Home Articles posted by odadmin (Page 1311)
Odisha News
ଭୁବନେଶ୍ୱର,୨୯/୫(ବ୍ୟୁରୋ): ସୋମବାର ଲୋକସେବା ଭବନରେ ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ୧୮ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ‘ମୋ ଘର’ ଯୋଜନାକୁ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି।ଯୋଜନାରେ ଗ୍ରାମୀଣ ଲୋକଙ୍କୁ ଘର ତିଆରି ପାଇଁ ସରକାର ସହାୟତା ଯୋଗାଇ ଦେବେ। ଯେଉଁମାନେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ପାଇନାହାନ୍ତି, ସେମାନଙ୍କୁ ରାଜ୍ୟ ସରକାର ଏହି ‘ମୋ ଘର’ Continue Reading
Odisha News
କରଞ୍ଜିଆ,୨୯/୫: ଭିଜିଲାନ୍ସ ଜାଲରେ କରଞ୍ଜିଆ ତହସିଲଦାର। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ କରଞ୍ଜିଆ ତହସିଲଦାର ଚାର୍ଲସ ନାୟକଙ୍କ ଘର ସମେତ ସରକାରୀ କାର୍ଯ୍ୟାଳୟ ଓ ପୈତୃକ ଘରେ ଚଢଉ କରୁଛି କଟକ ଭିଜିଲାନ୍ସ ଟିମ୍। ତାଙ୍କ ନାଆଁରେ ବେଆଇନ୍ ଖଣି ଲିଜ୍ ଦେଇ ବିପୁଳ ଅର୍ଥ ରୋଜଗାର କରୁଥିବାର ବି ଅଭିଯୋଗ ହୋଇଛି। ଏନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଅସନ୍ତୋଷ ଦେଖା ଦେଇଥିଲା।ଚାର୍ଲସ ନାୟକ ପୂର୍ବରୁ ବାଲେଶ୍ବର ଜିଲ୍ଲା ସୋରରେ ତହସିଲଦାର ଥିବା ବେଳେ Continue Reading
Odisha News
ନୂଆଦିଲ୍ଲୀ,୨୮/୫ : ବିହାରର ରାଜଧାନୀ ପାଟନାରେ ଆସନ୍ତା ୧୨ ତାରିଖରେ ବିରୋଧୀ ଦଳର ଏକ ବଡ଼ ବୈଠକ ହେବାକୁ ଯାଉଛି। ଏହି ବୈଠକରେ ବିଜେପି ବିରୋଧୀ ଦଳମାନେ ଅଂଶଗ୍ରହଣ କରିବେ ବୋଲି ସୂତ୍ରରୁ ସୂଚନା ମିଳିଛି। ବର୍ତ୍ତମାନ ବୈଠକର କାର‌୍ୟ୍ୟସୂଚୀ ସମ୍ପର୍କରେ ସୂଚନା ଦିଆଯାଇ ନଥିଲେ ମଧ୍ୟ ଆସନ୍ତା ବର୍ଷ ଲୋକସଭା ନିର୍ବାଚନ ପୂର୍ବରୁ ଅର୍ଥାତ୍ ୨୦୨୪ ରେ ଏହାକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି।ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଆଗାମୀ Continue Reading
National News
NEW DELHI,MAY 28 : Delhi Chief Minister Arvind Kejriwal on Sunday met ailing Aam Aadmi Party (AAP) leader Satyendar Jain in Delhi’s Lok Nayak Hospital where the latter is undergoing medical treatment. This was the first meeting between Arvind Kejriwal and Satyendar Jain after the latter was arrested in a money laundering case almost a […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୮/୫: ଗଜପତି ଜିଲ୍ଲା ଗୁମ୍ମା ଗ୍ରାମ ସ୍ଥିତ ହାଟପଦା ପରିସରରେ ଗୁମ୍ମା ବ୍ଲକ୍ ବିଜେପି: ପକ୍ଷରୁ ଗୁମ୍ମା ଓ ସେରଙ୍ଗ ମଣ୍ଡଳ ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଗୁମ୍ମା ମଣ୍ଡଳ ସଭାପତି ଶ୍ରୀ କୃଷ୍ଣଚନ୍ଦ୍ର ବିଶୋଇ ସଭାପତିତ୍ୱ କରିଥିଲେ ।ଅନ୍ୟ ମାନଙ୍କ ମଧରେ ଏହି ବୈଠକ କାର୍ଯ୍ୟକ୍ରମରେ ଜ଼ିଲ୍ଲା ସାଧାରଣ ସମ୍ପାଦକ ଶ୍ରୀ ଜଗନ୍ନାଥ ମହାପାତ୍ର ମୁଖ୍ୟଅତିଥି ଭାବେ Continue Reading
Odisha News
କୋକସରା,୨୮/୫: କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ସାହାଜଖୋଲ ଜଙ୍ଗଲରେ ଥିବା ଡୋକରିଦର ଜଳପ୍ରପାତରେ ଗାଧୋଇବା ସମୟରେ ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ସୂଚନା ପାଇ ପୁଲିସ ଓ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି।ସୂଚନା ଅନୁସାରେ ପର୍ଯ୍ୟଟନସ୍ଥଳୀ ଗୁଡ଼ାହାଣ୍ଡି ଡୋକାରିଚଞ୍ଚରାକୁ ବୁଲିବା ପାଇଁ ରବିବାର ଧର୍ମଗଡ଼ ସହରର ୪ ଜଣ ସାଙ୍ଗ ଯାଇଥିଲେ। ବୁଲାବୁଲି କରିବା ଭିତରେ ଡୋକରିଦର ଜଳପ୍ରପାତରେ ସେମାନେ ଗାଧୋଇବା ପାଇଁ ପାଣି Continue Reading
Odisha News
ନୂଆଦିଲ୍ଲୀ,୨୮/୫: ମହାରାଷ୍ଟ୍ରର ବୀଡ଼ ଜିଲ୍ଲାର ଗେବରାଇ ତହସିଲ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ବାଲି ବୋଝେଇ ଟ୍ରକ ଚାଳକ ବୀଡ଼ ଜିଲ୍ଲାପାଳଙ୍କୁ ହତ୍ୟା କରିବାକୁ ଉଦ୍ୟମ କରିଥିବାର ଖବର ମିଳିଛି। ବୀଡ଼ ଜିଲ୍ଲାପାଳଙ୍କ ନାମ ଦୀପା ମୁଧୋଲ-ମୁଣ୍ଡେ ବୋଲି ଜଣାପଡ଼ିଛି।ସୂଚନାଯୋଗ୍ୟ, ବୀଡ଼ ଜିଲ୍ଲାପାଳ ଦୀପା ମୁଧୋଲ-ମୁଣ୍ଡେ ଔରାଙ୍ଗାବାଦରୁ ଫେରୁଥିବା ବେଳେ ରାସ୍ତାରେ ଏକ ନମ୍ବର ବିହୀନ ବାଲି ବୋଝେଇ ଟ୍ରକ୍କୁ ଦେଖିଥିଲେ । ଏହାପରେ ସେ ଟ୍ରକ୍ଟିକୁ ଅଟକାଇବାକୁ Continue Reading
Odisha News
ଭୁବନେଶ୍ବର,୨୮/୫: ଏଆଇସିସି ପକ୍ଷରୁ ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଏବଂ କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି ହୋଇଛି। ‘ଜାନକୀ-ବସନ୍ତଙ୍କ ଯୋଡି: କଂଗ୍ରେସର ସୁବର୍ଣ୍ଣ ଯୁଗ’ ଶୀର୍ଷକରେ ଆୟୋଜିତ କାର୍ଯ୍ୟକ୍ରମରେ ଏହି ଦୁଇ ନେତାଙ୍କ ବୟାନକୁ ନେଇ ବିବାଦ ହୋଇଥିଲା।ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ଟାର୍ଗେଟ କରି ଚିରଞ୍ଜୀବ ବିଶ୍ୱାଳ କହିଥିଲେ, ଯିଏ ପିସିସି ସଭାପତି ହେବ ସେ ଆଉ କାହାକୁ ପଚାରିବେନି। ୨୦୨୪ Continue Reading