Home Articles posted by odadmin (Page 1349)
Odisha News
ଜୟପୁର,୯/୫: ଜୟପୁରରେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ଓ ଜିଲ୍ଲାଭିତ୍ତିକ ନିଯୁକ୍ତି ଆଦି ୫ଦଫା ଦାବିକୁ ନେଇ ଆଜି ୯ ତାରିଖ ଦିନ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି କଂଗ୍ରେସ। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଜିଲ୍ଲାର ସୁଙ୍କି, ଚାନ୍ଦିଲି, କୋଟପାଡ, ବୋରିଗୁମ୍ମା, ଜୟପୁର, କୋରାପୁଟ, ଲମତାପୁଟ, ପଟ୍ଟାଙ୍ଗି ସହ ସବୁ ବ୍ଲକ ସଦର ମହକୁମା, ପୌରପାଳିକା ଓ ଏଏନସିରେ ସମ୍ପୂର୍ଣ୍ଣ ରୁପେ ବନ୍ଦ କରାଯାଇଥିବାର ଖବର ମିଳିଛି।ଏହି ବନ୍ଦର Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୯/୫: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡର ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ଭଣ୍ଡରଙ୍ଗି ସିଆରପିଏଫ୍ କ୍ୟାମ୍ପରେ ଅଘଟଣ । ଜେନେରେଟର ଇଲେକ୍ଟ୍ରିକ୍ ସକ୍ ରେ ସୋମବାର ଯବାନଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ମୃତକ ଜବାନ ଜଣଙ୍କ ହେଉଛନ୍ତି ଯାଜପୁର ଜିଲ୍ଲାର ବାଲିଚାନ୍ଦପୁର ଥାନା ବଡ଼ ବାଲିକୁଦା ଅଞ୍ଚଳର ତୁଷାରକାନ୍ତି ଦାସ ।ସୂଚନା ପ୍ରକାରେ ମାଓପ୍ରବଣ ଅଞ୍ଚଳ ତୁମୁଡ଼ିବନ୍ଧ ବ୍ଲକ୍ ବେଲଘର ଥାନା ଅନ୍ତର୍ଗତ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୯/୫ : ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ଗାଇବା ପଞ୍ଚାୟତର ଗାଇବା ସ୍ଥିତ ପଞ୍ଚାୟତ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ତଥା ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ବାମଦେବ ସିଂ , ପିଏ- ଆଇଟିଡିଏ: ଶ୍ରୀ Continue Reading
Odisha News
ପଶ୍ଚିମବଙ୍ଗ,୮/୫: ତାମିଲନାଡୁ ପରେ ପଶ୍ଚିମବଙ୍ଗରେ ‘ଦି କେରଳ ଷ୍ଟୋରୀ’ର ପ୍ରଦର୍ଶନ ଉପରେ ଲାଗିଲା ପ୍ରତିବନ୍ଧକ। ଗତ ଶୁକ୍ରବାର ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଥିବା ବଲିଉଡ ଫିଲ୍ମ ‘ଦି କେରଳ ଷ୍ଟୋରୀ’କୁ ନେଇ ଅନେକ ସ୍ଥାନରେ ବିବାଦ ଦେଖା ଦେଇଛି। ସୁପ୍ରିମକୋର୍ଟଙ୍କ ପରେ ଗୁରୁବାର ଏହି ଫିଲ୍ମର ରିଲିଜ ଉପରେ ରୋକ୍ ଲଗାଇବାକୁ ମନା କରିଥିଲେ ମାଡ୍ରାସ ହାଇକୋର୍ଟ। ଏହା ପରେ ଫିଲ୍ମଟି ଶୁକ୍ରବାର ରିଲିଜ୍ ହୋଇଥିଲା। ରିଲିଜ୍ ପରେ ଫିଲ୍ମଟି ଭଲ ବ୍ୟବସାୟ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୮/୫ : ବୌଦ୍ଧ ଟାଉନହଲ ଠାରେ ଜିଲ୍ଲା ଆଟିଷ୍ଟ ଆସୋସିଏସନ ପକ୍ଷରୁ ଚାଲିଥିବା ଭଏସ ଅଫ ବୌଦ୍ଧ ପ୍ରତିଯୋଗୀତାରେ ପ୍ରହଲ୍ଲାଦ ରଣା ପ୍ରଥମ ସ୍ଥାନ ଅଧିକାର କରି ଭଏସ ଅଫ ବୌଦ୍ଧ ହୋଇଛନ୍ତି । ଦ୍ୱିତୀୟ ସ୍ଥାନରେ ଶୃତି ପଟ୍ଟାନାୟକ ଓ ତୃତୀୟ ସ୍ଥାନ ଅଧିକାର କରିଛନ୍ତି ସାରଦା ପ୍ରଶନ୍ନ ବୋଷ । ଜିଲ୍ଲାର କୋଣ ଅନୁକୋଣରୁ ଲୁକାୟିତ ଥିବା ପ୍ରତିଭାମାନଙ୍କୁ ଅନ୍ୱେଷଣ କରିବା ପାଇଁ ପ୍ରଥମ ଥରପାଇଁ ଭଏସ ଅଫ ବୌଦ୍ଧ ପ୍ରତିଯୋଗିତା […]Continue Reading
Odisha News
ଭୁବନେଶ୍ବର,୮/୫: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ସ୍ବତନ୍ତ୍ର ରିଲିଫ କମିସନର (ଏସ୍ଆରସି) ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି। ଚିଠିରେ ସେ ମତ୍ସଜୀବୀ ଓ ଚାଷୀମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି। ମତ୍ସଜୀବୀମାନେ ଆସନ୍ତା ୯ ତାରିଖ ଠାରୁ ଛୋଟ ଜାହାଜ, ଡଙ୍ଗା ଓ ଟ୍ରେଲର ନେଇ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରକୁ ନଯିବା ପାଇଁ ବାରଣ କରିଛନ୍ତି।ଏସ୍ଆରସି ପକ୍ଷରୁ ଜାରି ହୋଇଥିବା ଚିଠିରେ Continue Reading
Top Stories
Bhubaneswar, June 7 : The doorstep health care services provided by ArcelorMittal Nippon Steel India (AM/NS India) has brought cheers to the communities at its operating locations. With the rolling out of Mobile Medical Units at the periphery villages at Paradeep, Koida and Barbil, AM/NS India has successfully touched more than 1,00,000 lives directly and […]Continue Reading
Odisha News
ଅନୁଗୋଳ,୮/୫ : ଘରେ ପଶି ନାବାଳିକାର ତଣ୍ଟିକାଟି ଜଣେ ଦୁର୍ବୃତ୍ତ ଫେରାର ହୋଇଯାଇଥିବା ଅଭିଯୋଗ ହୋଇଛି। ଏପରି ଘଟଣା ଘଟିଛି ଅନୁଗୁଳ ସହର ଉପକଣ୍ଠ କୁଇଓ ଗ୍ରାମରେ। ଡାକ୍ତର ନାବାଳିକାକୁ ମୃତ ଘୋଷଣା କରିଛନ୍ତି। ମୃତ ନାବାଳିକା ଜଣଙ୍କ ହେଲେ ଭାଗିରଥି ସାହୁଙ୍କ ଝିଅ ଖୁସି ସାହୁ। ତାଙ୍କୁ ୧୨ ବର୍ଷ ହୋଇଥିଲା। ଖୁସିଙ୍କ ଘର ତାଳଚେର ଡଅଁରାରେ ହୋଇଥିବା ଜଣାପଡ଼ିଛି।ଆଜି ସକାଳ ପ୍ରାୟ ୧୦ଟା ସମୟରେ ଖୁସି ତାଙ୍କ ମା’ ଘରେ ଥିଲେ। ଏହି ସମୟରେ […]Continue Reading