Home Articles posted by odadmin (Page 1350)
Odisha News
ଭୁବନେଶ୍ବର,୮/୫: ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପ୍ରବଳ ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛି। ପୂର୍ବାହ୍ନ ୮ଟା ପରେ ଓ ଅପରାହ୍ନ ୩ଟା ପୂର୍ବରୁ ବାହାରକୁ ବାହାରିବା ଅସହ୍ୟ ହୋଇପଡୁଛି।ଅସହ୍ୟ ଗୁଳୁଗୁଳି ଓ ପ୍ରବଳ ଗରମରେ ସନ୍ତୁଳି ହେଉଛନ୍ତି ରାଜଧାନୀବାସୀ। ଆଜି ସକାଳ ୮ଟା ସୁଦ୍ଧା ରାଜଧାନୀ ଭୁବନେଶ୍ବରର ତାପମାତ୍ରା ୩୧ ଡିଗ୍ରି ଛୁଇଁଛି। ୮୫ ପ୍ରତିଶତ ଆଦ୍ରତା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।ଗତକିଛି ଦିନ Continue Reading
Odisha News
କାମାକ୍ଷାନଗର,୮/୫: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରରେ ଘଟିଛି ଏକ ଅଭାବନୀୟ ଘଟଣା। କାମାକ୍ଷାନଗର ଥାନା ଭୂବନ ବ୍ଲକ ଦିଘି ପଞ୍ଚାୟତର ପୂର୍ବତନ ସମିତି ସଭ୍ୟ ସର୍ବେଶ୍ବର ରାଉତଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।ଗତକାଲି ବିଳମ୍ବିତ ରାତିରେ ସର୍ବେଶ୍ବର ଘରକୁ ଫେରୁଥିବା ବେଳେ ପୂର୍ବ ଶତୃତାକୁ ନେଇ ତାଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଥିବା ଅନୁମାନ କରାଯାଉଛି। ତାଙ୍କୁ ଆକ୍ରମଣ ପରେ ହସ୍ପିଟାଲ୍ ନିଆ ଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ Continue Reading
Odisha News
ଭୁବନେଶ୍ୱର,୮/୫: ଆଜିଠାରୁ ଆରମ୍ଭ ହେଉଛି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)। ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ଦୈନିକ ୩ଟି ସିଫ୍ଟରେ ପରୀକ୍ଷା ହେବ। ସକାଳ ୯ରୁ ୧୧ ପ୍ରଥମ ସିଫ୍ଟ ଆରମ୍ଭ ହେବ। ସେହିପରି ଦିନ ୧୨ଟା ୩୦ରୁ ୨ଟା ୩୦ ପର୍ଯ୍ୟନ୍ତ ଦ୍ୱିତୀୟ ସିଫ୍ଟ ଏବଂ ସାଢ଼େ ଅପରାହ୍ନ ୪ଟାରୁ ସାଢ଼େ ୬ଟା ପର୍ଯ୍ୟନ୍ତ ତୃତୀୟ ସିଫ୍ଟରେ ପରୀକ୍ଷା ହେବ।ପ୍ରଥମ ଦିନ ଲାଟେରାଲ ଏଣ୍ଟ୍ରିଙ୍କ ପାଇଁ ପରୀକ୍ଷା ଥିବା ବେଳେ ଦ୍ୱିତୀୟ ଦିନରେ ଏମସିଏ […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୮/୫: ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ ସାଇଲାମ କଲ୍ୟାଣ ମଣ୍ଡପର ସମ୍ମିଳନୀ କକ୍ଷ ଠାରେ ଦକ୍ଷିଣ ଓଡିଶା ସାହିତ୍ୟ ସମ୍ମିଳନୀ ଗଜପତି ଜିଲ୍ଲା ଶାଖାର ଏକ ବୈଠକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲା-ଶାଖା ସମ୍ମିଳନୀର ସଭାପତି ଡଃ ସିଦ୍ଧେଶ୍ୱର ମିଶ୍ର ଅଧ୍ୟକ୍ଷତା କରି କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ କହିବା ସହ ଉପାନ୍ତ ଅଞ୍ଚଳରେ ଓଡ଼ିଆ ଭାଷାର ଅଭିବୃଦ୍ଧି ପାଇଁ ଅଧିକରୁ ଅଧିକ Continue Reading