Home Articles posted by odadmin (Page 1327)
Odisha News
ସୁବର୍ଣ୍ଣପୁର,୨୦/୫ : ମାଟ୍ରିକ୍ ପରୀକ୍ଷାରେ ଏ-୧ ପାଇ ସ୍କୁଲର ନାଁ ରଖିଥିବାରୁ ଛାତ୍ରୀଙ୍କ ହାତରେ ପ୍ରକଳ୍ପ ଉଦଘାଟନ କଲେ ପ୍ରଧାନଶିକ୍ଷୟିତ୍ରୀ। ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ପଂଚାୟତ ସମିତି ସରକାରୀ ଉଚ୍ଚ ବିଦ୍ୟାଳୟରେ ଏହି ଦୃଶ୍ୟ ଦେଖିବାକୁ ମିଳିଥିଲା। ଛାତ୍ରୀ ଜଣକ ହେଉଛନ୍ତି ଏହି ସ୍କୁଲର ବିଶ୍ୱରୂପା ସାହୁ।ସେ ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖି ଅଂଚଳ ତଥା ବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି। ସେ ମୋଟ ୯୨.୫ ପ୍ରତିଶତ Continue Reading
Odisha News
ଭୁବନେଶ୍ବର,୨୦/୫: ରାଜ୍ୟରେ ସ୍ଥାୟୀ ପୁଲିସ ଚୟନ ବୋର୍ଡ ଗଠନ ହେବ। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏଥିରେ ଅଧ୍ୟକ୍ଷଙ୍କ ସମେତ ଦୁଇ ଜଣ ସଦସ୍ୟ ରହିବେ। ଏତଦ୍ବ୍ୟତୀତ ବୋର୍ଡ ଅଫିସ କାର୍ଯ୍ୟ ପରିଚାଳନା ଦିଗରେ ୨୪ଟି ପ୍ରଶାସନିକ ତଥା ଅନ୍ୟ ପଦବି ମଧ୍ୟ ସରକାରଙ୍କ ଅନୁମୋଦନ ଲାଭ କରିଛି। ଏହି ବୋର୍ଡର ଅଧ୍ୟକ୍ଷ ପଦରେ ଜଣେ ସ୍ବତନ୍ତ୍ର ଡିଜି ବା ଅତିରିକ୍ତ ଡିଜି ପାହ୍ୟାର ଅଧିକାରୀଙ୍କୁ ଅବସ୍ଥାପିତ କରାଯିବ। ଦୁଇ ଜଣ Continue Reading
Odisha News
ଭୁବନେଶ୍ୱର,୨୦/୫ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୨ତାରିଖରେ ନିଜ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ କରିବେ । ସମ୍ଭାବ୍ୟ ସମ୍ପ୍ରସାରଣରେ ୪ଜଣ ନୂଆ ମନ୍ତ୍ରୀ ସ୍ଥାନ ପାଇବାର ସମ୍ଭାବନା ରହିଛି । ନବ ଦାସଙ୍କ ହତ୍ୟା ଯୋଗୁ ଗୋଟିଏ ମନ୍ତ୍ରୀପଦ ଖାଲି ପଡ଼ିଥିବାବେଳେ ଅନ୍ୟ ୨ଜଣ ମନ୍ତ୍ରୀ ସମୀର ରଞ୍ଜନ ଦାଶ ଓ ଶ୍ରୀକାନ୍ତ ସାହୁଙ୍କ ଇସ୍ତଫା ଯୋଗୁ ମୋଟ ୩ଟି ମନ୍ତ୍ରୀ ପଦ ଖାଲି ପଡ଼ିଛି । ଅନ୍ୟ ଜଣେ ମନ୍ତ୍ରୀଙ୍କୁ ଇସ୍ତଫା ଦେବାକୁ କୁହାଯାଇପାରେ ବୋଲି […]Continue Reading
National News
NEW DELHI,MAY 20 : Amid China’s military expansion in the South China Sea and the East China Sea, Prime Minister Narendra Modi on Saturday said India is committed to protecting its sovereignty and integrity while promoting peaceful resolution of maritime disputes based on international law. In an interview with a Japanese newspaper Yomiuri Shimbun, PM […]Continue Reading
National News
Karnataka,May 20 :  Siddaramaiah took oath as the Karnataka Chief Minister for the second time, with Congress state president DK Shivakumar as his deputy. The swearing-in ceremony was held on Saturday (May 20) at the Kanteerava stadium in Bengaluru. Along with Siddaramaiah and DK Shivakumar, at least eight other Congress leaders were sworn in as […]Continue Reading
Odisha News
ଭୁବନେଶ୍ବର,୨୦/୫: ଡ୍ରୋନ ପାଟ୍ରୋଲିଙ୍ଗ ପାଇଁ ପ୍ରସ୍ତୁତ କମିଶନରେଟ ପୁଲିସ। ଏନେଇ ସୂଚନା ଦେଇ ଭୁବନେଶ୍ବର ଡିସିପି ପ୍ରତୀକ ସିଂ କହିଛନ୍ତି, ହାଇ ଡେଫିନେସନ କ୍ଲାରିଟି ଥିବାରୁ, ଏରିଏଲ ଭ୍ୟୁ ପାଇଁ ଏହାକୁ ବ୍ୟବହାର କରିବୁ। ଏହା ଭିଆଇପି ପ୍ରୋଗ୍ରାମ, ଆସେମବ୍ଲି ଓ ଲ ଆଣ୍ଡ ଅର୍ଡର, ହକି, ଫୁଟବଲ ଇଭେଣ୍ଟ ପାଇଁ ଏହା ସହାୟକ ହେବ।ଟ୍ରାଫିକ ନିୟନ୍ତ୍ରଣ ପାଇଁ ମଧ୍ୟ ବ୍ୟବହାର କରାଯାଇ ପାରିବ। ଭିଡ଼ ନିୟନ୍ତ୍ରଣ ପାଇଁ ଏହାକୁ ବ୍ୟବହାର କରାଯାଇ ପାରିବ।ସେ ଆହୁରି Continue Reading
Odisha News
ବଲାଙ୍ଗିର,୨୦/୫ : ପ୍ରଚଣ୍ଡ ଖରାର ପ୍ରକୋପ ସହିପାରିଲେନି ବୃଦ୍ଧ। ଭତ୍ତା ଟଙ୍କା ଉଠାଇବାକୁ ବ୍ୟାଙ୍କ ଯାଇ ଫେରିବା ବେଳେ ବାଟରେ ଅଚେତ ହୋଇ ପଡ଼ିଗଲେ। ବଲାଙ୍ଗିର ଜିଲ୍ଲା ବେଲପଡ଼ା ବ୍ଲକ ଅନ୍ତର୍ଗତ କୁଦୋଭଟା ଗାଁରେ ଏହି ଘଟଣା ଘଟିଛି। ବୃଦ୍ଧ ବ୍ୟକ୍ତି ରାଜାରାମ ହାତୀ।ଗତକାଲି ସକାଳେ ରାଜାରାମ ନିଜ ସ୍ତ୍ରୀ ଉରା ହାତୀଙ୍କ ସହ ଭତ୍ତା ଟଙ୍କା ଉଠାଇବା ପାଇଁ ବେଲପଡ଼ା ଷ୍ଟେଟ ବ୍ୟାଙ୍କ ଶାଖାକୁ ଯାଇଥିଲେ ।ଟଙ୍କା ଉଠାଇ ଫେରିବା ବେଳେ ପ୍ରଚଣ୍ଡ ଖରାର ପ୍ରକୋପ […]Continue Reading