NEW DELHI,MAY 15 : A show-cause notice has been issued to the superintendent of Tihar jail no. 7 for shifting, without permission, two inmates to the cell of former Delhi minister Satyendar Jain on the latter’s request. Satyendar Jain, who is currently lodged in Tihar Jail in connection with a money laundering case, wrote to […]Continue Reading
କଣ୍ଟାବାଞ୍ଜି,୧୫/୫: ରୋଗୀଣା ସ୍ତ୍ରୀଙ୍କର ମୃତ୍ୟୁ ପରେ ସ୍ୱାମୀଙ୍କ ଆତ୍ମହତ୍ୟା ଏଭଳି ଅଭାବନୀୟ ଘଟଣା ଘଟିଛି ବଲାଙ୍ଗୀର ଜିଲ୍ଲାର କଣ୍ଟାବାଞ୍ଜି ଥାନା ଦାବରୀ ଗାଁରେ। ସ୍ତ୍ରୀ ଚନ୍ଦ୍ରକଳାଙ୍କ ମୃତ୍ୟୁ ପରେ ନିଜ ଚାଷ ଜମିରେ ଥିବା ଗଛରେ ବେକରେ ଗାମୁଛା ଲଗେଇ ଆତ୍ମହତ୍ୟା କରିଛନ୍ତି ସ୍ୱାମୀ ଗୋଧନ ମଲ୍ଲିକ।ସେ କିଡନି ରୋଗରେ ଆକ୍ରାନ୍ତ ସ୍ତ୍ରୀଙ୍କର ଚିକିତ୍ସା କରାଉଥିଲେ। ବହୁ ଅର୍ଥ ଖର୍ଚ୍ଚ କରି ମଧ୍ୟ ତାଙ୍କୁ ବଞ୍ଚାଇ ପାରିନଥିଲେ। ଏହି ଦୁଃଖରେ ମ୍ରିୟମାଣ Continue Reading
NEW DELHI,MAY 15 : Touted as the second most intense cyclone to develop in the Bay of Bengal since 1982, cyclone Mocha made landfall on Sunday afternoon in Bangladesh and Myanmar’s Rakhine state near Sittwe township, tearing roofs off buildings and killing at least three people. Cyclone Mocha wreaked havoc in Myanmar as it converted […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୫/୫: ଗଜପତି ଜିଲ୍ଲା ର ଅଗ୍ରଣୀ ମହିଳା ସଂଗଠନ ଆକାଂକ୍ଷା ପକ୍ଷରୁ କାଶୀନଗର ବ୍ଲକ ସିଧାମଡଙ୍ଗ ଠାରେ ମାତୃ ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ସହିତ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ମାନ ଅନୁଷ୍ଠିତ ହୋଇଯାଇଛି।ସଙ୍ଗଠନର ଉପଦେଷ୍ଟା ଶ୍ରୀମତୀ ସ୍ଵର୍ଣ୍ଣପ୍ରଭା ପାଠୀ ଅଧ୍ୟକ୍ଷତା କରି ନିଜର ବକ୍ତବ୍ୟ ମାଧ୍ୟମରେ ମାତୃ ଜାତିର ସୁରକ୍ଷା ଓ ଯତ୍ନ ଉପରେ ଆଲୋଚନା କରିଥିଲେ। ସମ୍ମାନିତ ଅତିଥି ଭାବେ ସଖୀ ୱାନ ଷ୍ଟପ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧୫/୫: କନ୍ଧମାଳ ଜିଲ୍ଲାରେ ପୁଣି ପୋଲିସକୁ ଖୋଲା ଚ୍ୟାଲେଞ୍ଜ୍ ଦେଲା ଲାଲ୍ ବାହିନୀ । ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ୫୯ନମ୍ବର ଜାତୀୟ ରାଜପଥର ଏକାଧିକ ସ୍ଥାନରେ ଲାଲ୍ ବ୍ୟାନର ଓ ପୋଷ୍ଟର ମାଓ ସଂଗଠନ ପକ୍ଷରୁ ଜାରୀ କରାଯାଇଥିବା ବେଳେ କୋଟଗଡ଼ ଥାନା ବଣ୍ଡାପିପିଲି ରାଜ୍ୟ ରାଜପଥ କଡ଼ରେ ମଧ୍ୟ ମାଓ ସଙ୍ଗଠନର ପୋଷ୍ଟର ବ୍ୟାନର ଦେଖିବାକୁ ମିଳିଛି ।୫୯ନଂ ଜାତୀୟ ରାଜପଥର ସିମନବାଡ଼ି ଟୋଲଗେଟ ନିକଟ ଓ Continue Reading
ଭୁବନେଶ୍ବର,୧୪/୫: ଦେଶ ବିରୋଧୀ କାର୍ଯ୍ୟ ଅଭିଯୋଗରେ ବନ୍ଧା ହେଲେ ୩ ଅଭିଯୁକ୍ତ। ଏମାନଙ୍କୁ ନୟାଗଡ଼ ଓ ଯାଜପୁରରୁ ଗିରଫ କରିଛି ଏସଟିଏଫ୍। ଅଭିଯୁକ୍ତମାନେ ହେଲେ ନୟାଗଡ଼ର ପଠାଣି ସାମନ୍ତ ଲେଙ୍କା, ସରୋଜ କୁମାର ନାୟକ ଓ ଯାଜପୁରର ସୌମ୍ୟ ପଟ୍ଟନାୟକଙ୍କୁ ଗିରଫ କରାଯାଇଛି। ଏସଟିଏଫ୍ ସେମାନଙ୍କ ନିକଟରୁ ୧୯ଟି ଦାମୀ ମୋବାଇଲ, ୪୭ଟି ସିମକାର୍ଡ, ୬୧ଟି ଏଟିଏମ୍ କାର୍ଡ ଓ ୨୩ଟି ସିମ କଭର ଜବତ କରିଛି। ସେମାନେ ଓଟିପି ସେୟାରିଂ ସ୍କାମ କରି କିଛି ପାକିସ୍ଥାନୀ […]Continue Reading
ଭୁବନେଶ୍ବର,୧୪/୫: ଓଡ଼ିଶା ହେଉଛି ଜଗନ୍ନାଥଙ୍କ ଦେଶ। ଜଗନ୍ନାଥ ସଂସ୍କୃତି ସହିତ ଆମର ଜନଜାତି ସଂସ୍କୃତିର ଗଭୀର ସଂପର୍କ ରହିଛି। ପ୍ରକୃତି ଓ ପରିବେଶର ବିଶେଷ ଗୁରୁତ୍ବ ରହିଛି। ପ୍ରକୃତି, ପୂଜା ଓ ଭାଇଚାରା ଆଦିବାସୀ ସଂସ୍କୃତିର ମୁଖ୍ୟ ଆଧାର। ସ୍ବାଧୀନତା ସଂଗ୍ରାମ ଠାରୁ ଆରମ୍ଭ କରି ରାଜନୀତି ଆଦି ବିଭିନ୍ନ କ୍ଷେତ୍ରରେ ଆଦିବାସୀମାନେ ଓଡ଼ିଶାର ଗୌରବ ବଢ଼ାଇଛନ୍ତି। ମୁଁ ସେମାନଙ୍କର ଅବଦାନ ପାଇଁ ଗର୍ବିତ। ରାଜ୍ୟର ୧୪ଟି ଜିଲ୍ଲା (ଅନୁଗୁଳ, ବଲାଙ୍ଗୀର, Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୪/୫: ପାରଳାଖେମୁଣ୍ଡି ସ୍ଥିତ ରାଜ ପ୍ରାସାଦ ସମ୍ମୁଖ ଅର୍ବାନ ବ୍ୟାଙ୍କ ପଡିଆ ଠାରେ ଆଜି ମାତୃ ଦିବସ ପାଳନ ଅବସରରେ ଗଜପତି ଜିଲ୍ଲା ତାଇକଣ୍ଡୋ ଅନୁଷ୍ଠାନ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ଅନୁଷ୍ଠାନର ପ୍ରତିଷ୍ଠାତା ସଂପାଦକ ଶ୍ରୀ କାର୍ତ୍ତିକ ଚନ୍ଦ୍ର ମହାପାତ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ମା” ମାନଙ୍କ ପକ୍ଷରୁ ଶ୍ରୀମତୀ ଗୀତାରାଣୀ ପାଲ , ମନିଷା ଜେନା ଏବଂ ବରିଷ୍ଠ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୪/୫: କର୍ଣ୍ଣାଟକ ରାଜ୍ୟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ କଂଗ୍ରେସର ବିପୁଳ ବିଜୟ ତଥା ସଫଳତାକୁ ନେଇ ଆଜି ପାରଳାଖେମୁଣ୍ଡି ସହରରେ ଜିଲ୍ଲା କଂଗ୍ରେସ ପାର୍ଟି ପକ୍ଷରୁ ବିଜୟ-ଉତ୍ସବ କାର୍ଯ୍ୟକ୍ରମ ପାଳନ କରାଯାଇଛି ।ଏହି ଅବସରରେ ପାରଳାଖେମୁଣ୍ଡି ଠାରେ ଗଜପତି ଜିଲ୍ଲା କଂଗ୍ରେସ ସଭାପତି ତଥା ମୋହନା ବିଧାୟକ ଶ୍ରୀ ଦାଶରଥି ଗମାଙ୍ଗଙ୍କ ନେତୃତ୍ୱରେ ସହରର ବିଭିନ୍ନ ସ୍ଥାନରେ ବିଜୟ ଉତ୍ସବ ପାଳନ କରା ଯାଇଥିଲା ।ଜିଲ୍ଲା Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୪/୫: କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ପାଟଖଣ୍ଡା ଠାକୁରାଣୀଙ୍କ ଐତିହାସିକ ଠାକୁରାଣୀ ଯାତ୍ରା ମା’ ପାଟଖଣ୍ଡା ଦୁର୍ଗାପୂଜା ସମିତି ଆନୁକୁଲ୍ୟରେ ଏପ୍ରିଲ ୨୩ ତାରିଖ ଠାରୁ ଆରମ୍ଭ ହୋଇ ଚଳିତ ମାସ ୧୩ ତାରିଖ ଦୀର୍ଘ ୨୧ ଦିନ ଧରି ଆୟୋଜିତ ହେବା ପରେ ଶନିବାର ଉଦଯାପିତ ହୋଇ ଯାଇଛି ।ମା’ ବରାଳ ଦେବୀ ମନ୍ଦିର ପ୍ରାଙ୍ଗଣରେ ହୋଇଥିବା ଅସ୍ଥାୟୀ ପୀଠରେ ଆୟୋଜକ Continue Reading




