Home Articles posted by odadmin (Page 1318)
Odisha News
ଭୁବନେଶ୍ବର,୨୫/୫: ମେ ୨୯ ତାରିଖରୁ ଯୁକ୍ତ ଦୁଇରେ ନାମଲେଖା ଲାଗି ଆବେଦନ ଆରମ୍ଭ ହେବ। ଏନେଇ ଆଜି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ବିଧିବଦ୍ଧଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି।ଏଥିରେ କୁହାଯାଇଛି ଯେ ଯୁକ୍ତ ଦୁଇରେ ନାମଲେଖା ଲାଗି ଆବେଦନର ଶେଷ ତାରିଖ ଜୁନ୍ ୨୦। ଏସଏଏମଏସ୍ ପୋର୍ଟାଲ ଜରିଆରେ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ। ଜୁନ ୨୮ ତାରିଖରେ ପ୍ରଥମ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ। ଜୁଲାଇ ୨୯ ତାରିଖରୁ ଯୁକ୍ତ ଦୁଇ Continue Reading
Odisha News
କାଶୀନଗର,୨୫/୫: ଗଜପତି ଜିଲ୍ଲା କାଶୀନଗର ଥାନା ଅନ୍ତର୍ଗତ ଖାଣ୍ଡବା ପଞ୍ଚାୟତ ସାରା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି। ନିଜ ୩୦ ବର୍ଷୀୟା ସ୍ତ୍ରୀ ଉର୍ମିଳା କାର୍ଯୀକୁ ଗଳାକାଟି ହତ୍ୟା କରିଛି ସ୍ବାମୀ ଚନ୍ଦ୍ରଶେଖର କାର୍ଯୀ। ସେ ଟାଙ୍ଗିଆରେ ତାର ସ୍ତ୍ରୀର ଗଣ୍ଡି ଓ ମୁଣ୍ଡ ଅଲଗା କରି ଦେଇଛି। ଆଜି ସକାଳେ ଦୁହେଁ ବିଲକୁ ଯାଇଥିଲେ।ଜମିବାଡ଼ି ଘଟଣାକୁ ନେଇ ସ୍ତ୍ରୀ ସହ ଚନ୍ଦ୍ରଶେଖରର ବଚସା ହୋଇଥିଲା। ତାପରେ ଉତକ୍ଷିପ୍ତ ହୋଇ ସେ ଏଭଳି କାଣ୍ଡ ଭିଆଇଥିବା Continue Reading
National News
NEW DELHI,MAY 25 : The Congress on Thursday stepped up its attack on Prime Minister Narendra Modi over the inauguration of the new Parliament building, saying “one man’s ego and desire for self-promotion” has denied the first tribal woman president her constitutional privilege to inaugurate the complex. The Congress’ attack comes a day after as […]Continue Reading
Odisha News
ତେଲକୋଇ,୨୫/୫: କେନ୍ଦୁଝର ଜିଲ୍ଲା ତୋଲକୋଇ ବନାଞ୍ଚଳରେ ହାତୀ ଆକ୍ରମଣରେ ଆଜି ପୁଣି ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ଜଣେ ୱାର୍ଡମେମ୍ବର ବୋଲି ଜଣାପଡିଛି।ସୂଚନା ମୁତାବକ ତେଲକୋଇ ବନାଞ୍ଚଳ ବନବିହାରୀପୁର ନୂଆଗାଁର ଉକ୍ତ ମହିଳା ଜଣକ ନିକଟସ୍ଥ ବଗିଚାକୁ ଆମ୍ବ ଗୋଟାଇବାକୁ ଯାଇଥିଲେ। ବଗିଚାରେ ଆମ୍ବ ଗୋଟାଉଥିବା ବେଳେ ଏକ ଦନ୍ତା ହାତୀ ତାଙ୍କୁ ଆକ୍ରମଣ କରିଥିଲା। ଗତକାଲି ରାତିରେ ଝଡ଼ ତୋଫାନ ହୋଇଥିଲା ତେଣୁ ଭୋର ସମୟରୁ ମୃତ ଦ୍ରୋପଦୀ ଘର Continue Reading
Odisha News
ଚିତ୍ରକୋଣ୍ଡା,୨୫/୫: ମାଲକାନାଗିରି ଜିଲ୍ଲାର ଚିତ୍ରକୋଣ୍ଡା ଜଳଭଣ୍ଡାରରେ ମାଛ ଧରୁଥିବା ବେଳେ ଡଙ୍ଗା ବୁଡିଯିବାରୁ ଜଣେ ନିଖୋଜ ହୋଇଯାଇଥିବା ବେଳେ ୨ ଜଣଙ୍କୁ ଉଦ୍ଧାର କରାଯାଇଛି। ସେମାନେ ସିଙ୍ଗାରାମ ନିକଟରେ ଜଳଭଣ୍ଡାର ମଧ୍ୟରେ ଦେଶୀ ଡଙ୍ଗାରେ ମାଛ ଧରୁଥିଲେ।ମାଛ ଧରୁଥିବା ବେଳେ ହଠାତ୍ ବର୍ଷା, ପବନ ମାଡ଼ି ଆସିବାରୁ ଡଙ୍ଗାଟି ବୁଡି ଯାଇଥିଲା। ଫଳରେ ଡଙ୍ଗାରେ ଥିବା ୩ ଜଣଙ୍କ ମଧ୍ୟରୁ ଜଣେ ନିଖୋଜ ହୋଇଯାଇଛନ୍ତି। ତାଙ୍କର ପତ୍ତା ଏପର‌୍ୟ୍ୟନ୍ତ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୨୪/୫: କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ କୁର୍ତ୍ତମଗଡ଼ ନିକଟସ୍ଥ ସିନ୍ଧିପଙ୍ଖାଲ ଜଙ୍ଗଲରେ ସୁରକ୍ଷାକର୍ମୀ -ମାଓବାଦୀ ମଧ୍ୟରେ ଗୁଳିବିନିମୟ ହୋଇଛି।ସମ୍ପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରିଛି ପୋଲିସ୍ । ସୂଚନା ପ୍ରକାରେ ଗୁଇନ୍ଦା ସୂଚନା ଆଧାରରେ ସମ୍ପୃକ୍ତ ଅଞ୍ଚଳରେ ଏସ୍ଓଜି ଜବାନ ମାନେ କୁମ୍ବିଂ ଅପରେସନ୍ ଚଳାଇଥିଲେ ।ଆଜି ସକାଳ ପ୍ରାୟ ୫ଟା ୪୦ମିନିଟ୍ ସମୟରେ ସିନ୍ଧିପଙ୍ଖାଲ Continue Reading
Bollywood
ମୁମ୍ବାଇ,୨୪/୫: ମେ’ ୫ରେ ରିଲିଜ୍ ହୋଇଥିଲା ବହୁଚର୍ଚ୍ଚିତ ଫିଲ୍ମ ‘ଦି କେରଳ ଷ୍ଟୋରୀ’। ଫିଲ୍ମର ବଜେଟ ମାତ୍ର ୧୫-୨୦କୋଟି ଥିବା ବେଳେ ଏବେ ଫିଲ୍ମଟି ବକ୍ସ ଅଫିସରେ ଭଲ ବ୍ୟବସାୟ କରୁଥିବା ଦେଖାଯାଇଛି। ଖୁବଶୀଘ୍ର ଫିଲ୍ମଟି ୨୦୦କୋଟି କ୍ଲବରେ ସାମିଲ ହେବ ବୋଲି ଜଣାପଡ଼ିଛି। ତେବେ ଫିଲ୍ମରେ ପ୍ରତ୍ୟେକ ଚରିତ୍ରକୁ ଗୁରୁତ୍ବ ଦିଆଯାଇଥିବା ବେଳେ ଅଭିନେତ୍ରୀ ଅଦା ଶର୍ମାଙ୍କ ଚରିତ୍ରକୁ ନେଇ ଚାରିଆଡେ ଚର୍ଚ୍ଚା ଆରମ୍ଭ ହୋଇଛି।ଏହି ଫିଲ୍ମରେ ତାଙ୍କୁ କିଭଳି Continue Reading
Odisha News
ନୂଆଦିଲ୍ଲୀ,୨୪/୫ : ଦେଶର ନୂଆ ସଂସଦ ଉଦଘାଟନକୁ ନେଇ ରାଜନୀତି ଜାରି ରହିଛି । କଂଗ୍ରେସ ସମେତ ଦେଶର ପ୍ରମୁଖ ବିରୋଧୀ ଦଳଗୁଡ଼ିକ ଏହି ଉଦଘାଟନ କାର୍ଯ୍ୟକ୍ରମକୁ ବୟକଟ୍ କରିବାକୁ ଘୋଷଣା କରିଥିବା ବେଳେ ବିଜୁ ଜନତା ଦଳ (ବିଜେଡି) ପୁଣି କେନ୍ଦ୍ର ସରକାରଙ୍କ ସମର୍ଥନରେ ଛିଡ଼ା ହୋଇଛି । ଦଳ ଉଦଘାଟନ ସମାରୋହରେ ଯୋଗ ଦେବାକୁ ନିଷ୍ପତ୍ତି ନେଇଛି । ଦଳ ପକ୍ଷରୁ କୁହାଯାଇଛି ଯେ ଦେଶର ରାଷ୍ଟ୍ରପତି ଓ ସଂସଦର ଗାରିମା ରହିଛି। ଏହି […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୪/୫: ଆସନ୍ତା ୩୦ ମଇ ରେ ଦେଶର ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ କେନ୍ଦ୍ରରେ ବିଜେପି ସରକାର ୯ ବର୍ଷ କାର୍ଯ୍ୟକାଳ ପୁରାଣ କରୁଛି ।ଏହି ଅବସରରେ ଆସନ୍ତା ୩୦ ମଇ ରୁ ୩୦ ଜୁନ ପର୍ଯ୍ୟନ୍ତ ଏକମାସ ବ୍ୟାପୀ ଜିଲ୍ଲା ବିଜେପି ପକ୍ଷରୁ ଗଜପତି ଜିଲ୍ଲାର ସମସ୍ତ ମଣ୍ଡଳ , ଶକ୍ତିକେନ୍ଦ୍ର ଓ ବୁଥ ସ୍ତରରେ ମହା ଜନସଂପର୍କ ଅଭିଯାନ ଓ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ।ସେଥିପାଇଁ […]Continue Reading