କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ: ୨୬/୫ :ବୌଦ୍ଧ ଜିଲ୍ଲାର ବ୍ରକ୍ଷହ୍ମଣିପାଲି ପଂଚାୟତ ଅନ୍ତର୍ଗତ ପାଞ୍ଚଗୋଟି ପଂଚାୟତର କେନ୍ଦ୍ରସ୍ଥଳୀ ଖଲିଆପାଲି ଶିବ ମନ୍ଦିର ନିକଟରେ ନୂତନ ଜଗନ୍ନାଥ ମନ୍ଦିରର ପାଇଁ ଭୂମିପୂଜନ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ପୂଜକ ଭାବେ ବବୁଲୁ ପାଢ଼ୀ ପୂଜାକାର୍ଯ୍ୟ ତୁଲାଇଥିବା ବେଳେ କର୍ତ୍ତା ଭାବେ ଦେବହରି ମହାକୁଳ ଓ ତାଙ୍କ ଧର୍ମପତ୍ନୀ ଶୈଳେନ୍ଦ୍ରି ମହାକୁଡ଼ ଦାୟିତ୍ୱ ତୁଲାଇଥିଲେ କ୍ଷ ବୌଦ୍ଧ ଏନଏସି ଅଧ୍ୟକ୍ଷ ମୃତ୍ୟଞ୍ଜୟ ମିଶ୍ର Continue Reading
ଝାରସୁଗୁଡ଼ା,୨୬/୫: ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ଜେଏମଏଫସି କୋର୍ଟରେ କ୍ରାଇମବ୍ରାଞ୍ଚ ପ୍ରିଲିମନାରି ଚାର୍ଜସିଟ ଦାଖଲ କରିଥିବା ଜଣାଯାଇଛି। ଏହା ୫୪୩ ପୃଷ୍ଠା ସମ୍ବଳିତ ବୋଲି ଜଣାଯାଇଛି। ଏଥିରେ ପୁଲିସ ଏଏସ୍ଆଇ ଗୋପାଳକୃଷ୍ଣ ଦାସଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି।ସେ ପୂର୍ବର ବ୍ୟକ୍ତିଗତ ଶତ୍ରୁତା କାରଣରୁ ନବ ଦାସଙ୍କୁ ହତ୍ୟା କରିଥିବା ଦର୍ଶାଯାଇଥିବା ବିଶ୍ବସ୍ତ ସୂତ୍ରରୁ ସୂଚନା ମିଳିଛି। ଅଭିଯୁକ୍ତ ଗୋପାଳକୃଷ୍ଣ ଦାସ ବିରୁଦ୍ଧରେ Continue Reading
NEW DELHI,MAY 26 : The Supreme Court on Friday granted interim bail to Delhi’s former health minister and Aam Aadmi Party (AAP) leader Satyendar Jain in a money laundering case on medical grounds for six weeks. Satyendar Jain has been in Tihar jail since his arrest in connection with a money laundering case in May […]Continue Reading
NEW DELHI,MAY 26 : China, which is already locked in a lingering border standoff with India, has been building border defence villages adjacent to Uttarakhand, sources told India Today. These border villages, comprising 250 homes, are being built 11 kilometers away from the Line of Actual Control (LAC). China has also been involved in the […]Continue Reading
ଝାରସୁଗୁଡ଼ା,୨୬/୫: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଆଜି ଚାର୍ଜସିଟ୍ ଦାଖଲ କରିପାରେ କ୍ରାଇମବ୍ରାଞ୍ଚ। ଏଥିଲାଗି କ୍ରାଇମବ୍ରାଞ୍ଚ ଟିମ୍ ଭୁବନେଶ୍ବରରୁ ଝାରସୁଗୁଡ଼ା ଅଭିମୁଖେ ଆସୁଥିବାର ସୂଚନା ହସ୍ତଗତ ହୋଇଛି। ଏହି ଟିମ୍ ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ଝାରସୁଗୁଡ଼ା ସ୍ଥିତ ଜେଏମଏଫସି କୋର୍ଟରେ ଚାର୍ଜସିଟ୍ ଦାଖଲ କରିବ ବୋଲି କୁହାଯାଉଛି।ତେବେ ଏନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା ଦିଆଯାଇନାହିଁ।ମାମଲାର Continue Reading
NEW DELHI,MAY 26 : The Ministry of Finance on Thursday said it would launch Rs 75 coin to mark the launch of the new Parliament building. The coin will bear the inscription Parliament Complex and the image of the new Parliament building, the ministry stated. According to the ministry’s notification, the Rs 75 coin will […]Continue Reading
ଭୁବନେଶ୍ବର,୨୬/୫: ଆଗାମୀ ମେ’ ୨୮ ତାରିଖରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ବାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ତାରିଖ ଘୋଷଣା ହେବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି। ତାଙ୍କ ସୂଚନା ଅନୁଯାୟୀ, ୨୮ ତାରିଖ ସଂଧ୍ୟାରେ ୨ ପରୀକ୍ଷା ଫଳ ତାରିଖ ଘୋଷଣା କରାଯିବ। ପ୍ରଥମେ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ତାରିଖ ଘୋଷଣା ହେବ।ଏହାପରେ ପରେ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ […]Continue Reading
Prasanta Panda Sun is Fire-spittingVolcano is eruptingPacific Ocean is spewingVast areas inundating. Sun is burning‘Varats’ are drum-beatingModern-girls, pocession leadingHigh-decibel sounds limit- crossing. Oceans are roaringSea bed is heatingSmokes are curlingPollution is menacing. Late night parties are happeningHeavy-weights patronizingLight-weights Continue Reading
ଗଜପତି: ଜିଲ୍ଲାସ୍ତରୀୟ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତିଙ୍କ ୫୦ ତମ ତିରୋଧାନ ଦିବସ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୫/୫: ପାରଳାଖେମୁଣ୍ଡି ଠାରେ ନବ ଉତ୍କଳର ନିର୍ମାତା , ସ୍ଵତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ମୁଖ୍ୟ ପୁରୋଧା , ଓଡ଼ିଶା ଭାଷା-ଭିତ୍ତିକ ରାଜ୍ୟ ଗଠନର ମୁଖ୍ୟ ବିନ୍ଧାଣୀ ତଥା ସ୍ଵାଧୀନ ଓଡ଼ିଶାର ପ୍ରଥମ ପ୍ରଧାନମନ୍ତ୍ରୀ ପାରଳା ମହାରାଜା ଶ୍ରୀଶ୍ରୀଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜିଲ୍ଲାସ୍ତରୀୟ ୫୦ ତମ ତିରୋଧାନ ଦିବସ ଉତ୍ସବ ଉତ୍କଳ ହିତ୍ୟେଷିଣୀ ସମାଜ ଓ ଜିଲ୍ଲା ସଂସ୍କୃତି ପରିଷଦର ମିଳିତ ଆନୁକୁଲ୍ୟରେ Continue Reading
କମ୍ଭୁକ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୫/୫ : ଆଜି ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ଗୃହଠାରେ ମେଟ୍ରିକ ପରୀକ୍ଷାରେ ବୌଦ୍ଧ ଜିଲାର ଏ-୧ ଗ୍ରେଡ ହାସଲ କରିଥିବା ୮ ଜଣ ଛାତ୍ରଛାତ୍ରୀଙ୍କୁ ଜିଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି ।ମୁଖ୍ୟଅତିଥି ଭାବରେ ପଞ୍ଚାୟତିରାଜ ଓ ପାନୀୟଜଳ,ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ଏବଂ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ପ୍ରଦିପ କୁମାର ଅମାତ ଯୋଗଦେଇ ସମସ୍ତ କୃତୀ ଛାତ୍ରଛାତ୍ରୀ, ସେମାନଙ୍କ ଅଭିଭାବକ ଓ Continue Reading




