/୬:ଲୌହଦାନବର ରକ୍ତଭୋଜିରେ ଦେଶ ସମେତ ସାରା ବିଶ୍ୱ ସ୍ତବ୍ଧ । ବାଲେଶ୍ୱର ବାହାନଗାରେ ଶୁକ୍ରବାର ରାତିରେ ଘଟିଥିବା ଭୟଙ୍କର ଟ୍ରେନ୍ ସତରେ ଖୁବ୍ ହୃଦୟ ବିଦାରକ । ରାତିର ଛାତି ଚିରି ଦୁର୍ଘଟଣା ସ୍ଥଳରେ ବହିଲା ରକ୍ତର ନଦୀ . .କାହାର ଆର୍ତ୍ତଚିତ୍କାର ତ ପୁଣି କାହାର କାନ୍ଦ ବୋବାଳି … ଚାରିଆଡ଼େ ଶୁଭୁଥିଲା କରୁଣ ସ୍ୱର. . . ହେଲେ ସାହାଯ୍ୟର ହାତ ବଢ଼ିବା ଆଗରୁ ଛଟପଟ୍ ହୋଇ ଅନେକ ଲୋକଙ୍କ […]Continue Reading
କ଼ମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୩/୬ : ଭାରତ ସରକାରଙ୍କ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ ଅଧୀନସ୍ଥ ନେହେରୁ ଯୁବ କେନ୍ଦ୍ର ବୌଦ୍ଧ ଆନୁକୂଲ୍ୟରେ ଭିନ୍ନ ଭିନ୍ନ ସ୍ଥାନରେ ଜିଲ୍ଲା ସ୍ତରୀୟ ବିଶ୍ୱ ସାଇକେଲ ଦିବସ ପାଳିତ ହୋଇଯାଇଛି । ପ୍ରଥମ ପର୍ଯ୍ୟାୟରେ ସ୍ଥାନୀୟ ନର୍ସିଂ ଟ୍ରେନିଂ ସେଣ୍ଟରରେ ଅଧ୍ୟକ୍ଷ ପ୍ରଜ୍ଞା ରଥଙ୍କ ଅଧ୍ୟକ୍ଷତାରେ ଏକ ସଚେତନତା ସଭାର ଆୟୋଜନ କରାଯାଇଥିଲା ।ଏହି ପରିପ୍ରେକ୍ଷୀରେ ରିସୋର୍ସ ପର୍ସନ ଭାବେ ଟ୍ରେନିଂ ସେଣ୍ଟରର ସୌଭାଗ୍ୟ Continue Reading
ବାଲେଶ୍ୱର,୩/୬ : ଓଡ଼ିଶାର ବାଲେଶ୍ୱର ଅନ୍ତର୍ଗତ ବାହାନଗା ଭୟଙ୍କର ଟ୍ରେନ ଦୁର୍ଘଟଣାରେ ଆହତ ହୋଇଥିବା ଲୋକଙ୍କ ପିଛା ଛାଡ଼ୁନି ବିପଦ। ଟ୍ରେନ ଦୁର୍ଘଟଣାରେ ଆହତ ଲୋକଙ୍କୁ ବାଲେଶ୍ୱରରୁ ନେଇ ଯାଉଥିବା ଗୋଟିଏ ବସ୍ ବେଙ୍ଗଲର ମେଦିନିପୁରରେ ଦୁର୍ଘଟଣା ଗ୍ରସ୍ତ ହୋଇଛି।ମିଳିଥିବା ସୂଚନା ଅନୁସାରେ, ସ୍ୱତନ୍ତ୍ର ବସ୍ ଯୋଗେ ଆଜି ଟ୍ରେନ ଟ୍ରାଜେଡିରେ ଆହତ ଲୋକଙ୍କୁ ବେଙ୍ଗଲ ପଠା ଯାଇଥିଲା। ତେବେ ମେଦିନିପୁର ସ୍ଥିତ ଜାତୀୟ ରାଜପଥରେ ବସ୍ ସହ ଗୋଟିଏ ପିକ ଅପ୍ ଭ୍ୟାନ୍ର Continue Reading
ବାଲେଶ୍ୱର,୩/୬ : ବାଲେଶ୍ୱର ଟ୍ରେନ ଟ୍ରାଜେଡିକୁ ନେଇ ଉଚ୍ଚସ୍ତରୀୟ ତଦନ୍ତ କରାଯାଉଥିବା ବେଳେ ୨୪ ଘଣ୍ଟା ନ ପୁରୁଣୁ ପ୍ରାଥମିକ ରିପୋର୍ଟ ସାମ୍ନାକୁ ଆସିଛି। ମିଳିତ ତଦନ୍ତକାରୀ ଟିମ ତା’ର ପ୍ରାଥମିକ ରିପୋର୍ଟରେ ସିଗ୍ନାଲ ଫେଲ ଯୋଗୁ ଏତେ ବଡ଼ ଘଟଣା ଘଟିଥିବା କହିଛି।ରିପୋର୍ଟରେ କୁହାଯାଇଛି ଯେ ମୁଖ୍ୟ ଲାଇନ ୧୨୮୪୧ ପାଇଁ କରମଣ୍ଡଳ ଏକ୍ସପ୍ରେସକୁ ସିଗ୍ନାଲ ଦିଆଯାଇଥିଲା। ତେବେ ହଠାତ୍ ଏହାକୁ ଏହାକୁ ହଟାଇ ଦିଆଯାଇଥିଲା। କିନ୍ତୁ ସେତେବେଳକୁ ଟ୍ରେନଟି ଗୋଟିଏ Continue Reading
ବାହାନଗା/ବାଲେଶ୍ବର,୩/୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ସନ୍ଧ୍ୟାରେ ଦୁର୍ଘଟଣାର ସମ୍ମୁଖୀନ ହୋଇ ବାଲେଶ୍ବର ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଟ୍ରେନଯାତ୍ରୀଙ୍କୁ ଭେଟିଛନ୍ତି। ଆହତ ବ୍ୟକ୍ତି ଓ ସେମାନଙ୍କର ସଂପର୍କୀୟଙ୍କ ସହିତ କଥା ହୋଇ ସେମାନଙ୍କର ସ୍ବାସ୍ଥ୍ୟ ଅବସ୍ଥା ସଂପର୍କରେ ପଚାରି ବୁଝିଛନ୍ତି। ଡାକ୍ତରଖାନାରେ ଚିକିତ୍ସା ବ୍ୟବସ୍ଥା କେମିତି ଦିଆଯାଉଛି ସେ ନେଇ ମୋଦୀ ସମୀକ୍ଷା କରିଛନ୍ତି। ଅଧିକାଂଶ ଚିକିତ୍ସାଧୀନ Continue Reading
RAIPUR,JUNE 3 : : Chhattisgarh Chief Minister Bhupesh Baghel on Saturday spoke to his Odisha peer Naveen Patnaik and assured of every possible assistance to the neighbouring state where a horrific rail crash involving three trains has killed at least 261 people. In a telephonic conversation with Patnaik in the morning, Baghel expressed grief over […]Continue Reading
West Bengal ,june 3 : West Bengal Chief Minister Mamata Banerjee on Saturday visited the accident site in Odisha’s Balasore, where a three-train collision claimed 280 lives. The TMC supremo met Railway Minister Ashwini Vaishnaw and Union Minister Dharmendra Pradhan and said “this is not a time to do politics”. “Railway provides Rs 10 Lakhs […]Continue Reading
ବାଲେଶ୍ୱର, ୩/୬: ଗତକାଲି ରାତିରେ ବାଲେଶ୍ୱରର ବାହାନଗା ନିକଟରେ ଭୟଙ୍କର ଟ୍ରେନ୍ ଦୁର୍ଘଟଣା ଘଟିଥିବା ବେଳେ ଆଜି ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବନାର୍ଜୀ। ଏଥିସହ ଏପରି ଏକ ମର୍ମନ୍ତୁଦ ଦୁର୍ଘଟଣା ପାଇଁ ଗଭୀର ଶୋକ ପ୍ରକାଶ କରି ଏହାର ଉଚ୍ଚସ୍ତରୀୟ ତଦନ୍ତ କରାଯିବ ବୋଲି ଦାବି କରିଛନ୍ତି।ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ ହରାଇଥିବା ନିଜ ରାଜ୍ୟର ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ସହାୟତା ଦେବାକୁ ଘୋଷଣା କରିଛନ୍ତି। କ’ଣ Continue Reading
NEW DELHI,JUNE 3 :Prime Minister Narendra Modi will on Saturday visit Odisha’s Balasore, where the horrific train accident claimed the lives of nearly 300 people and left more than 900 injured. According to the details, the prime minister will first visit the site of the train accident and will then visit the hospital in Cuttack, […]Continue Reading
ବାଲେଶ୍ୱର,୩/୬ : ବାଲେଶ୍ୱର ବାହାନଗାରେ ଗତ ରାତିରେ ଘଟିଥିବା ଭୟଙ୍କର ଟ୍ରେନ୍ ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା ୨୮୦ରେ ପହଞ୍ଚିଲାଣି। ଏଥିସହ ୯ଶହରୁ ଅଧିକ ଗୁରୁତର ହୋଇ ବିଭିନ୍ନ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ଏନେଇ ସୂଚନା ଦେଇଛନ୍ତି ଓଡ଼ିଶା ଅଗ୍ନିଶମ ଡିଜି ସୁଧାଂଶଉ ଷଢଙ୍ଗୀ । ଜାତୀୟ ଗଣମାଧ୍ୟମ ସଂସ୍ଥା ଇଣ୍ଡିଆ ଟୁଡେକୁ ଦେଇଥିବା ସାକ୍ଷାତକାରରେ ସେ ଏପରି କହିଛନ୍ତି।ଗତକାଲି ରାତିରେ ଘଟିଥିବା ଏହି ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଦୀର୍ଘ ୧୪ ଘଣ୍ଟା Continue Reading




