Home Articles posted by odadmin (Page 1343)
Odisha News
ଭୁବନେଶ୍ବର,୧୨/୫: ଲାଞ୍ଚ ନେବା ମାମଲାରେ ଅନୁଗୁଳ ତହସିଲ ଅଫିସର ପୂର୍ବତନ କନିଷ୍ଠ କିରାଣି ପଙ୍କଜିନୀ ବିଶ୍ବାଳଙ୍କୁ ୩ ବର୍ଷ ପାଇଁ କାରାଦଣ୍ଡାଦେଶ ଓ ୫ ହଜାର ଟଙ୍କା ଜରିମାନା ଆଦାୟ ଲାଗି ନିର୍ଦେଶ ଦିଆଯାଇଛି।ଦୁଇଟି ଜମିପଟ୍ଟା ମ୍ୟୁଟେସନ୍ ମାମଲାରେ ଫାଇଲ ପ୍ରକ୍ରିୟାକରଣ ପାଇଁ ଅଭିଯୋଗକାରୀଙ୍କଠାରୁ ଲାଞ୍ଚ ମାଗିବା ଏବଂ ଗ୍ରହଣ କରିବା ପାଇଁ ପୂର୍ବତନ କନିଷ୍ଠ କିରାଣି ପଙ୍କଜିନୀ ବିଶ୍ବାଳ ସ୍ୱତନ୍ତ୍ର ବିଚାରପତି ଭିଜିଲାନ୍ସ ଦ୍ୱାରା ଦୋଷୀ ସାବ୍ୟସ୍ତ Continue Reading
Odisha News
ନୟାଗଡ଼,୧୨/୫ : ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ନୟାଗଡ଼ ଜିଲ୍ଲା ଟ୍ରେଜେରୀ ଅଫିସର ଜୁନିୟର ଷ୍ଟେନୋଗ୍ରାଫର ଦୁର୍ଗା ପ୍ରସାଦ ମହାପାତ୍ର। ସେ ୪୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ କର୍ମଚାରୀମାନେ ତାଙ୍କୁ ଧରିଥିଲେ। ତାଙ୍କଠାରୁ ସମସ୍ତ ଲାଞ୍ଚ ଅର୍ଥ ଜବତ କରାଯାଇଛି।୧୬୧ ଜଣ ଶିକ୍ଷକଙ୍କ ପରମାନେଣ୍ଟ ରିଟାୟାରମେଣ୍ଟ ଆକାଉଣ୍ଟ ନମ୍ବର (ଚଜଇଘ) ଖୋଲି ଦେବା ପାଇଁ ଜୁନିୟର ଷ୍ଟେନୋଗ୍ରାଫର ଦୁର୍ଗା ପ୍ରସାଦ ମହାପାତ୍ର ଲାଞ୍ଚ ମାଗିଥିଲେ। ଶିକ୍ଷକଙ୍କ ପିଛା Continue Reading
Odisha News
ନୂଆଦିଲ୍ଲୀ,୧୨/୫ : ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ । ଚଳିତ ବର୍ଷ ପ୍ରାୟ ୧୭ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ପାସ୍ ହାର ୮୭.୩୩ % ରହିଛି। cbseresults.nic.in ଓ cbse. gov.inରେ ରେଜଲ୍ଟ ପ୍ରକାଶ ପାଇଥିବା ବେଳେ ଛାତ୍ରଛାତ୍ରୀ ଏହି ସାଇଟ୍କୁ ଯାଇ ନିଜ ରେଜଲ୍ଟ ଜାଣିପାରିବେ।ଗତ ଥର ଅପେକ୍ଷା ଚଳିତ ଥର ପାସ୍ ହାର କମ୍ ଥିବା ଜଣାଯାଇଛି। ତେବେ ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍ ହାର ଅଧିକ […]Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ର/ମମତା ମହାପାତ୍ରଙ୍କ ରିପୋର୍ଟନୟାଗଡ଼,୧୨/୫ : ବିଜୁ ଜନତା ଦଳର ନୀତି ଓ ଆଦର୍ଶ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକପ୍ରିୟତା, ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ସାଂଗଠନିକ ଦକ୍ଷତା ଆଗରେ ବିରୋଧି ଶକ୍ତିହୀନ ହେଉଛନ୍ତି । ବିରୋଧି ଦଳର ନେତୃତ୍ୱ ନେଉଥିବା ବ୍ୟକ୍ତି ଦିନକୁ ଦିନ ଦୁର୍ବଳ ହେଉଛନ୍ତି । କିଛିଦିନ ତଳେ ନୟାଗଡ଼ ଓଡ଼ଗାଁ ବ୍ଲକର ୪୫ ପରିବାର ଝାରସୁଗୁଡ଼ା ଯାଇ ବିଜୁ ଜନତା ଦଳରେ ସାମିଲ ହେଉଥିବା Continue Reading
Odisha News
ଗୁଣପୁର,୧୨/୫: ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଅଞ୍ଚଳ ଶ୍ରୀକାକୁଲମ ଜିଲ୍ଲା କାଟ୍ରାଗଡା ନିକଟରେ ୪ଟି ହାତୀଙ୍କ ମୃତଦେହ ଠାବ ହୋଇଛି। ପ୍ରକୃତରେ ହାତୀଙ୍କ ମୃତ୍ୟୁ କେମିତି ଘଟିଛି, ତାହା ସ୍ପଷ୍ଟ ହୋଇନଥିବା ବେଳେ ବିଦ୍ୟୁତ ଆଘାତରେ ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। କାରଣ ବିଦ୍ୟତ୍ ଟ୍ରାନ୍ସଫର୍ମର ନିକଟରେ ହାତୀଙ୍କ ମୃତଦେହ ପଡ଼ିରହିଛି।ଅପରପକ୍ଷରେ ଏହି ମୃତ ହାତୀଗୁଡ଼ିକ ଓଡ଼ିଶାର ହାତୀ ନା ଆନ୍ଧ୍ରର, ତାହା ସ୍ପଷ୍ଟ ହୋଇନାହିଁ। ଘଟଣାସ୍ଥଳରେ ଆନ୍ଧ୍ର ପୁଲିସ ଓ ବନ Continue Reading