Home Articles posted by odadmin (Page 1338)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୫/୫: ପାରଳାଖେମୁଣ୍ଡି ସ୍ଥିତ ୟୁଟେକ୍ କମ୍ପ୍ୟୁଟର ଏଜୁକେସନ ସେଣ୍ଟରର ସଭା ଗୃହ ଠାରେ “ପ୍ରଗତି” ମହିଳା ସଂଗଠନର ବାର୍ଷିକ ଉତ୍ସବ ଓ ଆନ୍ତର୍ଜାତିକ ମାତୃ ଦିବସ କାର୍ଯ୍ୟକ୍ରମ ପାଳନ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ସଂଗଠନର ସଭାନେତ୍ରୀ ଶ୍ରୀମତୀ କଳ୍ପନା ପଟନାୟକଙ୍କ ଅଧ୍ୟକ୍ଷତାରେ ଏକ ସଭା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ମାଆକୁ ସମ୍ମାନ ଜାତିକୁ ସମ୍ମାନ ଏବଂ ମା Continue Reading
Odisha News
ଭୁବନେଶ୍ୱର,୧୫/୫: ଆଜିଠାରୁ ଭୁବନେଶ୍ୱରରୁ ଦୁବାଇକୁ ଆରମ୍ଭ ହୋଇଛି ବିମାନ ସେବା । ୬.୩୦ ପରିବର୍ତ୍ତେ ୬.୪୦ରେ ବିମାନ ଉଡାଣ ଆରମ୍ଭ କରିଥିଲା । ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆନୁଷ୍ଠାନିକ ଭାବରେ ଉଦଘାଟନ କରିଛନ୍ତି। ଦୁବାଇରୁ ୧୧.୨୫ରେ ଇଣ୍ଡିଗୋର ବିମାନ ୧୭୩ ଜଣ ଯାତ୍ରୀଙ୍କୁ ନେଇ ଭୁବନେଶ୍ୱର ଅଭିମୁଖେ ବାହାରିଥିଲା ଜ୍ଝ ଏହି ବିମାନ ଭୁବନେଶ୍ବରରେ ୫.୩୦ ରେ ପହଞ୍ଚିଥିଲା । ଏହାପରେ ବିମାନଟିକୁ ୱାଟର କ୍ୟାନନ ମାଧ୍ୟମରେ ସ୍ୱାଗତ କରାଯାଇଥିଲା ଜ୍ଝ Continue Reading
National News
NEW DELHI,MAY 15 : Days after the Congress’s landslide win in the Karnataka Assembly election, West Bengal Chief Minister and Trinamool Congress (TMC) supremo Mamata Banerjee on Monday hinted at supporting the grand old party in states where it is prominent. However, she also said Congress should reciprocate the same attitude towards the TMC if […]Continue Reading
Odisha News
ଯାଜପୁର,୧୫/୫ : ଯାଜପୁର ଜିଲ୍ଲା ବ୍ୟାସନଗର ବଜାରରେ ଥିବା ଏକ ଗହଣା ଶୋ’ ରୁମ୍ ‘ସେନ୍କୋ’ରେ ଡକାୟତି। କର୍ମଚାରୀଙ୍କୁ ମାଡ଼ ମାରି ଡକାୟତମାନେ ବିପୁଳ ପରିମାଣର ଗହଣା ସହ ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି।୭ ଡକାୟତ ବନ୍ଧୁକ ମୁନରେ ପ୍ରଥମେ କର୍ମଚାରୀଙ୍କୁ ଡରାଇ ଧମକାଇ ଥିଲେ ଓ ପରେ ଗହଣା ଲୁଟି ନେଇଥିବା ସୂଚନା ମିଳିଛି। ଦିନ ସାଢ଼େ ୧ଟାରୁ ୨ଟା ଭିତରେ ଏହି ଡକାୟତି ହୋଇଛି।ଯୋଜନାବଦ୍ଧ ଭାବେ ଏହି ଡକାୟତମାନେ ଗ୍ରାହକ ବେଶରେ ବ୍ୟାଙ୍କରେ ପଶିଥିଲେ। […]Continue Reading
Odisha News
ଭୁବନେଶ୍ବର,୧୫/୫: ଝାରସୁଗୁଡ଼ା ବିଧାୟିକା ଭାବେ ନବନିର୍ବାଚିତା ଦୀପାଳି ଦାସ ଆଜି ଶପଥ ଗ୍ରହଣ କରିଛନ୍ତି। ବିଧାନସଭାରେ ତାଙ୍କୁ ଉପବାଚସ୍ପତି ରଜନୀକାନ୍ତ ସିଂହ ଶପଥ ପାଠ କରାଇଛନ୍ତି। ମାଆ ଓ ଭାଇଙ୍କ ସହ ବିଧାନସଭା ଆସି ଶପଥ ନେଇଛନ୍ତି ଦୀପାଳି।ଏହି ଅବସରରେ କେତେକ ମନ୍ତ୍ରୀ ଓ ବିଧାୟକ ମଧ୍ୟ ଉପସ୍ଥିତ ଥିଲେ। ଶପଥ ଗ୍ରହଣ କରିବା ପରେ ନିଜର ପ୍ରତିକ୍ରିୟାରେ ଦୀପାଳି ଦାସ କହିଛନ୍ତି, ମୁଁ ଝାରସୁଗୁଡ଼ାବାସୀଙ୍କ ସେବା କରିବି। ଏହାଛଡ଼ା ବାପାଙ୍କ ଅଧୁରା ସ୍ବପ୍ନ Continue Reading
National News
NEW DELHI, MAY 15: MPBSE Class 5th, 8th Results 2023 Declared: The Madhya Pradesh Board of Secondary Education today declared the Class 5 and Class 8 final exam results today. Students who appeared for the exam can check their results at the official websites — mpresults.nic.in, mpbse.nic.in or rskmp.in. A total of 10,66,405 students appeared […]Continue Reading
Odisha News
ତାମିଲନାଡ଼ୁ,୧୫/୫ : ବିଷାକ୍ତ ମଦ ନେଲା ୧୨ ଜୀବନ। ଏପରି ଅଘଟଣ ତାମିଲନାଡ଼ୁର ୨ଟି ଜିଲ୍ଲା ବିଲ୍ଲୁପୁରମ ଓ ଚେଗଲପଟୁରେ ଘଟିଛି। ବିଷାକ୍ତ ମଦ ପିଇ ବିଲ୍ଲୁପୁରମ ଜିଲ୍ଲାରେ ୭ ଓ ଚେଗଲପଟୁରେ ୪ ଜଣଙ୍କ ମୃତ୍ୟୁ ହୋଇଛି। ଏହି ମଦ ପିଇ ୩୦ ଜଣ ଗୁରୁତର ହୋଇଛନ୍ତି। ଏହି ଘଟଣା ସମଗ୍ର ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଥିବା ବେଳେ ୭ ପୁଲିସ୍ କର୍ମୀଙ୍କୁ କାର‌୍ୟ୍ୟରେ ଅବହେଳା ପାଇଁ ନିଲମ୍ବିତ କରାଯାଇଛି।ଗତ ଶନିବାର ବିଲ୍ଲୁପୁରମ ଜିଲ୍ଲାରେ ମଦ […]Continue Reading