Home Articles posted by odadmin (Page 1326)
Odisha News
ସୁବର୍ଣ୍ଣପୁର, ୨୧/୫: ୧୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡ ସ୍ଥିତ ପ୍ରାଣୀ ଚିକିତ୍ସାଳୟର କିରାଣି ଗୋଲକ ବିହାରୀ ପୋଢ଼। ଭିଜିଲାନ୍ସ ପକ୍ଷରୁ ତାଙ୍କୁ ଗିରଫ କରାଯାଇଥିବା ବେଳେ ଅଧିକ ତଦନ୍ତ ଜାରି ରହିଛି।କିରାଣି ଗୋଲକ ବିହାରୀ ପୋଢ଼ ଜଣେ ଲାଇଭ ଷ୍ଟକ ଇନ୍ସପେକ୍ଟରଙ୍କ ବକେୟା ଦରମା କରାଇ ଦେବା ପାଇଁ ଲାଞ୍ଚ ମାଗିଥିଲେ। ଉକ୍ତ ଲାଇଭ ଷ୍ଟକ ଇନ୍ସପେକ୍ଟର ସେଥିପାଇଁ ତାଙ୍କୁ ୨୦ ହଜାର Continue Reading
Odisha News
ଭୁବନେଶ୍ୱର,୨୧/୫: ରାଜଧାନୀର ୟୁନିଟ ୮ରେ ଥିବା ଏକ ଘରୁ ଏସଟିଏଫ୍ ୧ କେଜି ୧ ଶହ ୭ ଗ୍ରାମ ବ୍ରାଉନସୁଗାର ଜବତ କରିଥିବାର ସୂଚନା ମିଳିଛି। ଘଟଣାସ୍ଥଳରୁ ଜଣେ ଡ୍ରଗ୍ ମାଫିଆକୁ ବି ଧରିବାରେ ସଫଳ ହୋଇଛି ଏସଟିଏଫ୍।ସୂଚନା ଅନୁଯାୟୀ, ରାଜଧାନୀର ୟୁନିଟ ୮ରେ ଥିବା ଏକ ଘରେ ବ୍ରାଉନସୁଗାର ଡିଲ୍ ଚାଲିଥିବା ବେଳେ କମିଶନରେଟ ପୁଲିସ ସହାୟତରେ ଏସଟିଏଫ୍ ଟିମ୍ ଚଢାଉ କରିଥିଲେ। ସେଠାରୁ ୧ କେଜି ୧ ଶହ ୭ ଗ୍ରାମ ବ୍ରାଉନସୁଗାର ଜବତ […]Continue Reading
National News
Uttarakhand,May 21 :  Uttarakhand BJP leader puts off daughter’s marriage to Muslim man after facing netizens’ fury A Bharatiya Janata Party (BJP) leader from Uttarakhand cancelled his daughter’s wedding to a Muslim man after pressure from Hindutva outfits, reported news agency PTI. The wedding was scheduled to be held on May 28. Yashpal Benam, Pauri […]Continue Reading
Odisha News
ଭୁବନେଶ୍ବର,୨୧/୫: ଓଡିଶା ସିମକାର୍ଡକୁ ପାକିସ୍ତାନରେ ଅପରେଟ ଘଟଣାର ମାଷ୍ଟରମାଇଣ୍ଡ ପଠାଣିସାମନ୍ତ ଲେଙ୍କାର ଦୁଇ ସହଯୋଗୀ ଅଟକ। ଦେଶଦ୍ରୋହୀ କାର୍ଯ୍ୟ କରୁଥିବା ଅଭିଯୋଗରେ ଯାଜପୁରରୁ ଦୁଇଜଣଙ୍କୁ ଏସଟିଏଫ୍ ଉଠାଇଥିବା ଜଣାଯାଇଛି। ଏଣେ ଖୁବଶୀଘ୍ର ଫରେନ୍ସିକ ଲ୍ୟାବକୁ ଯିବ ଅଭିଯୁକ୍ତଙ୍କ ମୋବାଇଲ। ଏନଆଇଏ ଓ ଆଇବିକୁ ଏସଟିଏଫ୍ ସମସ୍ତ ତଥ୍ୟ ଦେଇଛି। ଆଇଟି ଏକ୍ସପର୍ଟ ଆବଶ୍ୟକସ୍ଥଳେ ସୋସିଆଲ ମିଡିଆ ବ୍ୟବହାର ନେଇ ଯାଞ୍ଚ କରିବେ ବୋଲି ସୂଚନା ରହିଛି। ଆଗରୁ ଏହି Continue Reading
Odisha News
ସୁବର୍ଣ୍ଣପୁର,୨୦/୫ : ମାଟ୍ରିକ୍ ପରୀକ୍ଷାରେ ଏ-୧ ପାଇ ସ୍କୁଲର ନାଁ ରଖିଥିବାରୁ ଛାତ୍ରୀଙ୍କ ହାତରେ ପ୍ରକଳ୍ପ ଉଦଘାଟନ କଲେ ପ୍ରଧାନଶିକ୍ଷୟିତ୍ରୀ। ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ପଂଚାୟତ ସମିତି ସରକାରୀ ଉଚ୍ଚ ବିଦ୍ୟାଳୟରେ ଏହି ଦୃଶ୍ୟ ଦେଖିବାକୁ ମିଳିଥିଲା। ଛାତ୍ରୀ ଜଣକ ହେଉଛନ୍ତି ଏହି ସ୍କୁଲର ବିଶ୍ୱରୂପା ସାହୁ।ସେ ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖି ଅଂଚଳ ତଥା ବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି। ସେ ମୋଟ ୯୨.୫ ପ୍ରତିଶତ Continue Reading